କୋରାପୁଟ

ବଜ୍ରପାତରେ ୨୩ ଗାଈ, ୩ ଛେଳି ମୃତ

ପଟ୍ଟାଙ୍ଗି,୨୮।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ଅମ୍ପାବାଲି ପଞ୍ଚାୟତ ରାଙ୍ଗିନିଗୁଡା ଗ୍ରାମରେ ବଜ୍ରପାତ ଘଟି ଜଣେ ବୃଦ୍ଧା ଆହତ ହେବା ସହ ୨୩ ଗାଇ ଓ ୩ ଚେଳିଙ୍କ ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ ହେଲେ ଉକ୍ତ ଗାଁର ଖରା…

ବିପଦସଙ୍କୁଳ ଅବସ୍ଥାରେ ନିର୍ମାଣ ସାମଗ୍ରୀ ପରିବହନ

ନନ୍ଦପୁର, ୨୭।୫ (ଡି.ଏନ୍‌.ଏ.): ବିପଦସଙ୍କୁଳ ଅବସ୍ଥାରେ ନିର୍ମାଣ ସାମଗ୍ରୀ ଯଥା ବାଲି, ଚିପ୍ସ, ପଥର ଆଦି ଖୋଲାମେଲାରେ ପରିବହନ କରାଯାଉଛି। ଏଥିସହ ପ୍ରାୟ ୨୦ରୁ ୩୦ଜଣ ଶ୍ରମିକ ମଧ୍ୟ ଏଥିରେ ଯାଉଛନ୍ତି। ଏଭଳି ଟ୍ରକ୍‌, ଟ୍ରାକ୍ଟର ପ୍ରତି ପୋଲିସ ଓ ପରିବହନ…

କୋଟିଆ ଡାକଘରୁ ଗଲା ଚିଠି

କୋରାପୁଟ,୨୮ା୫(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ହେଉଛି ଓଡ଼ିଶାର। ଏ ନେଇ କେନ୍ଦ୍ର ସରକାରଙ୍କ ଡାକ ବିଭାଗ ସ୍ବୀକୃତି ଦେଇଥିବାରୁ ଓଡ଼ିଶା ଡାକ ବିଭାଗ ପକ୍ଷରୁ ଜାରି ହୋଇଛି କୋଟିଆର ପୋଷ୍ଟାଲ ଇଣ୍ଡେକ୍ସ କୋଡ୍‌ ୭୬୪୦୩୯। ଶନିବାର ଏକ ଟିମ୍‌ କୋଟିଆ ଯାଇ…

କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ

ଜୟପୁର,୨୬ା୫(ନି.ପ୍ର.): ଜୟପୁର ତହସିଲର କୁମୁଲିପୁଟ ଓ ରଣ୍ଡାପାଲ୍ଲୀ ପଞ୍ଚାୟତରେ କୁଆପଥର ମାଡ଼ରେ ଧାନ ଫସଲ ନଷ୍ଟ ହୋଇଛି। ବୁଧବାରର କୁଆପଥର ବର୍ଷାରେ ଧନ ଫସଲ ନଷ୍ଟ ହୋଇଥିବାରୁ ଚାଷୀମାନେ ଭାଙ୍ଗି ପଡିଛନ୍ତି। କୁଆପଥର ମାଡ଼ରେ ଧାନ ଅମଳ ହେଉଥିବା ଧାନ ନଷ୍ଟ…

ହୁଇଲ ଚେୟାର ଅଚଳ, ରୋଗୀଙ୍କୁ ଟେକିଟେକି ନେଲେ ପରିବାର ଲୋକେ

କୋରାପୁଟ,୨୫ା୫(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଘୋର ଅବ୍ୟବସ୍ଥା। ରୋଗୀମାନଙ୍କୁ ନେବା ଆଣିବା ଉଦ୍ଦେଶ୍ୟରେ ଥିବା ଅଧିକାଂଶ ହୁଇଲ ଚେୟାର ଅଚଳ ହୋଇ ପଡିଥିବାବେଳେ ରୋଗୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରୋଗୀଙ୍କୁ ତାଙ୍କ ସମ୍ପର୍କୀୟ…

କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟ,୨୪ା୫(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବୁଧବାର ବରିଷ୍ଠ ଆଇପିଏସ ଚରଣ ସିଂ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। କୋରାପୁଟସ୍ଥିତ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କାର୍ଯ୍ୟାଳୟରେ ଆୟୋଜିତ ଏକ ଉତ୍ସବରେ ପୂର୍ବରୁ ଥିବା ଡିଆଇଜି ରାଜେଶ ପଣ୍ଡିତଙ୍କଠାରୁ ଶ୍ରୀ ମିନା…

କୋରାପୁଟ ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମଡ଼

କୋରାପୁଟ,୨୩।୫(ସ୍ବ.ପ୍ର.): କୋରାପୁଟ ବିଧାୟକ ରଘୁରାମ ପଡାଲଙ୍କ ଗାଡ଼ିକୁ ମଙ୍ଗଳବାର ଅଣ୍ଡାମାଡ଼ ହୋଇଛି। ତାଙ୍କ ନିର୍ବାଚନମଣ୍ଡଳୀ ଲମତାପୁଟ ବ୍ଲକରେ ନୂତନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଉଦ୍‌ଘାଟନ କରିବା ପାଇଁ ଯାଉଥିବା ସମୟରେ କଂଗ୍ରେସ କର୍ମୀଙ୍କ ଅଣ୍ଡା ମାଡ଼ର ଶିକାର ହୋଇଛନ୍ତି। ବ୍ଲକ ଭିତରକୁ…

କାଳବୈଶାଖୀ ଝଡ଼ ବର୍ଷାରେ ହୋଇଛି ବ୍ୟାପକ କ୍ଷତି

କୋରାପୁଟ,୨୧ା୫(ସ୍ବ.ପ୍ର.): କୋରାପୁଟ ସହର ସମେତ ଆଖପାଖ ଅଞ୍ଚଳରେ ଶୁକ୍ରବାର ସଂନ୍ଧ୍ୟାରେ ହୋଇଥିବା କାଳ ବୈଶାଖ ଝଡପବନ ଓ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୋରାପୁଟ ସହର ସମେତ ଲକ୍ଷ୍ମୀପୁର, ସେମିଳିଗୁଡା ବ୍ଲକରେ ୨୨୫ ମିମି ବର୍ଷା ହୋଇଥିଲା। ଏହିସବୁ ଅଞ୍ଚଳରେ ୧୦୦ରୁ…

ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିବା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ପାଡୁଆ ଥାନା ଅଞ୍ଚଳରେ ଦେଖିବାକୁ…

ପୋଖରୀରେ ବୁଡି ଭଉଣୀ ଭାଇ ମୃତ

କୋରାପୁଟ,୧୯।୫(ସ୍ବପ୍ର ): ପୋଖରୀରେ ବୁଡି ଭଉଣୀ ଭାଇ ଙ୍କ ମୃତ୍ୟୁ ହୋଇଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ ପିପଳପୁଟ ଗ୍ରାମରେ ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜୀନୁ ବଡ଼ନାୟକଙ୍କ ୫ ବର୍ଷର ପୁଅ ଯୋଗେଶ ଏବଂ ୧୦ ବର୍ଷର…

୨ କି.ମି. ରାସ୍ତା ମରାମତିକୁ ଲାଗିଲାଣି ୨ବର୍ଷ

ସେମିଳିଗୁଡ଼ା/ସୁନାବେଡ଼ା,୧୯।୫ (ସ୍ବ.ପ୍ର.): ପୂର୍ତ୍ତ ବିଭାଗ ଅଧୀନରେ ଥିବା ସେମିଳିଗୁଡ଼ା-ନନ୍ଦପୁର ରାସ୍ତା ଅବସ୍ଥା ଶୋଚନୀୟ। ସେମିଳିଗୁଡ଼ା ଟ୍ରାଫିକ ଛକରୁ କୋଡ଼ିଗାଁ ଛକ ପର୍ଯ୍ୟନ୍ତ ପ୍ରାୟ ୨କି.ମି. ରାସ୍ତାର ଅବସ୍ଥା ୨ବର୍ଷ ହେବ ଶୋଚନୀୟ ହୋଇପଡ଼ିଛି। ବିପଦସଙ୍କୁଳଭାବେ ଲୋକେ ଯାତାୟାତ କରୁଛନ୍ତି। କେବେ ଏହି…

ସୁନା ଅଳଙ୍କାର ଫେରାଉନି ବ୍ୟାଙ୍କ

ବୈପାରିଗୁଡ଼ା,୧୯ା୫ (ଡି.ଏନ୍‌.ଏ.): ବ୍ୟାଙ୍କରୁ କମ୍‌ ସୁଧରେ ସ୍ବର୍ଣ୍ଣ ବନ୍ଧକ ଋଣ ନେଇ କୃଷି କାର୍ଯ୍ୟରେ ଲଗାଇଥାନ୍ତି ଚାଷୀ। ମାତ୍ର ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଋଣ ନେଇ ବୈପାରିଗୁଡ଼ା ବ୍ଲକର ଜଣେ ଚାଷୀଙ୍କୁ ହଇରାଣ ହେବାକୁ ପଡୁଛି ା ସେ ଋଣ ପରିଶୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?