ନାବାଳିକା ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ
ଜୟପୁର,୧୧ା୫ (ନି.ପ୍ର.):ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ଜୟପୁର ଫାଷ୍ଟଟ୍ରାକ୍ ସ୍ପେଶିଆଲ କୋର୍ଟରେ ଶୁଣାଣି କରାଯାଇଛି। ଆଡହକ ଅତିରିକ୍ତ ଜିଲା ଓ ଦୌରାଜଜ୍ ପ୍ରଦୀପ କୁମାର ସସାମଲ ନାରାୟଣପାଟଣା ଥାନା ଅଧୀନ ବୋରିଗି ଗ୍ରାମର ଅଭିଯୁକ୍ତ ଗୋବିନ୍ଦ ତାଡ଼ିଙ୍ଗି (୨୩)ଙ୍କୁ…
ବାଲି, ମାଟିରେ ପୋତି ହୋଇଯାଉଛି କୋଲାବ ଜଳଭଣ୍ଡାର
କୋରାପୁଟ,୮।୫(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ବର୍ଷ ହେବ ବୃଷ୍ଟିପାତରେ ଅନିୟମିତତା ଯୋଗୁ ଜିଲାର ମୁଖ୍ୟ ଜଳଭଣ୍ଡାର କୋଲାବରେ ଜଳସ୍ତର ହ୍ରାସ ପାଉଛି ା ବାଲି, ମାଟିରେ ପୋତି ହୋଇଯାଉଛି। କୋଲାବ ଜଳଭଣ୍ଡାର ଫଳରେ ଜିଲା ପାଇଁ ପାନୀୟ ଜଳ ସମସ୍ୟା ଦେଖାଯାଉଛି।…
ମେ ୯ରୁ ଚାଲିବ ସ୍ବତନ୍ତ୍ର ଟ୍ରେନ୍: ସୌନ୍ଦର୍ଯ୍ୟ ଉପଭୋଗ କରିବେ ପର୍ଯ୍ୟଟକ
କୋରାପୁଟ,୭ା୫(ସ୍ବ.ପ୍ର.): କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍ରେ ସଂଯୋଗ ହେବ ଆଇସିଏଫ୍ ଭିଷ୍ଟାଡମ୍(ଶୀତତାପ ନିୟନ୍ତ୍ରିତ)କୋଚ୍। ମେ ୯ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ସ୍ବତନ୍ତ୍ର କୋଚ୍ ସୁବିଧା ସହ ଏହି ଟ୍ରେନ୍ ବିଶାଖାପାଟଣାରୁ କୋରାପୁଟ ଚଳାଚଳ କରିବ। ସେହିପରି ମେ ୧୦ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ…
ଜବରଦଖଲ ଉଚ୍ଛେଦ ନେଇ ତାତିଲେ ଗ୍ରାମବାସୀ
କୋରାପୁଟ,୬ା୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ବ୍ରାହ୍ମଣୀପୁଟ ଗ୍ରାମାଞ୍ଚଳରେ ବେଆଇନ ଭାବେ କେତେକ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ଦୋକାନ ଓ ଗୃହ ନିର୍ମାଣ କରି ଅସାମାଜିକ କାର୍ଯ୍ୟ ଚଳାଇଛନ୍ତି। ଏହାକୁ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ…
କେନାଲକୁ ୨୦ ପର୍ଯ୍ୟନ୍ତ ଜଳ ଯୋଗାଣ
ଜୟପୁର, ୫।୫ (ନି.ପ୍ର. ): ଅପର କୋଲାବ ପ୍ରକଳ୍ପ ପାଣି ପଞ୍ଚାୟତର ସର୍ବୋଚ୍ଚ କମିଟିର ଏକ ବୈଠକ ବୁଧବାର ବୋରିଗୁମ୍ମା କାର୍ଯ୍ୟାଳୟ ପରିସରରେଅନୁଷ୍ଠିତ ହୋଇଛି। ମୁଖ୍ୟଯନ୍ତ୍ରୀ ଶତ୍ରୁଘନ ମହାରଣା ସଭାପତିତ୍ୱ କରିଥିଲେ। ଚଳିତ ରବି ଋତୁରେ କେନାଲରେ ଜଳ ଚଳିତ ମାସ ୧୦…
କୁମାରଗନ୍ଧଣା ଚୂନମାଟି ଖନନକୁ ଗ୍ରାମବାସୀଙ୍କ ବିରୋଧ: ଥାନା ଅଧିକାରୀଙ୍କୁ ପକାଇଦେଲେ ଖାଲରେ
କୋରାପୁଟ/ଲମତାପୁଟ,୨ା୫(ସ୍ବ.ପ୍ର/ଡି.ଏନ.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକର କୁମାରଗନ୍ଧଣାସ୍ଥିତ ଏକ ଚୂନମାଟି ଖଣି ଖନନକୁ ବିରୋଧ କରି ସୋମବାର ଗ୍ରାମବାସୀ ପୋଲିସ ଉପରକୁ ଆକ୍ରମଣ କରିଛନ୍ତି। ନନ୍ଦପୁର ଥାନା ଅଧିକାରୀଙ୍କୁ ଏକ ଖାଲରେ ପକାଇ ଦେଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା…
୨ ବାଘ ଛୁଆ ଉଦ୍ଧାର
କୋରାପୁଟ,୩୦।୪(ସ୍ବ.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଗୁମୁଡା ପଞ୍ଚାୟତ କେନ୍ଦୁଗୁଡା ଗ୍ରାମର ଏକ ବିଲରୁ ୨ଟି ବାଘ ଛୁଆ ଉଦ୍ଧାର ହୋଇଛି। ସୂଚନା ଥାଉକି କିଛି ମହିଳା କେନ୍ଦୁପତ୍ର ସଂଗ୍ରହ କରିବାକୁ ଯାଇ ଏକ ଗାତରେ ଦୁଇଟି ବାଘ ଛୁଆକୁ ଦେଖି…
ମାଟ୍ରିକ ପରୀକ୍ଷା ଦେଲେ ମା’-ପୁଅ
ଜୟପୁର,୨୯ା୪ (ନି.ପ୍ର.)- ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ଗୋଟିଏ ବିଦ୍ୟାଳୟରେ ପରୀକ୍ଷା ଦେଲେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ଜୟପୁରରେ ମା’ ଓ ପୁଅ ମାଟ୍ରିକ ପରୀକ୍ଷା ଦେବା ପରି ଖବର ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ମା’…
ଚଢ଼ାଉ କରିବାକୁ ଯାଇଥିବା କର୍ମଚାରୀଙ୍କୁ ୮ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
କୋରାପୁଟ,୨୮ା୪(ସ୍ବ.ପ୍ର.): ବିପୁଳ ପରିମାଣରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଗୁରୁବାର କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଡଙ୍ଗବିର ଗ୍ରାମରେ ଚଢ଼ାଉ କରିବାକୁ ଯାଇ ଅବକାରୀ ବିଭାଗ କର୍ମଚାରୀଙ୍କୁ ୮ଘଣ୍ଟା ଧରି ଅଟକ ରଖିଥିବା ଜଣାପଡ଼ିଛି। ଡଙ୍ଗବିର ଗ୍ରାମରୁ…
ବିଏସ୍ଏଫ୍ ପକ୍ଷରୁ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ, ଡଗ୍ ଶୋ
ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍ଏଫ୍ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ସହ ଡଗ୍ ଶୋ। ଆଜାଦୀ କା ଅମୃତ ମହୋତ୍ସବ ଅବସରରେ…
୨୧ ଗିରଫ, ୭ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର
ଦାମନଯୋଡି,୨୫।୪(ଡିଏନ ଏ): ନାଲକୋ ବିସ୍ଥାପିତ କଲୋନୀ ଝଡିଗୁଡ଼ା ସାହିରେ ଗୁରୁବାର ଘଟିଥିବା ଡବଲ ମର୍ଡର ଘଟଣାରେ ୨ଦିନ ଧରି ଅଟକ ଥିବା ୨୮ ଜଣଙ୍କ ମଧ୍ୟରୁ ରବିବାର ପୋଲିସ ୨୧ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୭…
ନିର୍ମାଣକୁ ବିତିଲାଣି ୪ ବର୍ଷ, ଖୋଲୁନି କଲ୍ୟାଣ ମଣ୍ଡପରୁ ତାଲା
ସୁନାବେଡା,୨୫।୪(ସ୍ବ.ପ୍ର.): ସାଧାରଣ ଲୋକଙ୍କ ସୁବିଧା ପାଇଁ ହାଲ ପ୍ରଶାସନ ବହୁ ଅର୍ଥ ଖର୍ଚ୍ଚ କରୁଛି। ମାତ୍ର ଲୋକେ ସେଥିରୁ ବିଶେଷ ଉପକୃତ ହେଉନାହାନ୍ତି। ଲୋକଙ୍କ ପାଇଁ ହାଲ ନିର୍ମାଣ କରିଥିବା ଏକ କଲ୍ୟାଣମଣ୍ଡପ ଲୋକଙ୍କ କାର୍ଯ୍ୟରେ ଲାଗି ନ ପାରି ଏବେ…
Archives


