ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ
କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ ସହରର ସଂଗୀତା ମୁଦୁଲି ଦୀର୍ଘ ୧୨ ବର୍ଷ ଧରି ସ୍ଥାନୀୟ ମାନସ ବିଦ୍ୟାଳୟରେ…
ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର
ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର ଦୁଇପାର୍ଶ୍ୱରେ ଥିବା ଡ୍ରେନରେ ଅଳିଆ ଆବର୍ଜନା ସାଙ୍ଗକୁ ମଇଳା ପାଣିର ଜମାଟ ବାନ୍ଧିଛି…
କାଳବୈଶାଖୀ ବର୍ଷା ପାଣି ଯୋଗୁ ଧସିଲା ପୋଲର ସୁରକ୍ଷା ପାଚେରୀ, ଭୟରେ ପଞ୍ଚାୟତବାସୀ
ନନ୍ଦପୁର ୨୫।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ଖେମୁଣ୍ଡୁଗୁଡା ପଞ୍ଚାୟତକୁ ସଂଯୋଗୀ ଆରଡି ରାସ୍ତାରେ ଥିବା ଏକ ପୋଲର ସୁରକ୍ଷା ପାଚେରୀ ଧସି ଯାଇଥିବା ଦେଖିବାକୁ ମିଳିଛି। ସୁନାବେଡା ଆରଡି ବିଭାଗ…
ମାଟ୍ରିକରେ ଫେଲ୍ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…
ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା ହୋଇ ମୃତ । ସୂଚନା ଅନୁଯାଇ ସେଟରାଇ ଗ୍ରାମର ରାଜୁ ମାରିଙ୍କ ସାନ…
ରାସ୍ତାରେ ଅଚେତ୍ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍ ଚାଳକ, କଣ୍ଡକ୍ଟର କଲେ ଏମିତି କାମ
ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରି ବସ୍ରେ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସାରେ ସହାୟତା କରିଛନ୍ତି।…
କୋରାପୁଟରେ ମିଳିତ ଜନଶୁଣାଣି ଶିବିର : ସମୁଦାୟ ୪୬ ଅଭିଯୋଗର ଶୁଣାଣି
କୋରାପୁଟ, ୨୫।୫(ଅମିତାଭ ବେହେରା): କୋରାପୁଟସ୍ଥିତ ସଦଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ସମୁଦାୟ ୪୬ଟି ବିଭିନ୍ନ ଅଭିଯୋଗର ଶୁଣାଣି ହୋଇଛି। ଜିଲାପାଳ ମନୋଜ ସତ୍ୟବାନ ମହାଜନ ଓ ଜିଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା…
ପୋଲିସକୁ ଦେଖି ଖସି ଯାଉଥିଲା କାର୍, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…
ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି ଜବତ କରିବା ସହ ତିନିଜଣଙ୍କୁ ଅଟକ ରଖିଛି ପୋଲିସ। ସୂଚନା ମୁତାବକ, ରବିବାର…
ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ
ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ କ୍ଷେତ୍ର ସମେତ ପ୍ରକଳ୍ପ ପାରିପାର୍ଶ୍ୱିକ ଅଞ୍ଚଳର ଅଧିକାଂଶ ଗଁା ଅନ୍ଧାରରେ ରହିଛି। ଅନକାଡ଼େଲି,…
ମାଛକୁଣ୍ଡ ଜଳବିଦ୍ୟୁତ୍ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…
ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ଉପକରଣ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ହାଇ ଭୋଲଟେଜ୍ ଯୋଗୁ ପ୍ଲାଣ୍ଟରେ ଥିବା…
ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ
ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍ପୋଷ୍ଟ ଲଗାଯାଇଥିବା ସହ ପୋଲିସ ମୁତୟନ ଦୃଶ୍ୟ ବର୍ତ୍ତମାନ ଦୁଇ ରାଜ୍ୟ ମଧ୍ୟରେ ବିବାଦ…
ଆନ୍ତଃ ଜିଲା ପେନ୍ସନ ଅଦାଲତ ଉଦ୍ଘାଟିତ ୬୯୨ ପେନ୍ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି
କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍ସନ ଅଦାଲତ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା ସମସ୍ୟାର ତ୍ୱରିତ ସମାଧାନ ଉଦ୍ଦେଶ୍ୟରେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲାର ଅବସରପ୍ରାପ୍ତ…
୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ
ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ଅପରାହ୍ନରେ ମାଛ ଧରିବାକୁ ଆସିଥିବା ଆନ୍ଧ୍ର ଅଞ୍ଚଳର ବ୍ୟକ୍ତି…

