କୋରାପୁଟ

ଡିଜିପିଙ୍କ ନିକଟରେ ୨ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

କୋରାପୁଟ,୩।୧୦(ସ୍ବ.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତରେ ଯାଇଥିବା ବେଳେ ୨ ଜଣ ମହିଳା ମାଓବାଦୀ ତାଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ ଜଣଙ୍କ…

5 years ago

କୋରାପୁଟ୍‌ କଫି କାଫେ ଉଦ୍‌ଘାଟିତ

ଭୁବନେଶ୍ୱର(ବ୍ୟୁରୋ)/ କୋରାପୁଟ (ସ୍ବ.ପ୍ର.), ୨।୧୦: ଅନ୍ତର୍ଜାତୀୟ କଫି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟରେ ‘କୋରାପୁଟ କଫି କାଫେ’ର ଉଦ୍‌ଘାଟନ କରିବା ସହ www.koraputcoffee.org ନାମକ…

5 years ago

ଆନ୍ଧ୍ର ଲିଭାଇଥିବା ନାମଫଳକ ଲେଖିଲା ଜିଲା ପ୍ରଶାସନ

ପଟ୍ଟାଙ୍ଗୀ,୧।୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ଦୁଇଟି ସ୍ଥାନରେ ଓଡ଼ିଶା ସରକାରଙ୍କ ରହିଥିବା ଓଡ଼ିଆ ନାମଫଳକକୁ ଆନ୍ଧ୍ର ମଙ୍ଗଳବାର…

5 years ago

କୋଟିଆରେ ‘ଗୁଲାବ’ କ୍ଷୟକ୍ଷତି ତଥ୍ୟ ସଂଗ୍ରହ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗୀ, ୨୯।୯(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବାତ୍ୟା ଗୁଲାବ ପ୍ରଭାବରେ ବ୍ୟାପକ…

5 years ago

ଓଡ଼ିଶା ନାମଫଳକକୁ ଲିଭାଇ ଦେଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୯ା୯(ଡି.ଏନ.ଏ.):କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଦ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗି ରହିଛି। ତେବେ ଏହି…

5 years ago

ସାଙ୍ଗ ହୋଇ ଯାଇଥିଲେ, ଆଉ ଫେରିଲେନି

କୋରାପୁଟ/ଲମତାପୁଟ,୨୪ା୯(ସ୍ବ.ପ୍ର.): କୋରାପୁଟ ଜିଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ରାଇପଡ଼ା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ଦୁଇ ଜଣ ନାବାଳିକାଙ୍କ…

5 years ago

କୋଟିଆରେ ଆନ୍ଧ୍ର ପାଳିଲା ପୁଷ୍ଟି ଦିବସ

ପଟ୍ଟାଙ୍ଗୀ,୨୩ା୯(ଡି.ଏନ୍‌.ଏ.): କୌଣସି ନୀତି ନିୟମ ମାନିବାକୁ ପ୍ରସ୍ତୁତ ନୁହେଁ ଆନ୍ଧ୍ର। କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଯେ ଓଡ଼ିଶାର ଏହା ସ୍ବୀକାର କରିବାକୁ…

5 years ago

ବ୍ରାଉନସୁଗାର ବେପାରରେ ୩ ଛାତ୍ର

ଜୟପୁର,୨୦ା୯(ନି.ପ୍ର.): ଗେଟଗୁଡ଼ା ନିକଟସ୍ଥ ଆମ୍ବତୋଟାରେ ସୋମବାର ଜୟପୁର ଟାଉନ ଥାନା ପୋଲିସ ଚଢ଼ାଉକରି ବ୍ରାଉନସୁଗାର ଜବତ କରିଛି। ଜବତ ବ୍ରାଉନସୁଗାରର ପରିମାଣ ୨.୭୧ ଗ୍ରାମ। ଏହି ମାମଲାରେ…

5 years ago

ଜିଲା ପରିଷଦ, ସମିତି ସଭ୍ୟ ନିର୍ବାଚନ ଫଳାଫଳ ଘୋଷଣା କଲା ଆନ୍ଧ୍ର

ପଟ୍ଟାଙ୍ଗୀ,୧୯ା୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ଗତ ଏପ୍ରିଲରେ ହୋଇଥିବା ଜିଲା ପରିଷଦ ଏବଂ ସମିତି…

5 years ago

ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଏସ୍‌ଡିଓ

ଜୟପୁର,୧୫।୯(ନି.ପ୍ର.): ଜୟପୁର ଜିଲା ଇଲେକ୍ଟ୍ରିକାଲ ଏସ୍‌ଡିଓ କେ. ଶ୍ରୀନିବାସ ପାତ୍ର ଭିଜଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଯାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ…

5 years ago