ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ
ଜୟପୁର,୨୨ା୮ (ନି.ପ୍ର.): ପାରମ୍ପରିକ ଜୈବିକ ଚାଷର ପ୍ରଚାରପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା କୋରାପୁଟ ଜିଲାର ପଦ୍ମଶ୍ରୀ କମଳା ପୂଜାରୀ ରବିବାର ଅସୁସ୍ଥ ହୋଇପଡ଼ିଛନ୍ତି। କମଳା ଜ୍ୱର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଜୟପୁର ସ୍ଥିତ…
ପୁଣି ବ୍ୟାପିଲାଣି ଝାଡ଼ାବାନ୍ତି
କୋରାପୁଟ/ତେନ୍ତୁଳିଖୁଣ୍ଟି,୨୧।୮(ସ୍ବ.ପ୍ର./ଡି.ଏନ୍.ଏ.): କଛିଦିନରେ ବ୍ୟବଧାନରେ ପୁଣି ଦେଖାଦେଲାଣି ଝାଡ଼ାବାନ୍ତି ଆତଙ୍କ। ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ନବରଙ୍ଗପୁର ଜିଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କୋରାପୁଟ ସଦର ବ୍ଲକରେ ୧୬ଜଣ ଓ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟିରେ ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାର…
ବର୍ଷାଦିନେ ବି ପିଇବାକୁ ପଡ଼ୁଛି ଚୁଆପାଣି
ଦଶମନ୍ତପୁର, ୨୧।୮(ଡି.ଏନ୍.ଏ.): ଚଳିତବର୍ଷ ଦେଶ ସ୍ବାଧୀନତାର ୭୫ବର୍ଷ ପୂରଣ ହୋଇଛି। ତଥାପି ମଧ୍ୟ ଏପରି ଅନେକ ଗାଁ ଅଛି, ଯେଉଁଠି ମୌଳିକ ସୁବିଧା ଲୋକଙ୍କୁ ଠିକ୍ଭାବେ ମିଳୁନି। ଏପରି ଏକ ଗାଁ ହେଉଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗ ପଞ୍ଚାୟତ…
ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ
କୋରାପୁଟ,୨୦।୮(ସ୍ବ.ପ୍ର.): ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ସହର ଉପକଣ୍ଠ ଗାନ୍ଧୀନଗର ସ୍ଥିତ ନୂଆସାହିରେ। ସାହିର ସୁମନ୍ତ କୁମାର ଭାତ୍ରାଙ୍କ ବଡ ପୁଅ ପ୍ରୀୟାସୁ ସ୍ଥାନୀୟ ମାନସ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରେ…
୫ ବର୍ଷ ହେଲା ସରୁନି ଭିତରଗଡ଼ ପୋଲ
ଲକ୍ଷ୍ମୀପୁର,୨୦।୮(ସ୍ବ.ପ୍ର.): ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା କାର୍ଯ୍ୟକାରୀ କରି ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ସେଥିରୁ ଜନସାଧାରଣ ଉପକୃତ ହୋଇପାରୁନାହାନ୍ତି। କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ କାକିରିଗୁମା-ଦାମନଯୋଡିକୁ ସଂଯୋଗ କରୁଥିବା ଭିତରଗଡ ପୋଲ ଦୀର୍ଘଦିନ ହେଲା ନିର୍ମାଣାଧୀନ ଅବସ୍ଥାରେ…
ପାଠପଢ଼ା ପାଇଁ ଜୀବନ ବାଜି
ଦଶମନ୍ତପୁର,୨୦।୮(ଡି.ଏନ୍.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ ପାରହୋଇ…
ଚାଷୀଙ୍କ ଜମି ନଷ୍ଟ, ପ୍ରଶାସନର ନିଘା ନାହିଁ
ଦଶମନ୍ତପୁର, ୨୦।୮ ( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର ଏ.ଚଣ୍ଡାଲଗୁଡ଼ା ଗ୍ରାମରେ ପ୍ରଶାସନର ଅବହେଳାରୁ ଚାଷୀଙ୍କ ୭୦ ଏକର ଚାଷଜମି ନଷ୍ଟ ହେଉଥିବା ଅଭିଯୋଗ ହେଉଛି। ଆଡ଼ିବନ୍ଧ ଏବଂ ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ…
ପାଠପଢ଼ା ପାଇଁ ଜୀବନ ବାଜି
ଦଶମନ୍ତପୁର, ୨୦ା୮(ଡି.ଏନ୍.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ…
ମାଟି ଅତଡା ଖସି ଚାଲିଗଲା ୨ ଜୀବନ
କୋରାପୁଟ,୧୮।୮(ସ୍ବ.ପ୍ର.): କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର…
ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍ସ ଏମ୍ଡି
କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ ଆର୍ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ କାବୁ କରିଛି। ଏଥିସହ ତାଙ୍କ…
ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର ତେଲେଙ୍ଗିରି ପ୍ରକଳ୍ପର ପ୍ରଥମ ଗୋଟିଏ ଗେଟ ଖୋଲାଯାଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି…
ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା
କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ ଭୁଶୁଡିପଡିଛି। ଏଥିଯୋଗୁ କୋରାପୁଟ ଓ ପୋଡାଗଡ଼ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। କାକିରିଗୁମ୍ମା-ଲକ୍ଷ୍ମୀପୁର-ରାୟଗଡା…
Archives


