କୋରାପୁଟ

ରେଲଓ୍ବେକୁ ଜାଗା ଦେଇ ହଇରାଣ ହେଉଛନ୍ତି ଲୋକେ

ସୁନାବେଡା, ୪ା୪ (ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡିସ୍ଥିତ ନାଲ୍‌କୋ ଭିଆଇପି ଅତିଥି ଭବନରେ ଅବିଭକ୍ତ କୋରାପୁଟ ଜିଲାର ରେଲୱେ ଜମିହରା ସଂଘ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଧର୍ମେନ୍ଦ୍ରଙ୍କ କୋରାପୁଟ ଜିଲା ଗସ୍ତ ଅବସରରେ ସଂଘ…

୨୦ ଲକ୍ଷ ଖର୍ଚ୍ଚ ହୋଇଛି, କାମରେ ଲାଗୁନି ଦୋକାନ ଗୃହ

ନନ୍ଦପୁର, ୪ା୪ (ଡି.ଏନ.ଏ.): ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଗ୍ରାମାଞ୍ଚଳରେ ଦୋକାନ ଗୃହମାନ ନିର୍ମାଣ କରାଯାଉଛି। ଏଥିରେ ବହୁ ଅର୍ଥ ବ୍ୟୟ ହେଉଛି। ମତ୍ର ଦୋକାନ ଗୃହ ନିର୍ମାଣ ପରେ ଏଗୁଡିକ କାର୍ଯ୍ୟକ୍ଷମ ହେଉ ନ ଥିବା ଦେଖିବାକୁ ମିଳୁଛି।…

୧ନଂ. ପ୍ଲାଟଫର୍ମରେ ରହୁନି ଟ୍ରେନ, ଯାତ୍ରୀ ହଇରାଣ

କୋରାପୁଟ,୩ା୪(ସ୍ବ.ପ୍ର.): କୋରାପୁଟ ରେଲୱେ ଷ୍ଟେସନ ଜିଲାର ଏକ ପ୍ରମୁଖ ରେଳ ଷ୍ଟେସନ। ବିଶେଷ କରି ଏଠାରୁ କୋରାପୁଟ, ମାଲକାନାଗରି, ନବରଙ୍ଗପୁର ଜିଲାର ବହୁ ସଂଖ୍ୟାରେ ଯାତ୍ରୀ ଭୁବେନେଶ୍ୱର, କଲକୋତା, ବିଶାଖାପାଟଣା , ବିଜୟନଗର, କିରୋଣ୍ଡଲ, ଜଗଦଲପୁର, ରାୟଗଡା, ରାଉଲକେଲା, ସମ୍ବଲପୁର ଆଦି…

ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ସମାଲୋଚନା କଲେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗି,୩ା୪(ଡି.ଏନ.ଏ.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋରାପୁଟ ଜିଲା ଗସ୍ତକୁ ସମାଲୋଚନା କରିଛନ୍ତି ଆନ୍ଧ୍ର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା। ଶନିବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଗସ୍ତରେ ଆସି ଓଡ଼ିଶା ଦିବସ ପାଳନ କରିବା ସହ…

ମଜୁରି ମାଗିବାରୁ ମାଡ଼, ବେଙ୍ଗାଲୁରୁରୁ ଚାଲିଚାଲି ଫେରିଲେ ୩ ଶ୍ରମିକ

ପଟ୍ଟାଙ୍ଗି,୩ା୪(ଡି.ଏନ.ଏ.): ନିଜ ଅଞ୍ଚଳରେ କାମ କଲେ ଟଙ୍କା ଠିକ ସମୟରେ ମଜୁରି ମିଳୁନାହିଁ। ବାହାର ରାଜ୍ୟରେ କାମ କଲେ ପରିଶ୍ରମର ଉଚିତ୍‌ ମଜୁରି ମିଳିବ ଏହି ଉଦ୍ଦେଶ୍ୟ ନେଇ ବାହାର ରାଜ୍ୟକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ନିର୍ଯାତନାର ଶିକାର…

ଟାଙ୍ଗିଆରେ ବୃଦ୍ଧଙ୍କୁ ହାଣି ହତ୍ୟା

କୋରାପୁଟ,୨।୪(ସ୍ବ.ପ୍ର.): କୋରାପୁଟ ସହରର ସୁନାରି ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀ ସ୍ବାମୀ-ସ୍ତ୍ରୀଙ୍କ କଳହ ମଧ୍ୟରେ ମଧ୍ୟସ୍ଥ ହୋଇ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ବୃଦ୍ଧ। ଅଭିଯୁକ୍ତଙ୍କ ଟାଙ୍ଗିଆ ଚୋଟରେ ୭୦ ବର୍ଷୀୟ ବୃଦ୍ଧ ରାମ ପ୍ରସାଦଙ୍କ ଘଟଣା ସ୍ଥଳରେ ମୃତ୍ୟୁ…

କୋଟିଆରେ ଧର୍ମେନ୍ଦ୍ର: ଗୋ ବ୍ୟାକ୍‌ ଆନ୍ଧ୍ର

ପଟ୍ଟାଙ୍ଗୀ,୨।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତ କରିଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ ଆନ୍ଧ୍ର ପୋଲିସକୁ ସେ କଡ଼ା ତାଗିଦ କରିଛନ୍ତି। ନୋ ଆନ୍ଧ୍ର ଓନ୍‌ଲି ଓଡ଼ିଶା,…

ସବୁ ପରିବାରକୁ ଆବାସ, ଘରକୁ ଆସିବ ପାଣି

ନନ୍ଦପୁର,୧ା୪(ଡି.ଏନ୍‌.ଏ.): ଖରାଦିନେ ସୀମାନ୍ତ ଅଞ୍ଚଳରେ ଜଳକଷ୍ଟକୁ ଏକ ସୁଯୋଗ ଦେଖି ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ସେଠାରେ ପାଣି ସୁବିଧା କରି ଅନୁପ୍ରବେଶ ଉଦ୍ୟମ ଚଳାଇଥିଲା। କୋରାପୁଟ ଜିଲା ନନ୍ଦପୁର ବ୍ଲକର ରାଇପାହାଡ଼ ଓ ପାନ୍ଥଲୁଙ୍ଗ ପଞ୍ଚାୟତରେ ଆନ୍ଧ୍ର ବିଭିନ୍ନ ସଂସ୍ଥା ଜରିଆରେ…

ସୀମାନ୍ତ ଗ୍ରାମରୁ ଡୁବିଲାଣି ଓଡ଼ିଆ ଭାଷା

ପଟ୍ଟାଙ୍ଗି,୪।୧(ଡି.ଏନ.ଏ.): ଓଡ଼ିଆ ଭାଷାକୁ ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ସବୁ କ୍ଷେତ୍ରରେ ପାଳନ କରିବାକୁ କଡାକଡି ନିୟମ ରହିଛି। ସରକାର ମଧ୍ୟ ବିଭିନ୍ନ ସମୟରେ ନିର୍ଦ୍ଦେଶନାମା ଜାରି କରୁଛନ୍ତି। ମାତ୍ର ଜିଲା ଓ ବ୍ଲକ ପ୍ରଶାସନର ଇଚ୍ଛାଶକ୍ତି ଅଭାବରୁ ସୀମାନ୍ତ ଗ୍ରାମ…

ଚଳନ୍ତା ଟ୍ରେନରୁ ଯାତ୍ରୀଙ୍କୁ ଠେଲିଦେଲେ

କୋରାପୁଟ,୩୧।୩(ସ୍ବ.ପ୍ର.): କିରଣ୍ଡଳରୁ ବିଶାଖାପାଟଣା ଯାଉଥିବା ପାସେଞ୍ଜର ଟ୍ରେନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଯାତ୍ରୀ ଚଳନ୍ତା ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଇଥିବା ଅଭିଯୋଗ ହୋଇଛି। ଫଳରେ ଟ୍ରେନ୍‌ ଚକ ତଳେ ପଡ଼ି ଯୁବକଙ୍କ ଗୋଡ଼ କଟିଯାଇଛି। ସେ…

ଦେଶୀ ବନ୍ଧୁକରୁ ଗୁଳି ଫୁଟି ମହିଳା ମୃତ

ପଟ୍ଟାଙ୍ଗି, ୨୯।୩(ଡି.ଏନ୍‌.ଏ.): ଘରେ ରଖିଥିବା ଦେଶୀ ବନ୍ଧୁକ କାଢ଼ିବାବେଳେ ଅସାବଧାନତା ହେତୁ ଗୁଳି ଫୁଟି ପାଖରେ ଥିବା ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ସେ ହେଲେ କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ନୂଆଁଗା ପଞ୍ଚାୟତ ସଦର ଗ୍ରାମର ଜାନି ମାଙ୍ଗୁଡୁଙ୍କ…

ବାହାରିଲା ରାମନବମୀ ଶୋଭାଯାତ୍ରା: ୨୦ ହଜାର ଭକ୍ତ ସାମିଲ

କୋରାପୁଟ,୩୦।୩(ସ୍ବ.ପ୍ର.): କୋରାପୁଟ ସହରରେ ଗୁରୁବାର ଶ୍ରୀରାମ ନବମୀ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତ ଏକାଠି ହୋଇ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରୁଛନ୍ତି। ପୂର୍ବାହ୍ନ ୧୧ଟାରୁ କୋରାପୁଟ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?