କୋରାପୁଟ

ଚନ୍ଦନକାଠ ଚୋରା ଚାଲାଣ, ଜଣେ ଅଟକ

ପଟାଙ୍ଗି,୧୩ା୪(ଡି.ଏନ୍‌.ଏ.): ଛତିଶଗଡ଼ ରାଜ୍ୟରୁ ଓଡ଼ିଶାର ଜୟପୁର, କୋରାପୁଟ, ସୁନାବେଡ଼ା, ଶେମିଳିଗୁଡ଼ା ଓ ପଟ୍ଟାଙ୍ଗି ଦେଇ ଯାଇଥିବା ଜାତୀୟ ରାଜପଥ ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ସଂଯୋଗ କରିଥାଏ। ଉକ୍ତ ରାସ୍ତା ଦେଇ ଅନେକ କିଛି ଚୋରା ଚାଲାଣ ହେଉଥିବା ବେଳେ ମୁଖ୍ୟତଃ ଉକ୍ତ…

କୋଲାବ ବ୍ରିଜ୍‌ରୁ ଡେଇଁ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ସେମିଳିଗୁଡ଼ା/ସୁନାବେଡ଼ା,୧୩ା୪ (ସ୍ବ.ପ୍ର.): ଏକ ବ୍ରିଜ୍‌ ଉପରୁ ତଳକୁ ପାଣିକୁ ଡେଇଁ ଜୀବନ ହାରିବାକୁ ଉଦ୍ୟମ କରିଥିଲେ ଦମ୍ପତି। ମାତ୍ର ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ସ୍ବାମୀଙ୍କର କୌଣସି ପତ୍ତା ମିଳୁନାହିଁ। ଏପରି ଏକ ଘଟଣା କୋରାପୁଟ ଜିଲା ସେମିଳିଗୁଡ଼ା…

ବଟକରାରେ ଛେଚି ବଡ଼ଭାଇଙ୍କୁ ହତ୍ୟା

ଦଶମନ୍ତପୁର,୧୨।୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଡୁମୱାଗୁଡ଼ା ପଞ୍ଚାୟତ ଅଧୀନ ବଡ଼ବାଗ୍ରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଭାଗବଣ୍ଟାରେ ସାନଭାଇ ରାଜି ନ ହୋଇ ବଟକରାରେ ଛେଚି ସମ୍ପର୍କୀୟ ବଡ଼ଭାଇଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ବିରିଙ୍ଗା ମୁଦୁଲି…

ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଶିକ୍ଷକ ଗିରଫ

ବୋରିଗୁମ୍ମା, ୧୧।୪ (ଡି.ଏନ୍‌.ଏ.): ଦଶମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରିନେବା ଅଭିଯୋଗରେ କୋରାପୁଟ ଜିଲା ବିସିଂହପୁର ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ରତ୍ନଗିରି ଗ୍ରାମର ସୁବ୍ରତ ତୁଷାର…

୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ଏକ୍ସ-ରେ ମେଶିନ

ନନ୍ଦପୁର,୧୦ା୪(ଡି.ଏନ୍‌.ଏ.): କୋରାପୁଟ ଜିଲା ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଏକ୍ସ-ରେ ମେଶିନ ଏଯାଏ କାର୍ଯ୍ୟକ୍ଷମ ହୋଇନାହିଁ। ଏହା ମଧ୍ୟରେ ୬ ବର୍ଷ ବିତିଗଲାଣି। ମେଶିନ ଚଳାଇବା ଲାଗି ନିଯୁକ୍ତି ପାଇଥିବା ରେଡିଓଲୋଜିଷ୍ଟଙ୍କୁ ଜୟପୁର ଜିଲା ଚିକିତ୍ସାଳୟକୁ ଡେପୁଟେଶନରେ ପଠାଯାଇଛି। ଫଳରେ ନନ୍ଦପୁର…

ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ମହିଳା ଗିରଫ

ଜୟପୁର,୧୦ା୪(ନି.ପ୍ର.): କୋରାପୁଟ ଜିଲା ଜୟପୁର ସହରର ଖ୍ରୀଷ୍ଟିଆନପେଟାରେ ପିଲାକଳିରୁ ଜଣେ ନାବାଳକଙ୍କ ଉପରେ ରାସାୟନିକ ଦ୍ରବ୍ୟ ପକାଇ ରବିବାର ଜଣେ ମହିଳା ଗିରଫ ହୋଇଛନ୍ତି। ମହିଳାଙ୍କ ସ୍ବାମୀ ଫେରାର୍‌ ଥିବା ଜଣାପଡ଼ିଛି। ପ୍ରକାଶ ଯେ,ଗତ ୪ ତାରିଖରେ ୨ ପରିବାରର ୨ଜଣ…

ପାଣିରେ ଭାସୁଥିଲା ଅଜଣା ମୃତଦେହ

ସୁନାବେଡ଼ା,୮ା୪(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୋଲିସ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ତାଙ୍କ ପରିଚୟ ମିଳିପାରିନାହିଁ। ପୂର୍ବାହ୍ନରେ ଦାମନଯୋଡ଼ି ଇଣ୍ଟେକ ରାସ୍ତାରେ ଥିବା କୋଲାବ ଜଳଭଣ୍ଡାରକୁ ଚଉଗାଁ ଗ୍ରାମର କେତେ ଜଣ ଯୁବକ ଶୌଚ ହେବା ପାଇଁ ଯାଇଥିଲେ।…

ଗୋରୁଙ୍କୁ ବ୍ୟାପୁଛି ଚର୍ମ ବିଣ୍ଡି ରୋଗ

ବୈପାରିଗୁଡା,୮।୪ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଅଞ୍ଚଳରେ ଗୋରୁଙ୍କୁ ଚର୍ମବିଣ୍ଡି ରୋଗ ବ୍ୟାପୁଥିବା ଦେଖିବାକୁ ମିଳୁଛି। ତେବେ ଏପରି କ୍ଷେତ୍ରରେ ଭ୍ୟାକ୍ସିନ ନ ଥିବା କହି ପ୍ରାଣୀ ଚିକିତ୍ସା ବିଭାଗ ହାତ ଟେକି ବସିଛି। ଫଳରେ ଗୋରୁଙ୍କ ଚିକିତ୍ସା ଲାଗି ଚାଷୀ…

କୋଟିଆର ୧୦୦ ଏକର ଜମିରେ ଷ୍ଟ୍ରବେରି ଚାଷ

କୋରାପୁଟ,୬ା୪(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତ ଅଞ୍ଚଳରେ ଏବେ ୨୦ ଏକର ଜମିରେ ଷ୍ଟ୍ରବେରି ଚାଷ କରାଯାଉଛି। ଆଗାମୀ ଦିନରେ ଏହାକୁ ବୃଦ୍ଧି କରାଯାଇ ୧୦୦ ଏକର ଜମିରେ ଷ୍ଟ୍ରବେରି ଚାଷ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ ପିଏ ଆଇଟିଡିଏ…

ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଅଲଗା ହେଲା ମୁଣ୍ଡଗଣ୍ଡି

କୋରାପୁଟ,୫ା୪(ସ୍ବ.ପ୍ର.): କୋରାପୁଟ ଓଏମ୍‌ପି ପେଟ୍ରୋଲ ପମ୍ପ୍‌ ନିକଟରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଆନ୍ଧ୍ରରୁ ଜୟପୁର ଯାଉଥିବା ଏକ ଟ୍ରକ୍‌ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ କୋରାପୁଟ ଜିଲା…

ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ମାମଲା: ୨୦ ଗିରଫ

କୋରାପୁଟ,୪।୪(ସ୍ବ.ପ୍ର): କୋରାପୁଟ ସହରରେ ଥିବା ପରଜା ସାହି ଓ ଇନ୍ଦିରା କୋଲାନୀ ମଧ୍ୟରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ମଙ୍ଗଳବାର କୋରାପୁଟ ଟାଉନ ପୋଲିସ ୨୦ ଜଣଙ୍କୁ ଗିରଫ କରିଛି। ସ୍ଥାନୀୟ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ମନୋଜ…

ଗଞ୍ଜେଇ ଚୋରା ଚାଲାଣ ମାମଲାରେ ୫ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ

କୋରାପୁଟ,୪।୪(ସ୍ବ.ପ୍ର. ): ଗଞ୍ଜେଇ ଚୋରା ଚାଲାଣ ମାମଲାର ବିଚାରକରି ମଙ୍ଗଳବାର କୋରାପୁଟ ଅତିରିକ୍ତ ଜିଲାଜର୍ଜ ୫ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ଏକ ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?