କୋରାପୁଟ

ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ ପଡ଼ିଲେ ମହିଳା

କୋରାପୁଟ,୩୧।୧୦: କୋରାପୁଟ ଜିଲା ଦୁରୁଗୁଡ଼ା ନିକଟରେ ଗୁରୁବାର ବ୍ରିଜ ଉପରୁ ଜଣେ ମହିଳା କୋଲାବ ଜଳଭଣ୍ଡାରକୁ ଡେଇଁ ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ବସ୍‌ରୁ…

1 year ago

ରାସ୍ତାରେ ଜଳିଗଲା ଚଳନ୍ତା ହାଇୱା

କୋରାପୁଟ/ନାରାୟଣପାଟଣା,୩୧।୧୦(ଅମିତାଭ ବେହେରା/ରାଜକିଶୋର ଜେନା) ଦୀପାବଳୀରେ ଏକ ଅଘଟଣ ସାମ୍‌ନାକୁ ଆସିଛି। କୋରାପୁଟ ଜିଲା ନାରାୟଣପାଟଣା ଥାନା ଅଧୀନ ବିଜାଘାଟି ବୁଢାପଣସ ନିକଟରେ ଗୁରୁବାର ଏକ ହାଇୱାରେ ନିଆଁ…

1 year ago

କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…

କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ…

1 year ago

ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍‌: ଟ୍ରେନ ଚଳାଚଳ ବ୍ୟାହତ

କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍‌ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍‌ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର…

1 year ago

କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା

କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ…

1 year ago

କୋଟିଆ ପଞ୍ଚାୟତର ନୂଆ ଭୋଟକେନ୍ଦ୍ର ଉପରେ ମୋହର ମାରିଲେ କେନ୍ଦ୍ର ନିର୍ବାଚନ ଅଧିକାରୀ: ଗ୍ରାମରେ ଖେଳିଗଲା ଖୁସି

ପଟ୍ଟାଙ୍ଗି,୧୯।୧୦(ଶରତ ଧଳ): ଓଡ଼ିଶାର ଭୋଟରଙ୍କ ଦୁର୍ବଳତାର ଫାଇଦା ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟ ନିଜ ସପକ୍ଷରେ ପଞ୍ଚାୟତ ଓ ବିଧାନସଭା ଦୁଇଟି ନିର୍ବାଚନରେ ଫାଇଦା ଉଠାଇ ଚାଲିଥିଲା…

1 year ago

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର

ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ ଓଡିଶା…

1 year ago

ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ ଇକ୍ୟୁପ୍‌ମେଣ୍ଟ…

1 year ago

ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍‌, ଚାଲିଗଲା ଯୁବକଙ୍କ ଜୀବନ

କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା…

1 year ago

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ…

1 year ago