ବିଜେଡିରୁ ଇସ୍ତଫା ଦେଲେ ୩ ଅସନ୍ତୁଷ୍ଟ ନେତା
କୋଟପାଡ଼,୧୩।୩(ଡି.ଏନ.ଏ.): କୋରପୁଟ ଜିଲା କୋଟପାଡ଼ ବିଜେଡିରେ ଦଳୀୟ ଅସନ୍ତୋଷ ଲାଗି ରହିଛି। ଫଳରେ ଦଳର ୩ ପୁରୁଖା ନେତା ପଙ୍କଜ ପାତ୍ର, ଈଶ୍ୱର ମହାନ୍ତି, ରଞ୍ଜିତ ପାତ୍ର ଶନିବାର ବିଜେଡିରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ନିଜ ଇସ୍ତଫାପତ୍ର…
ହାଟ୍ରିକ୍ କଲେ ନମିତା
କୋରାପୁଟ,୧୨ା୩(ସ୍ବ.ପ୍ର.): କୋରାପୁଟ ବ୍ଲକ ଅଧ୍ୟକ୍ଷା ଭାବେ ନମିତା ମାଝି ହାଟ୍ରିକ କରିଛନ୍ତି। ନମିତା ୪ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାଯାଇଛି। ଶନିବାର ମଧ୍ୟାହ୍ନରେ କୋରାପୁଟ ବ୍ଲକ ଅଧ୍ୟକ୍ଷା ପଦବୀ ନିମନ୍ତେ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ମସ୍ତିପୁଟ ସମିତିସଭ୍ୟା ନମିତା…
ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ
କୋରାପୁଟ/ଜୟପୁର, ୧୨।୩(ସ୍ବ.ପ୍ର./ନି.ପ୍ର.): କୋରାପୁଟ-ବିଶାଖାପାଟଣା ମଧ୍ୟରେ ପାଡୁଆ ଷ୍ଟେଶନର ଭେଜା ଗ୍ରାମ ନିକଟରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏହା ପରେ ଉକ୍ତ ରୁଟ୍ରେ ସମସ୍ତ ଟ୍ରେନ୍ ଚଳାଚଳ ବ୍ୟାହତ ହୋଇଥିଲା। ଲାଇନ୍ କ୍ଲିଅର କରାଯାଇ ୧୧ଘଣ୍ଟା ପରେ ଉକ୍ତ ରୁଟ୍ରେ…
ବୁଲା ବାବାଙ୍କ ଲଡୁ ଖାଇ ୬ ଅସୁସ୍ଥ
ଦଶମନ୍ତପୁର, ୧୧।୩(ଡି.ଏନ୍.ଏ.): ହାତ ଦେଖିବାକୁ ଗାଁକୁ ଆସିଥିଲେ ବୁଲା ବାବା। ଲୋକମାନଙ୍କୁ ଖାଇବାକୁ ଦେଲେ ଲଡୁ। ବୁଲା ବାବାଙ୍କଠାରୁ ଲଡୁ ଖାଇଥିବା ୬ଜଣ ଏବେ ଅସୁସ୍ଥ। ସେମାନଙ୍କ ମଧ୍ୟରୁ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି। ଗୁରୁତରଙ୍କୁ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ…
ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ, ଟ୍ରାକ୍ରୁ ଖସିଲା ୬ ବଗି
କୋରାପୁଟ,୧୧ା୩(ଡି.ଏନ୍.ଏ.): କୋରାପୁଟ ଜିଲା ଭେଜା ନିକଟରେ ଗୁରୁବାର ବିଳମ୍ବିତ ରାତିରେ କୋରାପୁଟ ଷ୍ଟେଶନଠାରୁ ୨୫ କିମି ଦୂରରେ ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ଟି କିରଣ୍ଡୁଲରୁ କୋଇଲା ବୋଝେଇ କରି ବିଶାଖାପାଟଣା ଅଭିମୁଖେ ଯାଉଥିଲା। ଏହି ସମୟରେ ଭେଜା ନିକଟରେ…
ସମସ୍ୟାରେ ୭,୮ ନଂ. ଓ୍ବାର୍ଡବାସୀ
ସୁନାବେଡ଼ା, ୧୦ା୩(ସ୍ବ. ପ୍ର.) ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏଥିରୁ ଲୋକେ ଉପକୃତ ହେଉ ନ ଥିବା ଅଭିଯୋଗ ହେଉଛି। ସୁନାବେଡ଼ା ୮ନଂ. ୱାର୍ଡ ଏଇଏଫ୍ ମାର୍କେଟ ନିକଟସ୍ଥ ଡ୍ରାଇଭର କଲୋନିରେ ସୁଧୁରୁନି ସମସ୍ୟା। କଲୋନିର ଆରମ୍ଭରେ…
ପୌରାଧ୍ୟକ୍ଷ ୩, କାଉନସିଲରରୁ ୫ ପ୍ରାର୍ଥୀ କଟିଲେ
ଜୟପୁର,୧୦ା୩ (ନି.ପ୍ର .): ଜୟପୁର ପୌରପାଳିକା ନିର୍ବାଚନ ପାଇଁ ବୁଧବାର ଯାଞ୍ଚ ଶେଷ ହୋଇଛି। ପୌର ଅଧ୍ୟକ୍ଷ ପାଇଁ ୨୨ଟି ନାମାଙ୍କନ ହୋଇଥିବା ବେଳେ ଯାଞ୍ଚ ପରେ ୩ଟି କଟି ୧୯ଟି କାଏମ ରହିଛି। ସେହିପରି ୨୮ଟି ୱାର୍ଡ ପାଇଁ କାଉନସିଲର…
ବିଶ୍ୱାସର ପର୍ବ ଝାମିଯାତ୍ରା
ଜୟପୁର,୧୦ା୩(ନି.ପ୍ର.): ଝାମିଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଜୟପୁର। ଏହି ଯାତ୍ରାରେ ସିରଲୀ ଦେବୀଙ୍କୁ ପୂଜା କରାଯାଇଥାଏ। ଶିବରାତ୍ରିଠାରୁ ଆରମ୍ଭ ହୋଇଥାଏ ଏହି ଯାତ୍ରାର ପ୍ରସ୍ତୁତି। ଶିବରାତ୍ରି ଦିନ ଶିବମନ୍ଦିରରେ ପୂଜା କରାଯାଇଥାଏ ା ପରେ ଝାମିଦେବୀଙ୍କ ଆଜ୍ଞାମାଳ ଅଣାଯାଇ ଜଣେ ବାଳକକୁ…
ଡାକ ସେବକଙ୍କ ନାମରେ ଥାନାରେ ଏତଲା
ନାରାୟଣପାଟଣା,୯।୩(ଡି.ଏନ.ଏ.) ନାରାୟଣପାଟଣା ପୋଷ୍ଟ ଅଫିସରୁ ଗତ ୨୫ ତାରିଖରୁ ଜମାକାରୀଙ୍କ ଅର୍ଥ ଚଞ୍ଚକତା କରି ଆତ୍ମସାତ କରି ଫେରାର ଥିବା ଡାକ ସେବକ ବୃନ୍ଦାବନ ଦଳେଇଙ୍କ ବିରୋଧରେ ମଙ୍ଗଳବାର ଜୟପୁର ଡାକ ବିଭାଗର ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଓ ନାରାୟଣପାଟଣା ପୋଷ୍ଟ ଅଫିସର ସନ୍ତୋଷ…
ୟୁକ୍ରେନ୍ରୁ ଫେରିଲେ କୋରାପୁଟ ଜିଲାର ୧୦ ଛାତ୍ରୀଛାତ୍ର
କୋରାପୁଟ,୯।୩(ସ୍ବ.ପ୍ର): ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଲାଗି ରହିଥିବାବେଳେ ସେଠାରେ ପାଠ ପଢୁଥିବା କୋରାପୁଟର ୧୦ ଜଣ ଛାତ୍ରୀଛାତ୍ର ଫେରୁଥିବା ଜଣାଯାଇଛି ା ବର୍ତ୍ତମାନ ସେଥିରୁ ବର୍ତ୍ତମାନ ୭ ଜଣ କୋରାପୁଟ ଜିଲାର ଥିବା ନିଜ ଘରେ ପହଞ୍ଚତ୍ଥିବା ବେଳେ…
ଚାନ୍ଦା କରି ଷ୍ଟ୍ରିଟ୍ ଲାଇଟ ଲଗାଇଲେ ଯୁବଗୋଷ୍ଠୀ
ପଟ୍ଟାଙ୍ଗୀ,୬।୩(ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାରେ ଷ୍ଟ୍ରିଟ୍ ଲାଇଟ ସୁବିଧା ଲାଗି ସ୍ଥାନୀୟ ଅଞ୍ଚଳବାସୀ ଏନେଇ ବାରମ୍ବାର ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇ ଆସୁଥିଲେ। ମାତ୍ର ଏଥିରୁ କିଛି ସୁଫଳ ନ ମିଳିବାରୁ ଏବେ ଅଞ୍ଚଳର ଯୁବଗୋଷ୍ଠୀ ସମସ୍ୟା…
ଟ୍ୟାପ୍ରେ ପାଣି ଆସୁନି, ଜଳକଷ୍ଟ ଭୋଗୁଛନ୍ତିି ଲୋକେ
ବୈପାରିଗୁଡ଼ା,୬।୩(ଡି.ଏନ୍.ଏ.): ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ ଲାଗି ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର ବିଭାଗୀୟ ଦାୟିତ୍ବହୀନତା ଓ ତଦାରଖ ଅଭାବରୁ ଯୋଜନା ଫସରଫାଟୁଛି। କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଳକରେ ଏପରି ଦେଖିବାକୁ ମିଳିଛି। ଖବରରୁ ଜଣାପଡ଼ିଛି, ୨ ବର୍ଷ ତଳେ…
Archives


