କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ
କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ ପରିସରରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସମାରୋହରେ ବିଡିଓ ବିକ୍ରମ କୁମାର ଦୋରା ଅଧ୍ୟକ୍ଷତା…
ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ
ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ ଅନୁପ୍ରବେଶ କରି ସର୍ଭେ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରି ଫେରିଯାଇଥିବା ଘଟଣା ପୁଣିଥରେ…
ସୌରଚାଳିତ ପ୍ରକଳ୍ପ ଅଚଳ, ଚୁଆପାଣି ଭରସାରେ ଲେଞ୍ଜିଗୁଡ଼ା ଗ୍ରାମବାସୀ
ନନ୍ଦପୁର/ପାଡୁଆ,୨।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଖରା ଦିନର ଗ୍ରୀଷ୍ମ ପ୍ରକୋପ ଚର୍ଚ୍ଚା ସବୁଆଡେ ଥିବା ବେଳେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ଚାଟୁଆ ପଞ୍ଚାୟତ ଲେଞ୍ଜିଗୁଡ଼ା ଗ୍ରାମରେ ପାନୀୟ ଜଳ କଷ୍ଟ ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରିଛି । ମାସାଧିକ କାଳ…
ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…
ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା ଲାଗି ରହିଛି। ଆସନ୍ତା ବୁଧବାର କୋରାପୁଟ ଜିଲା ବିଜେଡି…
୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ
ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ ବିଏସଏନଏଲ ଟାୱାର ଗତ ୫ ଦିନ ହେଲା କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ…
୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ
ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର ଆଞ୍ଚଳିକ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଧାନ ସଂଗ୍ରହ ନେଇ ପ୍ରଶିକ୍ଷଣ…
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର
ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଓ ସହଯାତ୍ରୀ ଶୁକ୍ରବାର ଗୁରୁତର ହୋଇଛନ୍ତି। ପାଡୁଆ…
ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…
କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍ ବାହାର କରାଯାଇଛି। ଶିଶୁର ଜୀବନ ରକ୍ଷା ହୋଇଛି। ଚିକିତ୍ସାଳୟ ଅଧୀକ୍ଷକ ଡା. ସୁଶାନ୍ତ…
ମହିଳାଙ୍କ ଠାରୁ ଜବତ ହେଲା ୧୫ କିଲୋର ଗଞ୍ଜେଇ, ଗିରଫ କଲା ପୋଲିସ
ନନ୍ଦପୁର, ୨୯।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ପରଜା ବଡପଡ଼ା ପଞ୍ଚାୟତ ଢେମେସାପୁଟ ଗ୍ରାମରେ ଚଢ଼ାଉ କରି ଜଣେ ମହିଳାଙ୍କ ଠାରୁ ୧୫ କିଲୋ ଗଞ୍ଜେଇ ଜବତ କରିଛି। ମହିଳାଙ୍କୁ ଗିରଫ କରାଯାଇଛି। ମହିଳା ଜଣକ ସେହି ଗ୍ରାମର…
୫୦ କୋଟି ଟଙ୍କା ଖାଇଗଲେ ପୋଷ୍ଟମାଷ୍ଟର: ଶେଷରେ ମିଳିଲା…
ଜୟପୁର,୨୯।୫(ପବନ ପାଣିଗ୍ରାହୀ): ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନାର ଅର୍ଥ ସହ ନିଶ୍ଚିତ କର୍ମନିଯୁକ୍ତ ଯୋଜନାର ଜମା ଟଙ୍କାକୁ ଆତ୍ମସାତ ଘଟଣାରେ ପୋଷ୍ଟମାଷ୍ଟରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ନବରଙ୍ଗପୁର ଜିଲା ଝରିଗାଁ ସବପୋଷ୍ଟ ଅଫିସର ତତ୍କାଳୀନ ପୋଷ୍ଟମାଷ୍ଟର ଗୌରାଙ୍ଗ…
ନାବାଳିକାଙ୍କୁ ଗଣବଳାତ୍କାର: ଘଟଣାରେ ୨ ନାବାଳକଙ୍କ ସମ୍ପୃକ୍ତି
କୋରାପୁଟ,୨୯ା୫(ଅମିତାଭ ବେହେରା): କୋରାପୁଟ ଜିଲା ସଦର ବ୍ଲକ୍ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ନାବାଳକଙ୍କ ସମ୍ପୃକ୍ତି ଥିବା ବେଳେ ଜଣଙ୍କୁ କୋରାପୁଟ ସଦର ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ସଦର ବ୍ଲକ୍ ଅଞ୍ଚଳର ଜଣେ…
କାଳବୈଶାଖୀର ତାଣ୍ଡବ: ୨ ବିଦ୍ୟାଳୟର ଛପର ଉଡ଼ିଲା…
ନନ୍ଦପୁର/ପାଡୁଆ,୨୯।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହାତୀବାରୀ ପଞ୍ଚାୟତରେ ଥିବା ବାରି ଆଶ୍ରମପୁଟ ସେବାଶ୍ରମ ବିଦ୍ୟାଳୟ ଓ ନନ୍ଦୀଗୁଡା ପ୍ରାଥମିକ ବିଦ୍ୟାଳୟର ଟିଣ ଆଜବେଷ୍ଟସ ଛପର ଉଡ଼ିଯାଇଛି। ଖରା ଛୁଟି ଯୋଗୁ ୨…

