କୋରାପୁଟ

ଜୟପୁରରେ କୁକୁଡ଼ା ମଡକ: ଚିନ୍ତାରେ ଚାଷୀ

ଜୟପୁର, ୨।୩(ନି.ପ୍ର.): କୋରାପୁଟ ଜିଲା ଜୟପୁରରେ ଗତ କିଛି ଦିନ ହେବ କୁକୁଡ଼ା ମଡକ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଜୟପୁର ଓ ଏହାର ଆଖପାଖ ଅଞ୍ଚଳରେ…

6 years ago

୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ: ୨ ଅଟକ

ଜୟପୁର,୨।୩(ଡି.ଏନ୍‌.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍‌ରୁ ଜୟପୁର ଟାଉନ…

6 years ago

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର ମନ୍ମଥ…

6 years ago

ଦଲାଲଙ୍କ ମସୁଧା

କୋରାପୁଟ ଜିଲାରେ ଚାଷୀଙ୍କ ଉତ୍ପାଦିତ ଖରିଫ ଧାନକିଣା ପାଇଁ ପ୍ରଶାସନ ୪୪ଟି ମଣ୍ଡି ସ୍ଥାପନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ସାଢ଼େ ୧୩ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ…

6 years ago

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) - କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ, କେହି…

6 years ago

କୂଅ ଖୋଳି ବକେୟା ବିଲ୍‌ ପାଉନାହାନ୍ତି ଚାଷୀ

ବୈପାରୀଗୁଡ଼ା,୨୫।୨(ଡି.ଏନ୍‌.ଏ.) ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କୂଅ ଖୋଳି ବିଲ୍‌ ପାଇବା ପାଇଁ ଜଣେ ଚାଷୀଙ୍କ ହନ୍ତସନ୍ତ ହେବାକୁ ପଡ଼ିଛି। ସେ ହେଲେ ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଖଷର୍ଲିଗୁଡ଼ା ଗ୍ରାମର…

6 years ago

ଗାଈ ଚରାଉଛନ୍ତି ଜାତୀୟସ୍ତରର କବାଡ଼ି ଖେଳାଳି

ଜୟପୁର,୨୩ା୨(ନି.ପ୍ର.) ନୁଆଁଣିଆ ଟିଣ ଛପର ଘର ଖଣ୍ଡେ। ଆଉ ଏହାରି ମଧ୍ୟରେ ମା’-ବାପାଙ୍କ ସହ ନିଜ ଭାଗ୍ୟକୁ ଆଦରି ପଡ଼ିରହିଛନ୍ତି ଜଣେ ଯୁବକ। କେତେବେଳେ ଘର କାମରେ…

6 years ago

ପ୍ରଶାସନିକ ଅବହେଳା, ଅଧାରେ ପଡ଼ିଛି ଆବାସ

କୁନ୍ଦୁରା,୨୨ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଗରିବ ହିତାଧିକାରୀଙ୍କ ପାଇଁ ଆସୁଥିବା ପ୍ରଧାନମନ୍ତ୍ରୀ ଆବାସ କିମ୍ବା ବିଜୁ ପକ୍କାଘର ଯୋଜନାରେ ପ୍ରଶାସନିକ ଅବହେଳା ଯୋଗୁ ୨୦୧୮-୧୯ରେ ଶତାଧିକ…

6 years ago

ଉପାନ୍ତ ଶ୍ରୋତାଙ୍କୁ ମନୋରଞ୍ଜନ, ସଚେତନ କରୁଛି ରେଡିଓ

ଜୟପୁର,୨୧।୨(ନି.ପ୍ର.)- ଆଦିବାସୀ ଅଧ୍ୟୁଷିତ ଅବିଭକ୍ତ କୋରାପୁଟ ସହ ଗଜପତି ଜିଲାର ଅନେକ ଗାଁକୁ ଏବେ ମଧ୍ୟ ବିଜୁଳି ପହଞ୍ଚତ୍ନାହିଁ। ସେଭଳି ଗ୍ରାମାଞ୍ଚଳରେ ଲୋକଙ୍କ ମନୋରଞ୍ଜନ ପାଇଁ ଜୟପୁର…

6 years ago

କୋରାପୁଟ ଜିଲାର ୬୩ଟି କେନ୍ଦ୍ରରେ ଚାଲିଛି ମାଟ୍ରିକ୍‌ ପରୀକ୍ଷା

ଜୟପୁର, ୧୯।୨(ଡି.ଏନ.ଏ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। କୋରାପୁଟ ଜିଲାରେ ୬୩ଟି କେନ୍ଦ୍ର ପରୀକ୍ଷା ଚାଲିଛି। ସେହିପରି ଜୟପୁର ସହରର…

6 years ago