ଗେମ୍ ଖେଳିବା ପାଇଁ ମୋବାଇଲ ନ ଦେବାରୁ ସାଙ୍ଗକୁ ହତ୍ୟା
କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଫ୍ରି ଫାୟାର ଖେଳକୁ ନେଇ ଜଣେ ନାବାଳକଙ୍କୁ ହତ୍ୟା କରାଯାଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପାଇ କୋରାପୁଟ ଟାଉନ ପୋଲିସ…
୩ ବର୍ଷ ପୁଅର ବେକ କାଟି ମାରିଦେଲା ମା’
କୋରାପୁଟ,୧୪।୪(ସ୍ବ.ପ୍ର.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ଲୁକୁମାରୀ ଗ୍ରାମରେ ଗୁରୁବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ା ଜଣେ ମା’ ନିଜର ୩ ବର୍ଷର ପୁଅର ବେକ କାଟିଦେଇଥିବା ଜଣାପଡ଼ିଛି। ମାନସିକ ଭାରସାମ୍ୟ ହରାଇ ମା’ ଏପରି କାଣ୍ଡ ଘଟାଇଛନ୍ତି। ମିଳିଥିବା…
ବାଘ ବୁଲୁବା ଘଟଣାକୁ ଗୁଜବ କହିଲେ ବନାଞ୍ଚଳ ଅଧିକାରୀ
ମାଲକାନଗିରି,୧୨ା୪(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଗତ ସପ୍ତାହରେ ଏକ ପିଚୁପଡିଆ ରାସ୍ତାରେ ଗୋଟିଏ ମହାବଳ ବାଘ ବୁଲୁଥିବା ଭିଡିଓ ଭାଇରାଲ ହୋଇଛି। ତେବେ ଏହାକୁ ଗୁଜବ ବୋଲି ମାଲକାନଗିରି ବନାଞ୍ଚଳ ଅଧିକାରୀ ସୁଶାନ୍ତ କୁମାର ଦଳେଇ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳର ଲୋକମାନେ ଭୟଭୀତ…
ଶେଷକୃତ୍ୟ ସମ୍ପନ୍ନ ବେଳେ ମହୁମାଛି ଆକ୍ରମଣ
ନାରାୟଣପାଟଣା,୭ା୪(ଡି.ଏନ.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ବାଲିପେଟା ଗ୍ରାମ ଶ୍ମଶାନରେ ଗୁରୁବାର ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ହୋଇଛନ୍ତି। ଜଣେ ସମ୍ପର୍କୀୟଙ୍କ ଶେଷକୃତ୍ୟ ସମ୍ପନ୍ନ ଲାଗି ଗ୍ରାମବାସୀ ଶ୍ମଶାନରେ ଏକାଠି ହୋଇଥିଲେ। ଜୁଇରେ ଅଗ୍ନି ସଂଯୋଗ ବେଳେ ପାଖରେ ଥିବା…
ଗଞ୍ଜେଇ ଚାଲାଣ ବେଳେ ଗୋଲୁର ସରପଞ୍ଚ ଗିରଫ
କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ଥାନା ଅଞ୍ଚଳରୁ ଆନ୍ଧ୍ର ପ୍ରଦେଶ ଦେଇ ଝାଡଖଣ୍ଡ ଗଞ୍ଜେଇ ଚାଲାଣ ବେଳେ ସୋମବାର ଆନ୍ଧ୍ରର ଆରକୁ ପୋଲିସ ଚଢାଉ କରି ୬୮୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସଂପୃକ୍ତ ଜଣେ…
ନବଗଠିତ ଜିଲା ଉଦ୍ଘାଟନ କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ
ପଟ୍ଟାଙ୍ଗୀ,୫ା୪(ଡି.ଏନ୍.ଏ.):ପଡ଼ୋଶୀ ଆନ୍ଧ୍ରପ୍ରଦେଶ ପକ୍ଷରୁ ନବଗଠିତ ୧୩ ଜିଲାକୁ ସୋମବାର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ. ଜଗନମୋହନ ରେଡ୍ଡୀ ଉଦ୍ଘାଟନ କରିଛନ୍ତି। ପୂର୍ବରୁ ଆନ୍ଧ୍ର ଅଧୀନରେ ଥିବା ୧୩ଟି ଜିଲାକୁ ବିଭାଜନ କରି ୨୬ ଜିଲା କରାଯାଇଛି। ଏହାର ଉଦ୍ଘାଟନ ଉତ୍ସବ ୧୨ ଦିନ ଧରି…
ଚାକିରି ଦେବାକୁ କହି ଠକେଇ: ୫ ଗିରଫ
ଦାମନଯୋଡି,୪ା୪(ଡି.ଏନ.ଏ.): ନାଲକୋ ଠିକାଦାରଙ୍କ ଅଧୀନରେ ଚାକିରି ଦେବାକୁ କହି ଠକେଇ କରିବା ଅଭିଯୋଗରେ ୫ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଅରୋଶ୍ରୀ ସ୍କିଲ ଡେଭଲପମେଣ୍ଟ ସେଣ୍ଟରର ସନ୍ତୋଷ ବରାଡ, ରାୟଗଡ଼ାର ସୁଧୀର ଚୌଧୁରୀ, ସୁନୀଲ ଚୌଧୁରୀ, ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର…
କାଜୁ ଜଙ୍ଗଲରୁ ମିଳିଲା ନରକଙ୍କାଳ
କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ରବିବାର ଏକ ନରକଙ୍କାଳ ମିଳିଛି। ଖବରପାଇ ଏସଡିପିଓ ମନୋଜ କୁମାର ପୂଜାରୀଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍ ସେଠାରେ ପଡିଥିବା ନରକଙ୍କାଳକୁ ଜବତ କରି ଛାନଭିନ…
ଆନ୍ଧ୍ରର ନୂଆ ଜିଲାରେ କୋଟିଆ
ପଟ୍ଟାଙ୍ଗୀ,୪ା୪(ଡି.ଏନ୍.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶର ୧୩ ଜିଲାକୁ ଭାଗ କରାଯାଇ ୨୬ ଜିଲା ଗଠନ କରାଯାଇଛି। ତେବେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନବଗଠିତ ‘ପାର୍ବତୀପୁରମ୍ ମାନ୍ୟମ୍’ ଜିଲାରେ ରଖାଯାଇଛି। କୋଟିଆକୁ ନେଇ ଦୁଇ ରାଜ୍ୟରେ ମଧ୍ୟରେ ସୀମା ବିବାଦ ଦୀର୍ଘବର୍ଷ ଧରି…
ଭାଜପା ଛାଡ଼ିବେ ଜୟରାମ ପାଙ୍ଗୀ
କୋରାପୁଟ/ପଟ୍ଟାଙ୍ଗୀ,୨।୪(ସ୍ବ.ପ୍ର./ଡି.ଏନ୍.ଏ.): କୋରାପୁଟର ପୂର୍ବତନ ଏମ୍ପି ତଥା ଭାଜପାର ବରିଷ୍ଠ ସଦସ୍ୟ ଜୟରାମ ପାଙ୍ଗୀ ଦଳ ଛାଡ଼ିବା ନେଇ ସୂଚନା ଦେଇଛନ୍ତି। ଶୁକ୍ରବାର କୋଟିଆଠାରେ ଆୟୋଜିତ ଓଡ଼ିଶା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ଦଳ ଛାଡ଼ିବା ନେଇ ସେ କହିଥିଲେ। ଭାଜପା ରାଜ୍ୟ…
ନାସାରେ ଗବେଷଣା କରିବେ ଓଡ଼ିଆ ଝିଅ କେ.ଗଙ୍ଗୋତ୍ରୀ
ନାରାୟଣପାଟଣା, ୨।୪(ଡି.ଏନ୍.ଏ.): ଆମେରିକାର ନାସାରେ ଗବେଷଣା କରିବେ କୋରାପୁଟ ଜିଲା ନାରାୟଣପାଟଣା ବ୍ଲକର ବ୍ୟବସାୟୀ କେ. ଶାୟାରାଜୁଙ୍କ ଝିଅ କେ.ଗଙ୍ଗୋତ୍ରୀ। ନାସାର ଏକ ପ୍ରୋଜେକ୍ଟରେ କାମ କରିବା ପାଇଁ ତାଙ୍କୁ ସୁଯୋଗ ମିଳିଛି। କେ.ଗଙ୍ଗୋତ୍ରୀ ସ୍ଥାନୀୟ ଇଂଲିଶ ମିଡିୟମ ଆଶା ପବ୍ଲିକ୍…
୨ ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ
ଜୟପୁର, ୩୧।୩ (ନି.ପ୍ର.): ୨ ନାବାଳିକା ବଳାତ୍କାର ମାମଲାର ବିଚାରକରି ଜୟପୁର ଆଡହକ ଅତିରିକ୍ତ ଦୌରା ଜଜ୍ ଓ ଫାଷ୍ଟ ଟ୍ରାକ୍ ସ୍ପୋଶାଲ କୋର୍ଟ ଜଜ୍ ପ୍ରଦୀପ ସାସମଲ ୨ଜଣ ଯୁବକଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ଆର୍ଥତ୍କ ଜରିମାନା…
Archives


