କୋରାପୁଟ

ଫିଲ୍ମ ଷ୍ଟାଇଲ୍‌ରେ କାର କାଚ ଭାଙ୍ଗି ଟେକିନେଲେ

କୋରାପୁଟ,୧୩।୭: କୋରାପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ଗାଁର ଜଣେ ମିଲ ମାଲିକଙ୍କୁ ଅପହରଣ କରାଯାଇଛି। ଅପହରଣ ହୋଇଥିବା ମିଲ ମାଲିକ ହେଲେ ଏ. ରମେଶ ପାତ୍ର।…

2 years ago

ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍‌ସିଲର

ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ…

2 years ago

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ…

2 years ago

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା…

2 years ago

ଓଡ଼ିଶାକୁ ଦାଦନ ଖଟିବାକୁ ଆସି ରାସ୍ତା ନିର୍ମାଣବେଳେ ଚାଲିଗଲା ଜୀବନ

ପଟ୍ଟାଙ୍ଗି,୫।୦୭(ଶରତ ଧଳ): ନିଜ ପରିବାରଙ୍କୁ ବାହାର ରାଜ୍ୟରେ ଛାଡ଼ି ଓଡିଶାରେ ପହଞ୍ଚି କିଛି ରୋଜଗାର କରିବା ସ୍ବପ୍ନ ଦେଖି ଆସିଥିଲେ। ହେଲେ ଲାଲ ବିହାରୀ ମହାରଣାଙ୍କୁ ଓଡ଼ିଶାରେ…

2 years ago

ମା’ଙ୍କ ନାକ କାଟି ବନ୍ଧା ହେଲେ ପୁଅ

ସେମିଳିଗୁଡା/ସୁନାବେଡା,୫ା୭(ବାସୁଦେବ ବରାଡ଼/କୃତ୍ତିବାସ): ମା’ଙ୍କ ନାକ କାଟି ବନ୍ଧା ହୋଇଛନ୍ତି ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି ସେମିଳିଗୁଡା ଉପରସାହି ଆମ୍ବେଡକର ନଗରରେ। ଏନେଇ ମା’ ଭାନୁ ଖରା…

2 years ago

ମାଛ ଧରିବାକୁ ଯାଇ ନିଖୋଜ ଥିଲେ ଯୁବକ, ଆଜି ମିଳିଲା ମୃତଦେହ

କୋରାପୁଟ,୩ା୭(ଅମିତାଭ ବେହେରା): କୋଲାବ ଜଳଭଣ୍ଡାରରେ ମାଛ ଧରିବାକୁ ଯାଇ ନିଖୋଜ ଯୁବକଙ୍କ ମୃତଦେହ ବୁଧବାର କୋରାପୁଟ ଓଏସ୍‌ଏପି ତୃତୀୟ ବାଟାଲିଆନର ଓଡ୍ରାଫ ଟିମ୍‌ ଦ୍ୱାରା ଉଦ୍ଧାର କରାଯାଇଛି।…

2 years ago

ଗଣିତ ପଢ଼ାଇଲେ ବିଧାୟକ

କୋରାପୁଟ,୨।୭: କୋରାପୁଟ ବିଧାୟକ ରଘୁରାମ ମାଛ ମଙ୍ଗଳବାର ସେମିଲିଗଡାରେ ଥିବା ଆର କେ ବାଳିକା ଉଚ୍ଚ ବିଦ୍ୟାଳୟରେ ପାଠ ପଢାଇଛନ୍ତି । ସେ ପିଲାଙ୍କୁ ଗଣିତ ପଚାରିବା…

2 years ago

ଭାରତର ବିଜୟ ଖୁସିରେ ଗାଁ ସାରା ନାଚିଲେ

କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍‌ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ…

2 years ago

କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍‌ଙ୍କ ସ୍ଥିତି ଅନୁଧ୍ୟାନ

କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍‌ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା…

2 years ago