କୋରାପୁଟ

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ…

6 years ago

ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ

ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍‌.ଏ.):ମାଟ୍ରିକ୍‌ରେ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍‌ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର ପେଟ…

6 years ago

ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କଲେ ବାଲ୍ୟବନ୍ଧୁ

ଜୟପୁର,୨୯ା୮(ଡି.ଏନ୍‌.ଏ.) ଜୟପୁର ସହରର ଜଣେ ମାନସିକ ଅସୁସ୍ଥ ବ୍ୟକ୍ତି ରମେଶ ପୂଜାରୀ (ଟୁଟୁ)ଙ୍କୁ ଉଦ୍ଧାର କରି ନୂଆ ରାହା ଦେଖାଇଛନ୍ତି ବାଲ୍ୟବନ୍ଧୁ ଶିବାଜୀ ପଟ୍ଟନାୟକ। ଏହି ଖବର ସହରରେ…

6 years ago

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ରାସ୍ତା ଅବରୋଧ : ବିଧାୟକଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଜୟପୁର,୨୮।୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ଜାମୁଣ୍ଡା ଓ କଙ୍ଗା ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ୨୬ନଂ. ଜାତୀୟ ରାଜପଥର କୁମୁଲିପୁଟଠାରେ ରାସ୍ତା ଅବରୋଧ କରିଛନ୍ତି ା…

6 years ago

ଗ୍ରାମ ଜଙ୍ଗଲରୁ କାଠ କାଟିବା ଅଭିଯୋଗ: ୨ ଟ୍ରକ୍‌ ଅଟକ

କୋରାପୁଟ,୨୭।୮(ସ୍ବ.ପ୍ର.): କୋରାପୁଟ ବ୍ଲକର ପଦ୍ମପୁର ଗ୍ରାମବାସୀ ସୋମବାର ବିଳମ୍ବିତ ରାତିରେ ୨ଟି କାଠ ବୋଝେଇ ଟ୍ରକ୍‌କୁ ଅଟକ ରଖିଛନ୍ତି। ଗ୍ରାମ ଜଙ୍ଗଲରୁ କାଠ କାଟିଥିବା ଅଭିଯୋଗରେ ଏହି…

6 years ago

ଦିବ୍ୟାଙ୍ଗଙ୍କୁ ବି ଛାଡିଲେନି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ

ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ…

6 years ago

ପୋଲ ତଳକୁ ଖସିଲା ଟ୍ରାକ୍ଟର, ୨ ମୃତ

ପଟ୍ଟାଙ୍ଗି,୨୫ା୮(ଡି.ଏନ୍‌.ଏ.): ପୋଲ ତଳକୁ ଟ୍ରାକ୍ଟର ଖସିପଡ଼ିବାରୁ ସେଥିରେ ଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। କୋରାପୁଟ ଜିଲା…

6 years ago

ଶିକ୍ଷାନୀତି ବାତିଲ ଦାବି କଲା ଡିଏସ୍‌ଓ

ଜୟପୁର,୨୫ା୮(ନି.ପ୍ର./ଡି.ଏନ୍‌.ଏ.): ଜୟପୁର ସରୋଜିନୀ ଭବନରେ ଏଆଇଡିଏସ୍‌ଓ ପକ୍ଷରୁ ଜିଲାସ୍ତରୀୟ ଛାତ୍ର ସମାବେଶ ଅନୁଷ୍ଠିତ ହୋଇଛି ା ଜାତୀୟ ଶିକ୍ଷାନୀତି ୨୦୧୯ ବାତିଲ ଦାବିରେ ଏହି ସମାବେଶ ହୋଇଥିଲା।…

6 years ago

ଚାଷୀମାନଙ୍କ ପକ୍ଷରୁ ସିଏସ୍‌ ଅଫିସ ଘେରାଉ

ଜୟପୁର,୨୪।୮(ଡି.ଏନ୍‌.ଏ.): ଏସ୍‌ଏଚ୍‌ଜି ପକ୍ଷରୁ ଖରିଫ ଧାନ କ୍ରୟ ନିଷ୍ପତ୍ତିକୁ ବିରୋଧ କରି ଜୟପୁର ବ୍ଲକ ଜାମୁଣ୍ଡ ପଞ୍ଚାୟତର ଚାଷୀମାନେ ଶନିବାର ଜିଲା ଯୋଗାଣ (ସିଏସ୍‌) ଅଫିସ ଘେରାଉ…

6 years ago

୨୬ ନଂ. ଜାତୀୟ ରାଜପଥରେ ଅଟକୁଥିବା ଗାଡ଼ିରୁ ତେଲ ଚୋରି: ପୋଲିସ ପ୍ରଶାସନର ନିଷ୍କ୍ରିୟତା, ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ

ପଟ୍ଟାଙ୍ଗୀ,୨୩।୮(ଡି.ଏନ୍‌.ଏ.): କୋରାପୁଟ ଜିଲା ତଥା ଆନ୍ଧ୍ର ସୀମାନ୍ତ ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥରେ ଯାତାୟାତ କରୁଥିବା ସମସ୍ତ ଛୋଟ…

6 years ago