ଶହୀଦଙ୍କ ମାଟିରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ
ବୈପାରିଗୁଡା,୨୧ା୧୧ (ଡି.ଏନ୍.ଏ.):ଶହୀଦ୍ ଲକ୍ଷ୍ମଣ ନାୟକ ଦେଶ ପାଇଁ ବଳି ଦେଇଥିଲେ। ମାତ୍ର ତାଙ୍କ ଜନ୍ମମାଟି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର ତେନ୍ତୁଳିଗୁମ୍ମାରେ ହୋଇପାରିନି ଶିକ୍ଷାର ବିଶେଷ ବିକାଶ। ଏଠାରେ କଲ୍ୟାଣ ବିଭାଗ ଦ୍ବାରା ପରିଚାଳିତ ଆବାସିକ ବିଦ୍ୟାଳୟରେ ଶିକ୍ଷାବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି।…
ଗାଁକୁ ନାହିଁ ପକ୍କା ରାସ୍ତା, ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ
ଦଶମନ୍ତପୁର, ୧୯।୧୧( ଡି.ଏନ୍.ଏ ): ଦେଶ ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ଏଭଳି ଅନେକ ଗ୍ରାମ ରହିଛି ଯେଉଁଠାରେ ପକ୍କାରାସ୍ତା ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ। ପଞ୍ଚାୟତରୁ ଆରମ୍ଭ କରି ବ୍ଲକ, ଜିଲା ଏବଂ ରାଜ୍ୟ ପ୍ରଶାସନକୁ ରାସ୍ତା ଓ ଅନ୍ୟ ମୌଳିକ…
କଥା ଦେଇ ପ୍ରତିଶ୍ରୁତି ପୂରଣ କଲେ ସରପଞ୍ଚ
ଦଶମନ୍ତପୁର,୧୫ା୧୧ (ଡି.ଏନ୍.ଏ.): ଅନେକେ ଅଛନ୍ତି ନିର୍ବାଚନ ସମୟରେ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇ ରଖନ୍ତି ନାହିଁ। ମାତ୍ର ଏଭଳି କିଛି କମ ରାଜନେତା ଅଛନ୍ତି ଯେଉଁମାନେ ପ୍ରତିଶ୍ରୁତି ଦେଇ ତାହାକୁ ରଖନ୍ତି। ସେହିପରି ପ୍ରତିଶ୍ରୁତି ପାଳନ କରିଥିବା ଜଣେ ମହିଳା ହେଲେ କୋରାପୁଟ…
ରାସ୍ତାରୋକୋ ସ୍ଥଳରୁ ୪ ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ
ମାଥିଲି,୧୪ା୧୧ (ଡି.ଏନ.ଏ.): କୋରାପୁଟ ଜିଲା ମାଳିପଦର ଜଙ୍ଗଲରେ ଗତ ୧୦ ତାରିଖରେ ହୋଇଥିବା ଏନକାଉଣ୍ଟରରେ ମାଲକାନଗିରି ଜିଲାର ମୃତ ଧନ କମାରଙ୍କ ପରିବାର ଲୋକେ ଓ ସର୍ଗିଗୁଡା ଗ୍ରାମବାସୀ ନ୍ୟାୟ ପାଇଁ ରବିବାରଠାରୁ ମାଲକାନଗିରି-ଜୟପୁରକୁ ସଂଯୋଗ କରୁଥିବା ୩୨୬ ନଂ. ଜାତୀୟ…
୧୮ରେ ମାଓବାଦୀଙ୍କ କୋରାପୁଟ, ମାଲକାନଗିରି ବନ୍ଦ ଡାକରା
ମାଲକାନଗିରି,୧୪ା୧୧(ଡି.ଏନ.ଏ.): କୋରାପୁଟ ଜିଲା ମାଳିପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଯବାନଙ୍କ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ପୋଲିସ ପକ୍ଷରୁ କୁହାଯାଉଥିବା ବେଳେ ସୋମବାର ଏହାକୁ ବିରୋଧ କରି ମାଓବାଦୀ ସଙ୍ଗଠନ ମୁହଁ…
ଝାଟିମାଟି ଘରେ ବିତୁଛି ଦିନ
ଦଶମନ୍ତପୁର,୧୪ା୧୧( ଡି.ଏନ.ଏ.): ପକ୍କା ଘର ଖଣ୍ଡିଏ ନାହିଁ । ଭଙ୍ଗା ଦଦରା ଝାଟିମାଟି କୁଡ଼ିଆ ଘରେ ମୁଣ୍ଡ ଗୁଞ୍ଜିଛନ୍ତି ଦମ୍ପତି। ବର୍ଷା ଦିନେ ବର୍ଷାପାଣି ଘର ଭିତରେ ଲହଡି ଭାଙ୍ଗୁଛି। ପାଣି ପଡିଲେ କାନ୍ଥରୁ ଖସୁଛି ମାଟି। ଏପରି ଦେଖିବାକୁ ମିଳିଛି…
ଏନ୍କାଉଣ୍ଟରରେ ୨ ମାଓବାଦୀ ନିହତ ଘଟଣା: ମୃତ ଧନ ମାଓବାଦୀ ନୁହେଁ, ଶ୍ରମିକ ଥିଲେ
କୋରାପୁଟ/ଜୟପୁର/,୧୩।୧୧(ସ୍ବ.ପ୍ର./ନି.ପ୍ର.): କୋରାପୁଟ ଜିଲାର ବୈପାରିଗୁଡ଼ା ଥାନା ଅନ୍ତର୍ଗତ ମାଳିପଦର ଜଙ୍ଗଲରେ ଗୁରୁବାର ରାତିରେ ଏସ୍ଓଜି ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମାଓବାଦୀଙ୍କର ମୃତ୍ୟୁ ହୋଇଥିଲା। ସେମାନଙ୍କ ମଧ୍ୟରୁ ଶନିବାର ଜଣଙ୍କର ମୃତଦେହ ସମ୍ପୃକ୍ତ ମାଓବାଦୀଙ୍କ ପରିବାର ଲୋକେ…
ଗଞ୍ଜେଇ ଚାଲାଣରେ ଜଡ଼ିତ ଅଭିଯୁକ୍ତଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ
ଜୟପୁର, ୧୩।୧୧ (ନି.ପ୍ର.)-ଗଞ୍ଜେଇ ଚୋରାଚାଲାଣରେ ଗିରଫ ଅଭିଯୁକ୍ତଙ୍କ ସମ୍ପତ୍ତି ବାଜ୍ୟାପ୍ତି ନେଇ ନିର୍ଦ୍ଦେଶ ଆସିଥିବା ଏସ୍ଡିପିଓ ଅରୂପ ଅଭିଷେକ ବେହେରା ଶନିବାର କହିଛନ୍ତି ା ଏନେଇ ସେ କହିଛନ୍ତି, ଜୟପୁର ସଦର ଥାନା ପୋଲିସ ୨୦୨୧ ଜୁନ୍ ୧୧ରେ ଏକ ଗଞ୍ଜେଇ…
ଡିସେମ୍ବର ୧ରୁ କୋରାପୁଟରେ ଇକୋ ରିଟ୍ରିଟ୍
ସୁନାବେଡ଼ା/ସେମିଳିଗୁଡ଼ା, ୧୨।୧୧(ସ୍ବ.ପ୍ର.): କୋରାପୁଟ ଜିଲାରେ ଡିସେମ୍ବର ୧ରୁ ଆରମ୍ଭ ହେଉଛି ଇକୋ ରିଟ୍ରିଟ୍। ପର୍ଯ୍ୟଟକ ସେଠାରେ ରହି ସେମିଳିଗୁଡ଼ା ବ୍ଲକ ଅଧୀନ ଦୁଧାରୀ ପଞ୍ଚାୟତର ପୁଟସିଲି ଓ ଫୁଲବନ୍ଧ ମଧ୍ୟରେ ଥିବା ଗିର୍ଲିମାଳି ପର୍ବତର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ। ଏଥିରେ…
ଦୁର୍ଘଟଣାଗ୍ରସ୍ତ ଡିଜେଲ ଭର୍ତ୍ତି ଟ୍ୟାଙ୍କରରୁ ତେଲ ବୋହିନେଲେ ଲୋକେ
କୋରାପୁଟ,୧୧।୧୧(ସ୍ବ.ପ୍ର./ଡି.ଏନ୍.ଏ.): କୋରାପୁଟ ଜିଲାର କାକିରିଗୁମ୍ମା-ଦାମନଯୋଡି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ଏକ ଡିଜେଲ ଭର୍ତ୍ତି ଟ୍ୟାଙ୍କର (ଓଡି-୩୩ଟି-୧୧୫୦) ଭିତରଗଡ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଟ୍ୟାଙ୍କରରୁ ପ୍ଲାଷ୍ଟିକ ବୋତଲ, ଜାର, ହାଣ୍ଡି ଓ ବାଲ୍ଟି…
ଟ୍ରକ୍ ପଛପଟୁ ଧକ୍କାଦେଲା ବାଇକ୍, ୩ ମୃତ
ସେମିଳିଗୁଡ଼ା/ସୁନାବେଡ଼ା,୧୧।୧୧ (ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା: ନନ୍ଦପୁର ରୋଡ୍ ଜାନିଗୁଡ଼ାସ୍ଥିତ ସିତମ କଲେଜ ନିକଟ ରାସ୍ତାରେ ଗୁରୁବାର ସାରେ ଏକ ଟ୍ରକ୍-ବାଇକ୍ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସେମିଳିଗୁଡ଼ା ବ୍ଲକ ପିତାଗୁଡ଼ା ପଞ୍ଚାୟତ ଜଗମପୁଟ ଗାଁର ରାଜମିସ୍ତ୍ରି ଅଜୟ…
ମାଳିପଦର ଜଙ୍ଗଲରେ ମାଓବାଦୀ-ଏସ୍ଓଜି ଗୁଳିବିନିମୟ: ୨ ମାଓବାଦୀ ନିହତ
କୋରାପୁଟ ,୧୧।୧୧ (ସ୍ବ.ପ୍ର.): କୋରାପୁଟ ଜିଲାର ବୈପାରିଗୁଡ଼ା ଥାନା ଅଧୀନ ମାଳିପଦର ଜଙ୍ଗଲରେ ଗୁରୁବାର ରାତିରେ ଏସ୍ଓଜି ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ବନ୍ଧୁକ, ବହୁ ବିସ୍ଫୋରକ, ସେମାନଙ୍କ ନିତ୍ୟ ବ୍ୟବହାର୍ଯ୍ୟ ସାମାଗ୍ରୀ…
Archives


