କୋରାପୁଟ

ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୟପୁର,୧୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବି.ସିଙ୍ଗପୁର ଥାନା ରାଣିଗଡ଼ ଫାଣ୍ଡି ଅନ୍ତର୍ଗତ ବାଳିପୂଜାରିପୁଟଠାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ…

6 years ago

ଜାଲଚାଷୀ ଠାବ ପରେ ଏବେ ଚିହ୍ନଟ ହେବେ ଭାଗଚାଷୀ

ଜୟପୁର,୧୧।୧(ଡି.ଏନ୍‌.ଏ.): ଜୟପୁର ବ୍ଲକ ଫାମ୍ପୁଣି ପଞ୍ଚାୟତରେ ଜାଲଚାଷୀ ଧରାପଡ଼ିବା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଜିଲାର ସମସ୍ତ ବ୍ଲକରେ ପ୍ରକୃତ ଭାଗଚାଷୀଙ୍କୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ…

6 years ago

ଭାରପ୍ରାପ୍ତଙ୍କ ମୁଣ୍ଡରେ ବ୍ଲକ ପ୍ରଶାସନ ଭାର

କୁନ୍ଦୁରା,୧୧ା୧(ଡି.ଏନ୍‌.ଏ.): କୋରାପୁଟ ଜିଲାର ଉପାନ୍ତ କୁନ୍ଦୁରା ବ୍ଲକରେ ନିଯୁକ୍ତ ପ୍ରଶାସନିକ ଅଧିକାରୀ ବଦଳି ପରେ ବଦଳି ହୋଇ ଯାଉଛନ୍ତି। ସେମାନଙ୍କ ସ୍ଥାନରେ ଭାରପ୍ରାପ୍ତ ଅଧିତ୍କାରୀଙ୍କୁ ଦାୟିତ୍ୱ ଦେଇ…

6 years ago

ଏୟାରଷ୍ଟ୍ରିପ୍‌ ସଂପ୍ରସାରଣ: ଦ୍ୱୀତିୟ ପର୍ଯ୍ୟାୟରେ ୪୨ କୋଟିର ଟେଣ୍ଡର ଆହ୍ବାନ

  ଜୟପୁର,୧୧ା୧(ଡି.ଏନ୍‌.ଏ.): କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଉଡାନ ଯୋଜନାରେ ଜୟପୁର ଏୟାରଷ୍ଟ୍ରିପ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଏଥିପାଇଁ ୪୨ କୋଟି…

6 years ago

ଛତୁଚାଷ ପାଇଁ ମଡେଲ ସାଜିଛନ୍ତି କୃଷକ ଦମ୍ପତି

ବୈପାରୀଗୁଡ଼ା,୧୦।୧(ଡି.ଏନ୍‌.ଏ.)- ପାରମ୍ପରିକ ଚାଷ ବଦଳରେ ଛତୁ ଚାଷ ଦ୍ୱାରା ସୀମିତ ଜମିରେ ଖୁବ୍‌ କମ୍‌ ଦିନରେ ଲାଭ ମିଳିଥାଏ ା ବଜାରରେ ଛତୁର ଚାହିଦା ଅଧିକ ଥିବାରୁ…

6 years ago

କାର୍‌ରୁ ୧ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ

ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍‌ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ ସୂଚନାନୁଯାୟୀ,…

6 years ago

ଅନିୟମିତତା: କୂଅ ଖୋଳା ନାଁରେ ଲକ୍ଷାଧିକ ଟଙ୍କା ଚଳୁ

କୋଟପାଡ଼,୯ା୧(ଡି.ଏନ୍‌.ଏ.) କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତ ମକାପୁଟ ଗ୍ରାମରେ ଗଭୀର କୂପ ଖୋଳା ନ ଯାଇ ହିତାଧିକାରୀଙ୍କ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଜିଲାପାଳଙ୍କ ନିକଟରେ ଲିଖିତ…

6 years ago

ଜୟପୁରରେ ବନ୍ଦ ପାଳନ

ଜୟପୁର,୮।୧(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରରେ ଭାରତ ବନ୍ଦ ଅବସରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ…

6 years ago

ସ୍କୁଲରେ ରନ୍ଧାଖାଦ୍ୟ ଦେବ ଏସ୍‌ଏଚ୍‌ଜି

ଜୟପୁର,୮ା୧(ଡି.ଏନ୍‌.ଏ.)- ଏସ୍‌ଏଚ୍‌ଜି ପ୍ରସ୍ତୁତ କରିବେ ସ୍କୁଲ ମଧ୍ୟାହ୍ନଭୋଜନ। କୋରାପୁଟ ଜିଲା ଜୟପୁର ବ୍ଲକର ୬୫ ଓ ପୌରସଂସ୍ଥାର ୨୦ଟି ବିଦ୍ୟାଳୟରେ ସେମାନେ ମଧ୍ୟାହ୍ନଭୋଜନ ଦେବା ପାଇଁ ନିଷ୍ପତ୍ତି…

6 years ago

ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି ଜଙ୍ଗଲରୁ…

6 years ago