କୋରାପୁଟ

ଭିଜିଲାନ୍ସ ଜାଲରେ ଦଶମନ୍ତପୁର ସିଡିପିଓ

କୋରାପୁଟ,୨।୫(ଅମିତାଭ ବେହେରା): ଭିଜିଲାନ୍ସ ଜାଲରେ ସିଡିପିଓ। ଲାଞ୍ଚ ନେବା ବେଳେ କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ସିଡିପିଓ ଶକୁନ୍ତଳା ଦାସ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତେବେ…

7 months ago

କୋରାପୁଟ ଜିଲାରେ ପାସ ହାର ୯୨.୮୩%, ରାଜ୍ୟରେ ସର୍ବନିମ୍ନ

କୋରାପୁଟ,୨।୫(ଅମିତାଭ ବେହେରା): ରାଜ୍ୟରେ ଦଶମ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଥିବାବେଳେ କୋରାପୁଟ ଜିଲାରେ ପାସ ହାର ୯୨.୮୩ ପ୍ରତିଶତ ରହିଛି। ଏହା ରାଜ୍ୟରେ ସର୍ବନିମ୍ନ ବୋଲି ଜଣାପଡ଼ିଛି।…

7 months ago

ହଷ୍ଟେଲରେ ୮ ବର୍ଷୀୟ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ନନ୍ଦପୁର/ଲମତାପୁଟ,୨ା୫(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ)-କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ଲମତାପୁଟ ବ୍ଲକ ଅଞ୍ଚଳର ଏକ ହଷ୍ଟେଲରେ ଜଣେ ୮ ବର୍ଷୀୟ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ…

7 months ago

ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲେ ମହୁମାଛି, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୨ା୫(ଅମିତାଭ ବେହେରା): ଶୁକ୍ରବାର ସକାଳେ କୋରାପୁଟ ସହରରେ ଏକ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ କୋରପୁଟ ସହରରେ ହାଉସିଂବୋର୍ଡ କଲୋନୀରେ ରହୁଥିବା ଅଜୁ ଚେଟୀ ନାମକ ଜଣେ…

7 months ago

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ…

7 months ago

ଚମ୍ପାପୁଟ ଘାଟରେ ବୁଡ଼ିଲା ଡଙ୍ଗା: ଜଣେ ନିଖୋଜ

ନନ୍ଦପୁର,୨୭।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାନ୍ଥଲୁଙ୍ଗ ପଞ୍ଚାୟତର ଚମ୍ପାପୁଟ ଘାଟରେ ରବିବାର ସକାଳୁ ଏକ ଅଘଟଣ ଘଟିଛି। ଘାଟରୁ ଏକ ଦେଶୀ…

7 months ago

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା ମୁତାବକ,…

7 months ago

ହୋଇ ପାରିଲାନି ଗ୍ରାମସଭା: ନିରାଶ ହୋଇ ଫେରିଲା ବ୍ଲକ ପ୍ରଶାସନ, ପଞ୍ଚାୟତ ଅଫିସରେ ତାଲା ପକାଇ ପ୍ରତିବାଦ

ପଟ୍ଟାଙ୍ଗି,୨୬।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟରେ ପାଣି ପାଇଁ ବ୍ୟକ୍ତିଗତ ଜମି ଅଧିଗ୍ରହଣ ନିମନ୍ତେ ପୂର୍ବ ନିର୍ଦ୍ଧାରିତ ଗ୍ରାମସଭା…

7 months ago

କୋଟିଆ ପରେ ଏବେ ରାଇପାହାଡ଼: ଆନ୍ଧ୍ରରେ ମିଶିବାକୁ ସୀମାନ୍ତବାସୀଙ୍କ ଇଚ୍ଛା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରର ଅନୁପ୍ରବେଶ ଓ ବିସ୍ତାରବାଦୀ ନୀତି ପାଇଁ ସମସ୍ତଙ୍କ ନଜର ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡ଼ିକ ଉପରେ ରହିଛି। ରାଜ୍ୟ ସରକାର…

7 months ago

ବର୍ଷେ ହେଲା ପମ୍ପ ହାଉସ୍‌ ଅଚଳ: ଝରଣା ପାଣି ପିଉଛନ୍ତି ଗ୍ରାମବାସୀ

ସୁନାବେଡା,୨୫ା୪(କୃତ୍ତିବାସ ପ୍ରଧାନ): ସରକାର ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପାଣି ଟାଙ୍କି ସହ ପମ୍ପ ହାଉସ କରିଥିଲେ ସୁଦ୍ଧା…

7 months ago