କୋରାପୁଟ

ଗଛ ପଡ଼ି କାର ଭାଙ୍ଗିଲା

ଜୟପୁର,୨୫ା୪(ନି.ପ୍ର.): କାଳ ବୈଶାଖୀର ଭୟଙ୍କର ରୂପ ଜୟପୁର ହାଟପଦାଠାରେ ଦେଖିବାକୁ ମିଳିଛି । ପ୍ରବଳ ପବନ ଓ ବର୍ଷାରେ ଏକ ବିରାଟ ଗଛ ଉପୁଡି ଯାଇଥିଲା । ଗଛଟି ନିକଟରେ ଥିବା ଏକ କାର ଉପରେ ପଡିବାରୁ ତାହା ସମ୍ପୂର୍ଣ୍ଣ ନଷ୍ଟ…

ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନନ୍ଦପୁର,୨୫ା୪(ଡି.ଏନ୍‌.ଏ.): ତାମିଲନାଡ଼ୁରେ ଏକ ପଥର ଖାଦାନରେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ମାରଡ଼ା ଗ୍ରାମର ନରସିଂହ କଅଁର(୨୮)। ରବିବାର ଅପରାହ୍ନରେ ନରସିଂହ ପଥର ଖାଦାନରେ କାମ…

‘ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବ’କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କୋରାପୁଟ,୨୪।୪(ସ୍ବ.ପ୍ର.): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଭାରତୀୟ ପାରମ୍ପରିକ କ୍ରୀଡ଼ା ମହୋତ୍ସବକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍‌ କରିଛନ୍ତି। ଭାରତବର୍ଷର ସମୃଦ୍ଧ କ୍ରୀଡ଼ା ପରମ୍ପରା ଓ ତାହାର ବିବିଧତା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରସାରଣ ନିମନ୍ତେ…

ଆର୍‌ଟିଆଇରେ ତଥ୍ୟ ଦେଉନାହାନ୍ତି ସୂଚନା ଅଧିକାରୀ

ସୁନାବେଡ଼ା/ସେମେଳିଗୁଡ଼ା,୨୨।୪: (ସ୍ବ.ପ୍ର.) ଆର୍‌ଟିଆଇ ମାଧ୍ୟମରେ ଯେକୌଣସି ବ୍ୟକ୍ତି ତଥ୍ୟ ମାଗିପାରିବେ। ସେ ଚାହୁଁଥିବା ବିଭାଗର ତଥ୍ୟ ସୂଚନା ଅଧିକାର ଆଇନ ଅନୁସାରେ ସୂଚନା ଦେବାକୁ ସୂଚନା ଅଧିକାରୀ ବାଧ୍ୟ। ଏପରି ନିୟମ ସୂଚନା ଅଧିକାର ଆଇନରେ ରହିଥିଲେ ମଧ୍ୟ ଏହି ନିୟମକୁ…

ତୁଟିଲା ବିବାଦ, କେରିମିଟିରେ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କୁନ୍ଦୁରା,୨୧ା୪ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ କେରିମିଟି ପଞ୍ଚାୟତ ପ୍ରତିଷ୍ଠା ହେବାର ୨୦ବର୍ଷ ବିତିଗଲାଣି। ମାତ୍ର ଏଠାରେ ଏଯାଏ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ହୋଇପାରିନାହିଁ। ଏନେଇ ଗୁରୁବାର ନୂତନ ବିଡିଓ ରାମପ୍ରସାଦ ଦୋରାଙ୍କୁ ଭେଟି ଶତାଧିକ ଗ୍ରାମବାସୀ ପୂର୍ବତନ ପଞ୍ଚାୟତ…

ଓଡ଼ିଶା ଆଶ୍ରମ ବିଦ୍ୟାଳୟରେ ବିଦ୍ୟୁତ୍‌ କାଟିଲା ଆନ୍ଧ୍ର

ପଟ୍ଟାଙ୍ଗି, ୨୦।୪: (ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୀମାନ୍ତ ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ଦାବି କରୁଥିବା ବ୍ଲକ ପ୍ରଶାସନର ଇଚ୍ଛାଶକ୍ତି ଅଭାବରୁ ଉନ୍ନୟନମୂଳକ କାର୍ଯ୍ୟ ସବୁ ଦିଗହରା ହେଉଛି। ସୀମାନ୍ତ ଅଞ୍ଚଳରେ ଆନ୍ଧ୍ର ଏଥିରୁ ଫାଇଦା ଉଠାଉଛି।…

ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ

କୋରାପୁଟ, ୨୦।୪: (ସ୍ବ.ପ୍ର.) ଭାରତର ରାଜଧାନୀ ଦିଲ୍ଲୀରେ ହାତଧୁଆ ବାର୍ତ୍ତା ବାଣ୍ଟିବେ କୋରାପୁଟର ଦୃଷ୍ଟିବାଧିତ ଛାତ୍ର ଶାନ୍ତନୁ ହୋୟାଲ। ଜିଲାର କେତେ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ହାତଧୁଆର ଆବଶ୍ୟକତା ଓ ପ୍ରକ୍ରିୟା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଗତ କିଛି…

କାମରେ ଆସୁନି ଜଳପ୍ରକଳ୍ପ

ଦଶମନ୍ତପୁର, ୨୦।୪: ( ଡି.ଏନ୍‌.ଏ.) କାମରେ ଆସୁନି ୯ ଲକ୍ଷ ଟଙ୍କାର ଜଳପ୍ରକଳ୍ପ। ଜଳ କଷ୍ଟ ଭୋଗୁଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ମୁଜାଙ୍ଗ ପଞ୍ଚାୟତର ବାଟିଶିଲଗୁଡା ଗ୍ରାମବାସୀ । ଏହି ଗ୍ରାମରେ ୭୨ ପରିବାର ବସବାସ କରନ୍ତି। ଜନସଂଖ୍ୟା ପ୍ରାୟ…

ବନ୍ଦ ଯୋଗୁ ଜୀବନଜୀବିକା ଠପ୍‌

କୋରାପୁଟ/ଲମତାପୁଟ/ସୁନାବେଡ଼ା/ ସେମିଳିଗୁଡ଼ା/ଜୟପୁର/ପଟ୍ଟାଙ୍ଗି/ ନନ୍ଦପୁର, ୨୦।୪: (ସ୍ବ.ପ୍ର./ଡି.ଏନ୍‌.ଏ./ନି.ପ୍ର.) ସମ୍ବଲପୁରରେ ଘଟିଥିବା ହିଂସା ପ୍ରତିବାଦରେ ବୁଧବାର ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ପାଳନ କୋରାପୁଟରେ ଶାନ୍ତିପୂର୍ଣ୍ଣଭାବେ ଶେଷ ହୋଇଛି। ଏହି ସମୟରେ ଗାଡି ଚଳାଚଳ ଠପ ସାଙ୍ଗକୁ ଦୋକାନବଜାର ବନ୍ଦ…

ଶୁଣିଲାନି ପ୍ରଶାସନ, ଶ୍ରମଦାନ କରି କୂଅ ଖୋଳିଲେ ଗ୍ରାମବାସୀ

ଦଶମନ୍ତପୁର,୧୮ା୪( ଡି.ଏନ.ଏ. ): ପାନୀୟ ଜଳ ସମସ୍ୟା ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ ଏଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଲାନାହିଁ। ଜନ ପ୍ରତିନିଧିଙ୍କୁ କହି କିଛି ସୁଫଳ ମିଳିଲାନି। ଶେଷରେ ନିଜ ପାଇଁ ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ। ଗ୍ରାମରେ ଚାନ୍ଦା…

କୋଟିଆରେ ଆନ୍ଧ୍ର ଆଧାର କ୍ୟାମ୍ପ

କୋଟିଆ ସୀମା ବିବାଦ ଅଦାଲତରେ ବିଚାରାଧୀନ ରହିଛି। ହେଲେ ଅନୁପ୍ରବେଶ ବନ୍ଦ ହେଉ ନାହିଁ। ଆନ୍ଧ୍ର ପକ୍ଷରୁ କେତେବେଳେ ଓଡ଼ିଶା ସୀମାନ୍ତ ଗ୍ରାମରେ ପ୍ରବେଶ କରି ନିର୍ବାଚନ ପାଇଁ ଚେଷ୍ଟା କରାଯାଉଛି ତ ଆଉ କେତେବେଳେ ଲୋକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ…

କୋଲାବ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ୩ ଜଣଙ୍କ ମୃତଦେହ ଜବତ

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର ରାଜପୁଟ ପଞ୍ଚାୟତର କୋଲାବ ଜଳଭଣ୍ଡାରେ ଗୁରୁବାର ଅପରାହ୍ନରେ ଏକ ଦେଶୀଡଙ୍ଗା ବୁଡ଼ି ଘଟଣାରେ ନିଖୋଜ ଥିବା ୪ ଜଣଙ୍କ ମଧ୍ୟରୁ ରାତିରେ ବବିତା ହନ୍ତାଳଙ୍କ ମୃତଦେହ ମିଳିଥିଲା। ଅନ୍ୟ ନିଖୋଜମାନଙ୍କୁ ଉଦ୍ଧାର କରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?