କୋରାପୁଟ

ବାଇପାସ୍‌ ରାସ୍ତାରେ ଲୁଟୁଛନ୍ତି ଲୁଟେରା

ବୈପାରିଗୁଡ଼ା,୧୯।୧୦(ଡି.ଏନ୍‌.ଏ.): କୋରାପୁଟ ଜିଲାର ବୈପାରିଗୁଡ଼ା-ଜୟପୁର ବାଇପାସ୍‌ ରାସ୍ତା ଏବେ ଲୁଟେରାଙ୍କ କବଳରେ ରହିଛି। ସନ୍ଧ୍ୟା ହେଲେ ରାସ୍ତାକଡ଼ରେ ବିଭିନ୍ନ ମାରଣାସ୍ତ୍ର ଧରି ଲୁଚି ରହୁଛନ୍ତି ଲୁଟେରା ଗ୍ୟାଙ୍ଗ୍‌ ା ସୁଯୋଗ ପାଇଲେ ବାଇକ୍‌ ଆରୋହୀମାନଙ୍କୁ ଆକ୍ରମଣ କରି ଲୁଟୁଛନ୍ତି ଟଙ୍କା। ଏପରି…

ଉନ୍ନୟନ ନାଁରେ ଚାଲିଛି ଦୁର୍ନୀତି: ଜୟରାମ ପାଙ୍ଗୀ

ପଟ୍ଟାଙ୍ଗୀ, ୧୮।୧୦(ଡି.ଏନ୍‌.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଗ୍ରାମାଞ୍ଚଳରେ ଠିକ୍‌ଭାବେ ପହଞ୍ଚତ୍ପାରୁ ନ ଥିବାବେଳେ ଏହାର ଫାଇଦା ଉଠାଇ ଚାଲିଛନ୍ତି ସରକାରୀ ଅଧିକାରୀ ତଥା କେତେଜଣ ହାତଗଣତି ଠିକାଦାର। ଏପରି ଅଭିଯୋଗ କରିଛି ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ।…

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ

ଜୟପୁର, ୧୬ା୧୦(ନି.ପ୍ର.): ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସୂଚନା ପାଇ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ପାତ୍ରପୁଟ ସ୍ଥିତ ତାଙ୍କ ଘରକୁ ଯାଇ ଆମ୍ବୁଲାନ୍ସ ଯୋଗେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଛନ୍ତି। ଏଠାରେ ପଦ୍ମଶ୍ରୀ କମଳାଙ୍କୁ…

ବିଦ୍ୟାଳୟରୁ ଚାବି ଖୋଲିଲା, ଧାରଣା ପ୍ରତ୍ୟାହୃତ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ବ୍ଲକ ଉମୁରି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦ୍ୱାରା ବେଆଇନ ଭାବେ ଛାତ୍ରୀଛାତ୍ରଙ୍କଠାରୁ ଟଙ୍କା ଆଦାୟ ଘଟଣା ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନଚେତ ତାଙ୍କ ବଦଳି ଦାବି ନେଇ ଗତ ୧୨…

ଭୂମି ପରେ ଭାଷା

ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ ପରିଚାଳନାରେ ରାଜ୍ୟ ପ୍ରଶାସନର ବିଫଳତା, ବିପଦରେ ପଡ଼ିଥିବା ଓଡ଼ିଆ ଭାଷା ସୁରକ୍ଷା ଲାଗି ଯୋଜନାର…

ବିଶ୍ୱସନୀୟତା ରଖିଛି ଡାକ ବିଭାଗ

କୁନ୍ଦୁରା,୧୨।୧୦(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଡାକ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜଗନ୍ନାଥ କଲ୍ୟାଣ ମଣ୍ଡପଠାରେ ବିଶ୍ୱ ଡାକ ସପ୍ତାହ ଅବସରରେ ଉପଖଣ୍ଡସ୍ତରୀୟ ଡାକମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡାକ ବିଭାଗର ଅତିରିକ୍ତ ଡାକ ଅଧୀକ୍ଷକ ସମରେନ୍ଦ୍ର…

ଦେଶୀ ଧାନ ସଂରକ୍ଷକ ରାଇମତି

କୁନ୍ଦୁରା,୧୦ା୧୦ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ ଲିମା ପଞ୍ଚାୟତ ଅନ୍ତର୍ଗତ ନୂଆଁଗୁଡା ଗ୍ରାମର ଆଦିବାସୀ ମହିଳା ରାଇମତି ଘିଉରିଆ। ୧୩୬ କିସମର ଦେଶୀ ଧାନ ସଂଗ୍ରହ କରି ସେ ସଂରକ୍ଷିତ ରଖିଛନ୍ତି। ସେଥିମଧ୍ୟରୁ ୭୦ଟି କିସମର ଜୈବିକ ପଦ୍ଧତିରେ ଚାଷ…

ଓଏଏସ୍‌ ପରୀକ୍ଷାରେ କୋରାପୁଟ ଝିଅଙ୍କ ସଫଳତା

କୋରାପୁଟ,୯ା୧୦(ସ୍ବ.ପ୍ର.): ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ସିଭିଲ ସର୍ଭିସ ୨୦୨୦ ପରୀକ୍ଷାରେ ୯୦ତମ ସ୍ଥାନରେ ରହି ଜିଲା ପାଇଁ ଗୌରବ ଆଣିଦେଇଛନ୍ତି କୋରାପୁଟର ଝିଅ ସରଞ୍ଜିତା। ତାଙ୍କ ସଫଳତା ପାଇଁ ନିଜ ପରିବାର ସଦସ୍ୟଙ୍କ ସହିତ କୋରାପୁଟ ମାଟିକୁ ନିଜର କୃତଜ୍ଞତା…

ଜେଜେମା’ଙ୍କ କାନ୍ଧରେ ୨ ନାତିଙ୍କ ଭବିଷ୍ୟତ

କୋରାପୁଟ,୯।୧୦(ସ୍ବ.ପ୍ର.): ଦୁଇ ନାତିଙ୍କ ଭବିଷ୍ୟତ ପାଇଁ ଦିନ ରାତି ଏକକରି ରାସ୍ତାକଡରେ ମକା ବିକ୍ରିକରି ପରିବାର ଚଳାଉଛନ୍ତି ଜେଜେମା’। ସେଥିରୁ ଯାହା ରୋଜଗାର ହେଉଛି ଦୁଇ ନାତିଙ୍କ ସମେତ ସେ ଦୁଃଖ କଷ୍ଟରେ ଚଳିଯାଉଛନ୍ତି। ବୟସର ଅପରାହ୍ନରେ ପହଞ୍ଚତ୍ଥିଲେ ମଧ୍ୟ ଦୁଇ…

ପଲିଥିନ ତଳେ ଜୀବନ

ଦଶମନ୍ତପୁର,୮ା୧୦ (ଡି.ଏନ.ଏ.): ମୁଣ୍ଡ ଗୁଞ୍ଜିବାକୁ ପକ୍କାଘର ଖଣ୍ଡିଏ ନାହିଁ । ଭଙ୍ଗା ଦଦରା ପଲିଥିନଟଣା ଛପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ୨ ପ୍ରାଣୀ। ଘର ଭିତରୁ ଚାହିଁଲେ ଦିନରେ ସୂର୍ଯ୍ୟ, ରାତିରେ ତାରା ଦେଖାଯାଉଛି। ବର୍ଷାଦିନେ ଅବସ୍ଥା ନ କହିବା ଭଲ। ବର୍ଷାପାଣି…

ଟ୍ୟାଙ୍କର-ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ,୫ ଆହତ ମୁହାଁମୁହିଁ

କୋରାପୁଟ,୬।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପୋଡାପଦର ଗ୍ରାମ ଛକ ନିକଟରେ ଗୁରୁବାର ଟ୍ୟାଙ୍କର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଗୁରୁତର ଆହାତ ହୋଇଛନ୍ତି। ଗୁରୁତରଙ୍କୁ ସ୍ଥାନୀୟ…

ସଂଘବଦ୍ଧ ଆକ୍ରମଣରେ ବାପାଙ୍କୁ ମାରିଥିଲେ, ଏବେ ଟାର୍ଗେଟ୍‌ରେ ପୁଅ

ଜୟପୁର,୪।୧୦(ନି.ପ୍ର.) : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ କଳସହାଣ୍ଡି ଗାଁରେ। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ ହେଲେ ଶକ୍ତିରଞ୍ଜନ ପୂଜାରୀ। ଶକ୍ତିଙ୍କୁ ସଂଘବଦ୍ଧ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri