କୋରାପୁଟ

ଫସଲ କିଆରିରେ ମୃତ୍ୟୁଫାଶ, ବଳି ପଡୁଛନ୍ତିି ବନ୍ୟଜନ୍ତୁ

ବୈପାରିଗୁଡା,୧୧ା୧୧ (ଡି.ଏନ୍‌.ଏ. ): ଧାନ ଓ ମକା ଫସଲର ଅମଳ ସମୟ ହେଉଛି ଶୀତ ଦିନ ା ଏହାକୁ ଖାଇବା ଲାଗି ବନ୍ୟଜନ୍ତୁ କ୍ଷେତକୁ ଚାଲି ଆସନ୍ତି। ତେବେ ସେମାନଙ୍କୁ ଶିକାର କରିବା ପାଇଁ ଶିକାରୀ ମାନେ ଛକି ବସିଥାନ୍ତି। ସେମାନେ…

ଶୁଣିଲେନି କେହି: ୬ କି.ମି. ରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୯ା୧୧(ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରିଛନ୍ତି। ଏହା ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅଧୀନ ଗାଦିଆଗୁଡ଼ା ପଞ୍ଚାୟତ ପୁଟମାରି ଗ୍ରାମରେ। ପୁଟମାରି,…

ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦଶମନ୍ତପୁର,୧୦ା୧୧ ( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତର କୁଦାଲଅଟାଲ ଗ୍ରାମରେ ଜଣଙ୍କ ଟାଙ୍ଗିଆ ଚୋଟରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏନେଇ ଦଶମନ୍ତପୁର ଥାନାରେ ଅଭିଯୋଗ ହୋଇଛି l ମହିଳା ଜଣକ ହେଲେ ଗ୍ରାମର ରାମଦାସ ପରଜାଙ୍କ…

ଶୁଣିଲାନି ପ୍ରଶାସନ: ୬ କି.ମି. ଘାଟିରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୧୦ା୧୧ (ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରି ନିର୍ମାଣ କରିଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତର…

ପାଣିଟାଙ୍କିରେ ମାଛଚାଷ

ବୈପାରିଗୁଡା,୯।୧୧ (ଡି.ଏନ୍‌.ଏ):  ଚାଷୀଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି ା ମାତ୍ର ସେସବୁ ଦୁର୍ଗମ ଆଦିବାସୀ ଅଞ୍ଚଳରେ ପହଞ୍ଚତ୍ପାରୁନି। ମାଛଚାଷ ହେଉଛି ଏହାର ଏକ ଉଦାହରଣ। ସେମାନଙ୍କ ପାଖରେ ପୋଖରୀ ନାହିଁ କି ସମ୍ବଳ ନାହିଁ ା ମାତ୍ର…

ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ

ପଟ୍ଟାଙ୍ଗି,୮ା୧୧(ଡି.ଏନ.ଏ.):ଜାତୀୟ ରାଜପଥ ବିଭାଗର ଖାମଖିଆଲ ଯୋଗୁ ବିଭାଗର ରାଜପଥଗୁଡ଼ିକ ମରଣଯନ୍ତାରେ ପରିଣତ ହୋଇଛି। କୋରାପୁଟ ଜିଲା ଅନ୍ତର୍ଗତ ରାଲେଗଡା ପଞ୍ଚାୟତ ସଦର ମହକୁମାଠାରୁ ଆରମ୍ଭ କରି ସୁଙ୍କି ପର୍ଯ୍ୟନ୍ତ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ପଟ୍ଟାଙ୍ଗି ବ୍ଲକ ସଦର ମହକୁମା…

ଗ୍ରାମ ସମସ୍ୟା ନେଇ ଏକାଠି ହେଲେ ଗ୍ରାମବାସୀ

ପଟ୍ଟାଙ୍ଗି,୫ା୧୧(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଲେଗଡା ପଞ୍ଚାୟତର ମାଡାୱାଲସା ଗ୍ରାମବାସୀ ସେମାନଙ୍କ ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଏକାଠି ହୋଇଛନ୍ତି। ଉକ୍ତ ଗ୍ରାମରେ ୨୨ ପରିବାର ବସବାସ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ସେହିପରି କିଛି ଉନ୍ନୟନମୂଳକ କାର୍ଯ୍ୟ…

ପଟ୍ଟାଙ୍ଗୀରେ ମାଓବାଦୀ ପୋଷ୍ଟର

ପଟ୍ଟାଙ୍ଗୀ,୩ା୧୧(ଡି.ଏନ.ଏ.): ଆନ୍ଧ୍ର ସୀମାନ୍ତ କୋରାପୁଟ ଜିଲା ପଟ୍ଟାଙ୍ଗୀ ଅଞ୍ଚଳରେ ଗୁରୁବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ମାଓବାଦୀ ବ୍ୟାନର ଲାଗିବା ଅଞ୍ଚଳର ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ମିଳିଥିବା ସୂଚନା ମୁତାବକ, ଏହି…

ବ୍ରିଜ୍‌ ଦୁଇ ପାର୍ଶ୍ୱରେ ନିର୍ମାଣ ହୋଇନି ଆପ୍ରୋଚ ରାସ୍ତା

ବୈପାରିଗୁଡା,୨।୧୧ (ଡି.ଏନ୍‌.ଏ): ଗ୍ରାମାଞ୍ଚଳରେ ଯୋଗାଯୋଗ ପାଇଁ ସରକାରଙ୍କ ପକ୍ଷରୁ ବହୁ ଅର୍ଥ ଖର୍ଚ୍ଚ କରାଯାଇ ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ କରାଯାଉଛି। ତେବେ ବିଭାଗୀୟ ଉଦାସୀନତା ତଥା ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତା କାମ ଠିକ୍‌ ମାନର ହେଉ ନ ଥିବା…

ପାଳିକରି ରୋଗୀ, ପ୍ରସୂତିଙ୍କୁ ଭାରରେ ବୋହୁଛନ୍ତି ଗ୍ରାମବାସୀ

ଦଶମନ୍ତପୁର, ୧।୧୧(ଡି.ଏନ୍‌.ଏ.):କେନ୍ଦ୍ର ଓ ରାଜ୍ୟ ସରକାର ନିରୀହ ଗରିବ ଶ୍ରେଣୀର ଆଦିବାସୀଙ୍କ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କୁ ଏହାର ସୁବିଧା ଯେପରି ମିଳିବ ସେ ଦିଗରେ କାର୍ଯ୍ୟ ମଧ୍ୟ କରାଯାଉଛି। କିନ୍ତୁ ଏଭଳି ଏକ ଗ୍ରାମ ରହିଛି ଯେଉଁଠାରେ ଲୋକଙ୍କୁ…

ଜୟପୁରକୁ ଉଡ଼ିଲା ବିମାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାର ଭୁବନେଶ୍ୱରରୁ କୋରାପୁଟର ଜୟପୁରକୁ ବିମାନ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ହଲାଇ ଏହାର ଶୁଭାରମ୍ଭ କରିଛନ୍ତି। ପ୍ରତିଦିନ ଭୁବନେଶ୍ୱରରୁ ଜୟପୁର ଓ ଜୟପୁରରୁ ବିଶାଖାପାଟଣାକୁ ଚଳାଚଳ କରିବ ଇଣ୍ଡିଆଓୱାନ ବିମାନ। ଏହି ବିମାନରେ ୯ଟି…

ଆଜି ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର/କୋରାପୁଟ,୩୧ା୧୦(ବ୍ୟୁରୋ/ନି.ପ୍ର.):କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ସୋମବାର ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଅହମ୍ମଦାବାଦସ୍ଥିତ ଇଣ୍ଡିଆନ ଏୟାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରୁ ଓଡ଼ିଶାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri