କୋରାପୁଟ

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୧୫ା୯(ସ୍ବ.ପ୍ର.): ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଅବକାରୀ ବିଭାଗ  ଆଇଆରବି ନିକଟରୁ ୩ କ୍ୱିଣ୍ଟାଲ ୨ କେଜି ଗଞ୍ଜେଇ ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି। ସୂଚନାନୁଯାୟୀ କୋରାପୁଟ ସେମିଳିଗୁଡ଼ାରୁ ଏକ…

ଟନେଲ କାର୍ଯ୍ୟ ଚାଲିଥିବା ବେଳେ ଧସିଲା ମାଟି ଅତଡ଼ା: ୨ ଶ୍ରମିକଙ୍କ ଜୀବନ ଗଲା

କୋରାପୁଟ,୧୪ା୯(ସ୍ବ.ପ୍ର.): କୋରାପୁଟ- ରାୟଗଡ଼ା ରେଳପଥର ଦୋହରୀକରଣ ନେଇ ଟନେଲ କାର୍ଯ୍ୟ ଚାଲିଥିବାବେଳେ ମାଟି ଅତଡ଼ା ଧସି ଦୁଇ ଶ୍ରମିକଙ୍କ ଜୀବନ ଯାଇଛି। ଏହି ଘଟଣା ବୁଧବାର ଅପରାହ୍ନରେ ଘଟିଥିବାବେଳେ ମୃତକ ହେଲେ ଲକ୍ଷ୍ମୀପୁର ବ୍ଲକର ବୁଜ୍ରା ଗ୍ରାମର ରବି ପ୍ରେପେକା ଓ…

ପାଠ ପଢ଼ାରେ ଅନ୍ଧାରୀ ନଦୀ ବାଧକ

ଦେଶମନ୍ତପୁର, ୧୩ା୯( ଡି.ଏନ୍‌. ଏ.):କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକରେ ଏବେ ମଧ୍ୟ ଏପରି ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠି ଅର୍ଥ ବିନିଯୋଗ ହେଉଥିଲେ ମଧ୍ୟ ଏହାର ସୁଫଳ ଲୋକେ ପାଉନାହାନ୍ତି। ଏପରି କି ଅନେକ ଗ୍ରାମକୁ ରାସ୍ତାଟିଏ ନାହିଁ। ଯାତାୟାତରେ ଏବଂ…

ମାଟି ଧସି ରାସ୍ତା ଅବରୋଧ

ଦଶମନ୍ତପୁର,୧୩ା୯ (ଡି.ଏନ. ଏ.):ଦଶମନ୍ତପୁର ବ୍ଲକ କାର୍ଯ୍ୟାଳୟ ଛକଠାରୁ ମୁର୍କାର ପଞ୍ଚାୟତକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଅଧିକଂଶ ସମୟ ମାଟି ଧସି ରାସ୍ତା ଅବରୋଧ ହେଉଛି। ଫଳରେ ଯାନ ବାହାନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବ୍ଲକ କାର୍ଯ୍ୟାଳୟଠାରୁ…

ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ ଘଟଣା: ୨ ସସ୍‌ପେଣ୍ଡ

କୋରାପୁଟ,୧୨।୯(ସ୍ବ.ପ୍ର.): ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ ଘଟଣାରେ ୨ ଜଣଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ ସେକ୍ସନ ଇଞ୍ଜିନିୟର ଏବଂ ଗ୍ୟାଙ୍ଗ୍‌ମ୍ୟାନ୍‌। ଏ ନେଇ ଡିଆରଏମ୍‌ ଅନୁପ ଶତପଥୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜିଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ବିଶାଖାପାଟଣାରୁ…

ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ: ସମସ୍ତ ଯାତ୍ରୀ ସୁରକ୍ଷିତ

କୋରାପୁଟ,୧୨।୯(ସ୍ବ.ପ୍ର.): କୋରାପୁଟ ଜିଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ବିଶାଖାପାଟଣାରୁ ଛତିଶଗଡର କିରୋଣ୍ଡଲ ଯାଉଥିବା ପାସେଞ୍ଜର ଟ୍ରେନ୍‌ର ୪ଟି ବଗି ସୋମବାର ଅପରାହ୍ନରେ ଲାଇନ୍‌ଚ୍ୟୁତ ହୋଇଛି। ସେଥିରୁ ଗୋଟିଏ ସ୍ଲିପର କ୍ଲାସ ବଗି ହୋଇଥିବା ବେଳେ ଆଉ ୩ଟି ଜେନେରାଲ ବଗି।…

କୋରାପୁଟରେ ପ୍ରବଳ ବର୍ଷା: ୨୬ ନଂ ଜାତୀୟ ରାଜପଥରେ ୨ ଫୁଟର ପାଣି

କୋରାପୁଟ,୧୧ା୯(ସ୍ବ.ପ୍ର.): ଲଘୁଚାପ ଯୋଗୁ କୋରାପୁଟରେ ରବିବାର ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳୁ ବର୍ଷା ଜାରି ରହିଥିବାବେଳେ ସହରର ବିଭିନ୍ନ ସ୍ଥାନରେ ଜଳପୂର୍ଣ୍ଣ ହୋଇଥିବା ଦେଖାଯାଇଛି। ବିଶେଷକରି ଏହି ବର୍ଷା ଯୋଗୁ…

୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୪ ଗିରଫ

କୋରାପୁଟ,୧୧ା୯(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ଆନ୍ଧ୍ର ସୀମାବର୍ତ୍ତୀ ଜଲାପୁଟ ଅଞ୍ଚଳରୁ ୨ଟି ବୋଲେରୋରେ ଆନ୍ଧ୍ରରୁ ହାଇଦ୍ରାବାଦକୁ ଚୋରା ଚାଲାଣବେଳେ ୨୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ମାଛକୁଣ୍ଡ ପୋଲିସ। ଏଥିସହ ଏହି ମାମଲାରେ ଜଡ଼ିତ ୪ଅଭିଯୁକ୍ତଙ୍କୁ ରବିବାର ଭୋର୍‌ରୁ ମାଛକୁଣ୍ଡ…

କୋରାପୁଟରେ ରାଜ୍ୟପାଳ ଗଣେଶୀ ଲାଲ୍‌

କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ ସ୍ବତନ୍ତ୍ର ବଗିରେ ଆସି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ କୋରାପୁଟ ଜିଲାପାଳ ଅବଦାଲ ଏମ୍‌.…

ସମୀକ୍ଷା କଲେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ

ପଟ୍ଟାଙ୍ଗୀ,୭।୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ପଡୋଶୀ ଆନ୍ଧ୍ର ସୀମା କୁ ଲାଗି ରହିଥିବା କୋଟିଆ ପଞ୍ଚାୟତକୁ ମଙ୍ଗଳବାର ଉପଜିଲ୍ଲାପାଳ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଅଚାନକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପଜିଲାପାଳ ରୂପେ…

ବସୁଧା ଯୋଜନା ଫେଲ୍‌

ଦଶମନ୍ତପୁର,୫ା୯ ( ଡି.ଏନ. ଏ.):ସରକାର ଦୁର୍ଗମ ଅଞ୍ଚଳରେ ରହୁଥିବା ଗ୍ରାମବାସୀଙ୍କ ପାନୀୟ ଜଳ ସମସ୍ୟା ଦୂର କରିବାକୁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ ଗ୍ରାମବାସୀଙ୍କ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟ ଥିଲା। ମାତ୍ର…

ସ୍ତ୍ରୀଙ୍କୁ ମାରି ପାଇଖାନା ଟାଙ୍କିରେ ପକାଇଥିଲେ ସ୍ବାମୀ: ୪ ମାସ ପରେ ମିଳିଲା ମୃତଦେହ

କୋରାପୁଟ,୪।୯(ସ୍ବ.ପ୍ର.)ଷ କୋରାପୁଟ ଜିଲାର କାକିରିଗୁମ୍ମା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୪ ମାସ ତଳୁ ନିଖୋଜ ଥିବା ମହିଳାଙ୍କ ମୃତଦେହ ଏକ ପାଇଖାନା ଟାଙ୍କିରୁ ଉଦ୍ଧାର ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର ଅଭିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri