ବାଇକ୍ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ: ୨ ଗିରଫ, ୬ ଗାଡି ଜବତ
କୋରାପୁଟ,୧୬।୫(ସ୍ବପ୍ର ): କୋରାପୁଟ ସହରରୁ ୨ ଜଣିଆ ଆନ୍ତଃଜିଲା ଚୋରି ବାଇକ୍ ରାକେଟ୍ର ପର୍ଦ୍ଦାଫାଶ କରିଛି କୋରାପୁଟ ପୋଲିସ। ଅଭିଯୁକ୍ତଙ୍କୁ ବାନ୍ଧି କୋର୍ଟ ଚାଲାଣ କରିଛି କୋରାପୁଟ ଟାଉନ ପୋଲିସ। ସହରର ଜନଗହଳି ପୂର୍ଣ୍ଣ ଅଞ୍ଚଳରୁ ବାଇକ୍ ଚୋରି କରୁଥିବା ୨…
ବାପା ଟାଙ୍ଗିଆ ଚୋଟରେ ପୁଅ ଜୀବନଗଲା
କୋରାପୁଟ,୧୬।୫(ସ୍ବ.ପ୍ର.): କୋରାପୁଟ ବ୍ଲକର ଦାମନଯୋଡି ଥାନା ଅନ୍ତର୍ଗତ ଆମ୍ବଗାଁରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି। ନିଶାସକ୍ତ ଅବସ୍ଥାରେ ବାପା ପୁଅକୁ ଟାଙ୍ଗିଆରେ ହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣାନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମଙ୍ଗଳବାର ସକାଳେ ଦାମନଯୋଡି ପୋଲିସ ଏହି…
ବାହାର ଚକାଚକ୍, ଭିତର ଶ୍ରେଣୀଗୃହ ନେଇ କାହାର ଚିନ୍ତା ନାହିଁ
ନନ୍ଦପୁର,୧୪।୫( ଡି.ଏନ୍.ଏ.): ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତରେ ରହିଛି ନେତାଜୀ ଉଚ୍ଚ ବିଦ୍ୟାଳୟ। କୋରାପୁଟ ଜିଲାର ଏକ ଆଦର୍ଶ ବିଦ୍ୟାଳୟ ରୂପେ ଏହାର ପରିଚିତି ରହିଛି। ୫-ଟିରେ ରୂପାନ୍ତରିତ ହୋଇଥିବା ଏହି ବିଦ୍ୟାଳୟ ପ୍ରବେଶ ପଥ ବେଶ୍ ଆଖିଦୃଶିଆ ହୋଇଥିବା ବେଳେ…
ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚାର ଦାବିପତ୍ର
କୋରାପୁଟ, ୧୩।୫(ସ୍ବ.ପ୍ର.): ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା କୋରାପୁଟ ଶାଖା ପକ୍ଷରୁ ଶୁକ୍ରବାର ଏକ ଦାବିପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର ମାଝି ଦାବିପତ୍ର ଗ୍ରହଣ କରିଛନ୍ତି। ବର୍ତ୍ତମାନ ରାଜ୍ୟ ସରକାର ଯେଉଁ ଏସଇବିସିଙ୍କ ସ୍ଥିତି ସମ୍ପର୍କରେ ସର୍ଭେ…
କାଗଜକଳ ଅବସରପ୍ରାପ୍ତ ଶ୍ରମିକଙ୍କୁ ମିଳୁନି ହକ୍
ଜୟପୁର, ୧୩।୫(ନି.ପ୍ର.): କାଗଜକଳ ଅବସରପ୍ରାପ୍ତ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କ ପ୍ରୋଭିଡେଣ୍ଟ ଫଣ୍ଡରେ ଲକ୍ଷ ଲକ୍ଷ ଟଙ୍କା ଅଛି, ଲକ୍ଷ ଲକ୍ଷ ଟଙ୍କା ଗ୍ରାଚ୍ୟୁଇଟି ପାଇବେ। କିନ୍ତୁ ତାହା ମିଳୁ ନ ଥିବାରୁ ଜୀବନର ଶେଷ…
ମାଲକାନଗିରିରେ ହଁ, କୋରାପୁଟରେ ନା
କଳ୍ପତରୁ ମହାନ୍ତି ବୈପାରିଗୁଡ଼ା, ୧୩ା୫: ଦୀର୍ଘବର୍ଷର ଦାବି ସତ୍ତ୍ୱେ କୋରାପୁଟ ଜିଲାରେ ବସବାସ କରୁଥିବା ‘ଦୁରୁଆ’ଙ୍କୁ ମିଳୁନାହିଁ ଆଦିବାସୀ ମାନ୍ୟତା। ପଡ଼ୋଶୀ ମାଲକାନଗିରି ଜିଲାରେ ସମାନ ବର୍ଗର ଲୋକଙ୍କୁ ଜନଜାତି ପ୍ରମାଣପତ୍ର ପ୍ରଦାନ କରାଯାଉଥିବାବେଳେ ପ୍ରଶାସନିକ ଅବହେଳାରୁ କୋରାପୁଟରେ ଦୁରୁଆ ସମ୍ପ୍ରଦାୟ…
ଗ୍ରାମବାସୀଙ୍କ ଦାବି ମୁତାବକ କାର୍ଯ୍ୟ ଆରମ୍ଭ କଲା ପ୍ରଶାସନ
ଦଶମନ୍ତପୁର,୧୨ା୫( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଅଧୀନ ଖଣି ପ୍ରଭାବିତ ଅଞ୍ଚଳର କଡିଙ୍ଗାମାଳି ପାହାଡ଼ ପାଦଦେଶରେ ଥିବା ମାଳିଚେମା ଗ୍ରାମର ବିକାଶ ନେଇ ବହୁ ଦାବି କରିବା ପରେ ଏବେ ପ୍ରଶାସନ ଗ୍ରାମର ବିକାଶ ଲାଗି…
ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ
କୋରାପୁଟ,୯।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋରାପୁଟ ଜିଲା ପ୍ରତି ଚରମ ଅବହେଳାକୁ ବିରୋଧ କରି ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ୧୨ ଘଣ୍ଟିଆ କୋରାପୁଟ ଜିଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସା ୬ଯାଏ ଚକ ଅଖ…
ଓଡ଼ିଆ ଭାଷାରେ ନାମଫଳକ ନ ଥିବାରୁ ନୋଟିସ
ଜୟପୁର,୮ା୫ (ନି.ପ୍ର.): ଜୟପୁର ଶ୍ରମ ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାଲିକମାନଙ୍କୁ ପୂର୍ବରୁ ଓଡିଆ ଭାଷାରେ ପ୍ରତିଷ୍ଠାନର ନାମ ଲେଖିବାକୁ କୁହାଯାଇଥିଲା। ଏବେ ପ୍ରଶାସନ ପକ୍ଷରୁ ତଦାରଖ ଆରମ୍ଭ ହୋଇଛି। ଯେଉଁମାନେ ନିଜ ପ୍ରତିଷ୍ଠାନର ନାମ ଓଡ଼ିଆରେ…
ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀଙ୍କ ପଟାଙ୍ଗି ଗସ୍ତ ସମୟରେ ଗଣମାଧ୍ୟମକୁ ଅଣଦେଖା
ପଟାଙ୍ଗି,୭ା୫(ଡି.ଏନ୍.ଏ.): ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଆନ୍ଧ୍ର ସୀମାନ୍ତ ବ୍ଲକକୁ ଗସ୍ତ କରି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମଧ୍ୟ ଏଠାରେ ଗଣମାଧ୍ୟମକୁ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ସୂଚନା ପ୍ରଦାନ କରା ନ ଯିବା ନେଇ ଅସନ୍ତୋଷ ପ୍ରକାଶ…
କନିଷ୍ଠ ଯନ୍ତ୍ରୀ ଲାଞ୍ଚନେଉଥିବା ଭିଡିଓ ଭାଇରାଲ
ବୈପାରୀଗୁଡା,୬।୫(ଡି.ଏନ୍.ଏ.): ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀଙ୍କ ଭିଡିଓ ଭାଇରାଲ । ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ମାଠପୋଡା ପଞ୍ଚାୟତରେ। ଉକ୍ତ ପଞ୍ଚାୟତରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀ କାମର ବିଲ କରାଇବା ପାଇଁ ଲାଞ୍ଚ ନେଉଥିବା…
କାଗଜପତ୍ରରେ ରୋଗୀ ସେବା
ସୁନାବେଡ଼ା, ୬।୫ (ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ କାଗଜପତ୍ରରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର। ୨୦୧୫-୧୬ରେ ୧୭ଲକ୍ଷ ୬୪ହଜାର ଟଙ୍କା ଖର୍ଚ୍ଚ କରି ଏଇଏଫ୍ ମାର୍କେଟ-ହାଉସିଂ ରାସ୍ତା ପାର୍ଶ୍ୱରେ ପୌର ପରିଷଦ ଏକ ମିନି କଲ୍ୟାଣ ମଣ୍ଡପ ନିର୍ମାଣ କରିଥିଲା।…

