ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ସମୀକ୍ଷା
ପଟ୍ଟାଙ୍ଗୀ, ୨୧।୭(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତ ସୀମାନ୍ତ ନେରିଡ଼ିବାଲସା ଓ ତାଡ଼ିବାଲସାରେ ଆନ୍ଧ୍ରର ପାର୍ବତୀପୁରମ୍ ମାନ୍ୟମ୍ ଜିଲାପାଳ ନିଶାନ୍ତ କୁମାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆନ୍ଧ୍ରର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉକ୍ତ ପଞ୍ଚାୟତରେ ଠିକ୍ଭାବେ…
ବିକ୍ରି ପାଇଁ ଡିଲ୍ ବେଳେ ବାଘଛାଲ ଜବତ କଲା ଏସ୍ଟିଏଫ୍ ଟିମ୍
କୋରାପୁଟ,୨୦ା୭(ସ୍ବ.ପ୍ର.): ଏସ୍ଟିଏଫ୍ ଦ୍ୱାରା କୋରାପୁଟ ଜିଲା ରାମଗିରି ଅଞ୍ଚଳରୁ ବୁଧବାର ଏକ କଲରାପତିଆ ବାଘଛାଲ ଜବତ ହୋଇଛି। ଏହି ବାଘଛାଲ ୬୦ ହଜାର ଟଙ୍କାରେ ବିକ୍ରି ପାଇଁ ଡିଲ ଚାଲିଥିବାବେଳେ ଏସଟିଏଫ ଟିମ୍ ଦ୍ୱାରା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…
ଦଶମନ୍ତପୁରରେ କାଶୀପୁର ଚିତ୍ର: ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ମୃତ
କୋରାପୁଟ,୨୦।୭(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁରରେ ହଇଜାରେ ୭ ଜଣ ଆଖି ବୁଜିଥିବା ବେଳେ ବକୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ମଧ୍ୟ ସମାନ ଚିତ୍ରଦେଖିବାକୁ ମିଳିଛି । ବିଶେଷ କରି ତୁମ୍ବାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଜଣଙ୍କର…
ମର୍ମନ୍ତୁଦ ବସ୍ ଦୁର୍ଘଟଣା: ୧୦ ଯାତ୍ରୀ ଆହତ
କୋରାପୁଟ,୧୯।୭(ସ୍ବ.ପ୍ର): କୋରାପୁଟ ଜିଲା ୨୬ନଂ ଜାତୀୟ ରାଜପଥର ପଟାଙ୍ଗି ଥାନା ଅନ୍ତର୍ଗତ ଶୁଣ୍ଢି ପୁଙ୍ଗାର ନିକଟରେ ମଙ୍ଗଳବାର ସକାଳୁ ଏହି ବସ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ…
ଛାତ୍ରୀ ମୃତ୍ୟୁ ନେଇ ଉତ୍ତେଜନା, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
କୋରାପୁଟ,୧୬ା୭(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୁଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ୮ ଶ୍ରେଣୀ ଛାତ୍ରୀଙ୍କର ଶୁକ୍ରବାର ରାତିରେ ହଷ୍ଟେଲରେ ମୃତ୍ୟୁ ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
କୋରାପୁଟରେ ସର୍ବାଧିକ ୬୦୭.୨ ମିଲିଲିଟର ବର୍ଷା ରେକର୍ଡ
କୋରାପୁଟ,୧୨ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬୦୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୨୯ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ପଟ୍ଟାଙ୍ଗି ବ୍ଲକରେ ସର୍ବନିମ୍ନ ୭ ମିମି…
ସ୍ତ୍ରୀଙ୍କ ଗଳା କାଟି ପାଖରେ ବସି ରହିଥିଲେ
କୁନ୍ଦୁରା,୧୦ା୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଗଦେରି ପଞ୍ଚାୟତ ଅନ୍ତର୍ଗତ ବୁଦାଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ବାମୀ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।…
୧୫ ହିତାଧିକାରୀଙ୍କୁ ମିଳିଲା ୭ ମାସର ଭତ୍ତା
ଦଶମନ୍ତପୁର, ୧୦।୭ ( ଡି.ଏନ୍.ଏ. ): ୭ ମାସ ହେଲାଣି ୧୫ ଜଣ ହିତାଧିକାରୀଙ୍କୁ ମିଳୁ ନ ଥିଲା ଭତ୍ତା। ଏନେଇ ସେମାନେ ପଞ୍ଚାୟତ ଓ ବ୍ୟାଙ୍କ ବୁଲି ବୁଲି ନୟାନ୍ତ ହୋଇଥିଲେ। ଯାହାକୁ କହିଲେ କେହି ଶୁଣୁ ନ ଥିଲେ। ଶେଷରେ…
ଜିଲାରେ ୫୨୩ ହେକ୍ଟର ଜମିରେ କଫି ଚାଷ ପାଇଁ କ୍ଷେତ୍ର ପ୍ରସ୍ତୁତ
କୋରାପୁଟ,୧୦।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ବ୍ୟାପକ ହେବ କଫି ଚାଷ ା ଏନେଇ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ କୋରାପୁଟ ଜିଲା ପ୍ରଶାସନ ଏନେଇ ଉଦ୍ୟମ ଆରମ୍ଭ କରିଛି ା ଓଡିଶା ଜୀବିକା ମିଶନ, କଫି ଡେଭଲପମେଣ୍ଟଟ୍ରଷ୍ଟ, ଜିଲା ଜଳ ବିଭାଜିକା ପ୍ରକଳ୍ପ, ମିଶନ…
ରେଲିକୁମ୍ଭାରେ ପାନୀୟଜଳ ସଙ୍କଟ
କୋରାପୁଟ,୧୦।୭(ସ୍ବ.ପ୍ର.): ପ୍ରତି ଘରକୁ ପାନୀୟ ଜଳ ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନକରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ସରକାରଙ୍କ ସମସ୍ତ ଯୋଜନାରୁ ସୁଫଳ ଲୋକେ ପାଉନାହାନ୍ତି। ଏମିତି…
ରାସ୍ତା ନିର୍ମାଣ କରି ରକ୍ଷଣାବେକ୍ଷଣ ଭୁଲିଯାଉଛି ବିଭାଗ
କୁନ୍ଦୁରା,୭।୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକର ଡଙ୍ଗରପାଉଁଶିଠାରୁ ବେଢାପାଉଁଶି ଏବଂ ଡଙ୍ଗରପାଉଁଶି ଗ୍ରାମ୍ୟ ବ୍ୟାଙ୍କ ଛକଠାରୁ ଜିରାଗୁଡା ପର୍ଯ୍ୟନ୍ତ ନିର୍ମିତ ରାସ୍ତା ଶୋଚନୀୟ ହୋଇପଡିଛି। ଏନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଏହାର ରକ୍ଷଣାବେକ୍ଷଣ କିମ୍ବା ମରାମତି ହେଉନାହିଁ। ଫଳରେ ଏହି…
ଗାଦବା ଆଦିବାସୀଙ୍କ କେରଙ୍ଗ ବୁଣା ଶାଢ଼ି କଳାକୁ ପୁନର୍ଜୀବିତ ପ୍ରୟାସ
କୋରାପୁଟ,୪ା୭(ସ୍ବ.ପ୍ର.): ଗାଦବା ଆଦିବାସୀଙ୍କ କେରଙ୍ଗ ବୁଣା ଶାଢୀ କଳାକୁ ପୁର୍ନଜୀବିତ କରିବା ଲାଗି ରବିବାର ଇନ୍ଟାକ ଓ କୋଟ୍ସ ପକ୍ଷରୁ ମିଳିତ କର୍ମଶାଳା ସ୍ଥାନୀୟ କୋଟସ ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି ା କେରଙ୍ଗ ଗଛର ବକଳରୁ ବୁଣାଯାଉଥିବା ଶାଢୀ ପ୍ରୟତଃ ଏବେ…
Archives


