ଜରତି ଗ୍ରାମ ନିକଟରେ ପାହାଡ଼ରୁ ଖସିଲା ମାଟି ଅତଡ଼ା, ଟ୍ରେନ୍ ଚଳାଚଳ ଠପ୍, ୩ ଏକ୍ସପ୍ରେସ୍ ବାତିଲ ନେଇ…
କୋରାପୁଟ,୨।୭(ଅମିତାଭ ବେହେରା): କୋରାପୁଟ ଜିଲା କିରଣ୍ଡଳ ଲାଇନର ଜରତି ଗ୍ରାମ ନିକଟରେ ଥିବା ପାହାଡରୁ ମାଟି ଅତଡା ଖସିବା ଯୋଗୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଏହି ରୁଟରେ ସମସ୍ତ ଟ୍ରେନ ଚଳାଚଳ ଠପ ହୋଇଛି।...
ଲଗାଣ ଝଡ଼ବର୍ଷା: ରାସ୍ତାରେ ଉପୁଡ଼ିପଡ଼ିଲା ବିରାଟ ଗଛ, ଜନଗହଳି ରାସ୍ତା ଏବେ…
ପଟ୍ଟାଙ୍ଗି,୨ା୭(ଶରତ କୁମାର ଧଳ): କୋରାପୁଟ ଜିଲା ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ ପଟ୍ଟାଙ୍ଗି ବ୍ଲକରେ ଲଗାଣ ବର୍ଷା ଯୋଗୁ ଜନସାଧାରଣ ଅତିଷ୍ଠ ହୋଇପଡ଼ିଛନ୍ତି। ଲଗାଣ ଝଡ଼ବର୍ଷାରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ରାସ୍ତାରେ ପଡ଼ିଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି...
କୋରାପୁଟରେ ସର୍ବାଧିକ ବର୍ଷା, ଭାଙ୍ଗିଲା ଯାତ୍ରୀ ପ୍ରତୀକ୍ଷାଳୟ
କୋରାପୁଟ,୨ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ବୁଧବାର ୧୦୬୨.୫ ମିମି ବର୍ଷା ହୋଇଥିବା ବେଳେ କୋଟପାଡ଼ ବ୍ଲକରେ ସର୍ବାଧିକ ୧୫୨ ମିମି ବର୍ଷା ହୋଇଥିବା ଜଣାପଡ଼ିଛି। ପଟାଙ୍ଗୀ ବ୍ଲକରେ ୪୫.୨ ମିମି ହୋଇଥିବା ବେଳେ ବୈପାରୀଗୁଡ଼ାରେ ୧୧୦ ମିମି, ସେମିଲିଗୁଡ଼ାରେ ୧୨୪.୩...
ପ୍ରବଳ ବର୍ଷାରେ ୩୨୬ ଜାତୀୟ ରାଜପଥ ଉପରେ ୪ ଫୁଟର ପାଣି: ୪ ଘଣ୍ଟା ଅଟକିଲା ଆମ୍ବୁଲାନ୍ସ, ଭାରିଯାନ
କୋରାପୁଟ,୧ା୭(ଅମିତାଭ ବେହେରା)-କୋରାପୁଟ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବାରୁ କୋରାପୁଟରୁ ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ବଙ୍ଗଳାଗୁଡା ନିକଟ ଅସ୍ଥାୟୀ ପୋଲ ଉପରେ ୪ ଫୁଟର ବନ୍ୟା ଜଳ ପ୍ରବାହିତ ହୋଇ ରାସ୍ତା ଅବରୋଧ ହୋଇଥିଲା। ଏହାଦ୍ୱାରା ୪...
କୋରାପୁଟ ଜିଲାରେ ୭୮୦ ମିମି ବର୍ଷା, କୋଟପାଡ଼ରେ ସର୍ବାଧିକ…
କୋରାପୁଟ,୧ା୭(ଅମିତାଭ ବେହେରା)-କୋରାପୁଟ ଜିଲାରେ ମଙ୍ଗଳବାର ୭୮୦ ମି.ମି ବର୍ଷା ହୋଇଥିବା ବେଳେ କୋଟପାଡ଼ ବ୍ଲକ୍ରେ ସର୍ବାଧିକ ୯୭ ମି.ମି ବର୍ଷା ହୋଇଛି। ପଟ୍ଟାଙ୍ଗି ବ୍ଲକ୍ରେ ୨୦.୪ ମି.ମି, ବୈପାରୀଗୁଡାରେ ୯୧ ମି.ମି, ସେମିଳିଗୁଡାରେ ୪୩ ମି.ମି, ନନ୍ଦପୁରରେ ୭୦ ମି.ମି,...
କୋଟିଆରେ ୫ ମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ
ପଟ୍ଟାଙ୍ଗି,୨୮ା୬(ଶରତ କୁମାର ଧଳ)-କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆ ପଞ୍ଚାୟତରେ ପ୍ରଥମଥର ରାଜ୍ୟର ୫ ମନ୍ତ୍ରୀ ରଥଯାତ୍ରାରେ ଅଂଶଗ୍ରହଣ କରିଥିବାରୁ ସୀମାନ୍ତବାସୀଙ୍କୁ ଉତ୍ସାହିତ କରିଛି। କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ପରିସରସ୍ଥିତ ଅତିଥି ଭବନରେ ଏକ ରୁଦ୍ଧଦ୍ୱାର ବୈଠକ ଶନିବାର ଅନୁଷ୍ଠିତ...
ଧାର୍ଯ୍ୟ ସମୟ ସରିବାକୁ ଆଉ ୨ ଦିନ: ମଣ୍ଡିରୁ ଉଠୁନି ଧାନ, ଚିନ୍ତାରେ ଚାଷୀ
କୋଟପାଡ଼,୨୮ା୬(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ର ବିଭିନ୍ନ ମଣ୍ଡିରେ ଧାନ ପଡ଼ି ନଷ୍ଟ ହେଉଥିବା ବେଳେ ଏହାକୁ ନିର୍ଦ୍ଧାରିତ ସମୟରେ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ସୂତିପଦର ପଞ୍ଚାୟତ ଡଙ୍ଗିରି ୬୩ ନଂ ଜାତୀୟ...
କୋଟିଆରେ ରଥଯାତ୍ରା: ହଜାର ହଜାର ଭକ୍ତଙ୍କ ଗ୍ରହଣରେ ୪ ମନ୍ତ୍ରୀଙ୍କ ସହ ରଥ ଟାଣିଲେ ଉପମୁଖ୍ୟମନ୍ତ୍ରୀ
କୋରାପୁଟ/ପଟ୍ଟାଙ୍ଗି,୨୮ା୬(ଅମିତାଭ ବେହେରା/ଶରତ କୁମାର ଧଳ)-ପୁରୀରେ ରୀତିନୀତି ଅନୁଯାୟୀ ୩ ଠାକୁରଙ୍କ ରଥଯାତ୍ରା ପାଳନ ହୋଇଥିବା ବେଳେ ଏହାର ଗୋଟିଏ ଦିନ ପରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତରେ ରଥଟଣା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ...
କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ
କୋରାପୁଟ,୨୮ା୬(ଅମିତାଭ ବେହେରା): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିବା ପରେ ପ୍ରଥମ ଥର ପାଇଁ କୋଟିଆ ରଥଯାତ୍ରାରେ ସାମିଲ ହେବେ ରାଜ୍ୟ ସରକାରଙ୍କ ୫ ବରିଷ୍ଠ ମନ୍ତ୍ରୀ । ରଥଯାତ୍ରା ପାଇଁ ଭୁବନେଶ୍ବରରୁ ଆସି ଜୟପୁର ବିମାନବନ୍ଦରରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ...
ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା: ହଜାର ହଜାର ଭକ୍ତଙ୍କ ସମାଗମ
କୋରାପୁଟ,୨୭।୬(ଅମିତାଭ ବେହେରା):କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହା ଆଡମ୍ବର ସହକାରେ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଆୟୋଜିତ ଏହି ରଥଯାତ୍ରା ଦେଖିବା ପାଇଁ ପ୍ରାୟ ୩୦ ହଜାର ଭକ୍ତଙ୍କ ସମାଗମ ହୋଇଥିବାବେଳେ ଶାନ୍ତି ଶୃଙ୍ଖଲା ମଧ୍ୟରେ ଅପରାହ୍ନ ୧ଟା ୧୫...
ଶାବର ଶ୍ରୀକ୍ଷେତ୍ରରେ ରଥପଥ ପ୍ରସ୍ତୁତ: ସୁରକ୍ଷାରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ
କୋରାପୁଟ,୨୬।୬(ଅମିତାଭ ବେହେରା): ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପବିତ୍ର ରଥଯାତ୍ରା ନେଇ କୋରାପୁଟ ଶାବର ଶ୍ରୀକ୍ଷେତ୍ର ହୋଇ ଉଠିଛି ଚଳଚଞ୍ଚଳ। ୩ ରଥ ଏବଂ ବଡଦାଣ୍ଡ ପ୍ରସ୍ତୁତ ହୋଇ ରହିଥିବା ବେଳେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ମଧ୍ୟରେ ଶେଷ କରିବା...
ପୁଣି କୋଟିଆକୁ ଜିଲାପାଳ ୱାସନଙ୍କ ଗସ୍ତ : ତଦାରଖ କଲେ ରଥ ନିର୍ମାଣ କାର୍ଯ୍ୟ ବିଦ୍ୟାଳୟ ବ୍ୟବସ୍ଥା…
ପଟ୍ଟାଙ୍ଗି,୨୪।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ପୁଣି ଜିଲାପାଳ ଭି କିର୍ତ୍ତୀ ୱାସନ ଗସ୍ତ କରି ଶିକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ତଦାରଖ କରି ଫେରିଛନ୍ତି । ସୂଚନା ମୁତାବକ,...
Archives


