ସବୁ ବର୍ଗର ବ୍ୟକ୍ତିଙ୍କୁ ୬୦ ପରେ ପେନ୍ସନ ଦିଆଯାଉ
ଜୟପୁର, ୩୦ା୫(ନି.ପ୍ର.): ନିଖିଳ ଓଡ଼ିଶା ଇପିଏଫ୍ ପେନସନ ଅନ୍ତର୍ଭୁକ୍ତ ବରିଷ୍ଠ ଶ୍ରମିକ କର୍ମଚାରୀଙ୍କ ଏକ ସଭା ସ୍ଥାନୀୟ ଯାଦବ ଭବନରେ କୋରାପୁଟ ଜିଲା ଶାଖା ସଭାପତି ନଳିନୀକାନ୍ତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ଓଏଏସ୍ଆର୍ଟିସି, ଯୋଗାଣ ନିଗମ, ଉଠାଜଳସେଚନ ନିଗମ,…
୨୧ ବର୍ଷ ପରେ ଫେରାର ଅଭିଯୁକ୍ତ ଗିରଫ
ଜୟପୁର,୩୦ା୫ (ନି.ପ୍ର.)- ୨୧ ବର୍ଷ ଧରି ଫେରାର ଥିବା ଅଭିଯୁକ୍ତଙ୍କୁ ଜୟପୁର ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଗଙ୍ଗାନଗରର ଇସାକ ଖାନ (୬୯)। ପୋଲିସ ସୂଚନାନୁଯାୟୀ, ୨୦୦୧ରେ ଇସାକ ଖାନ ନାମରେ ଜୟପୁର ଟାଉନ ଥାନାରେ ଚୋରି ମାମଲା…
ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ
କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନଂ. ଜାତୀୟ ରାଜପଥର ବଗେଇପଦର ଛକ ନିକଟରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ହେଲେ ଜୟପୁର ସହର ପାୱ୍ବାର ହାଉସ କଲୋନୀର ଅମୂଲ୍ୟ ତ୍ରିପାଠୀ। ସେ ଜୟନଗରରେ ଚୁଡି ବ୍ୟବସାୟ କରୁଥିଲେ। ମୃତକଙ୍କ…
ଅଟୋ ଉପରେ ମାଡ଼ିଗଲା ଟ୍ରକ୍: ୩ ଜଣଙ୍କ ଜୀବନ ଗଲା
କୋରାପୁଟ,୨୮ା୫(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ଦୟାନିଧିଗୁଡ଼ା ନିକଟରେ ଏକ ଅଟୋ ଉପରେ ଟ୍ରକ୍ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କୋଟିଆରେ ଥାନା ଉଦ୍ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର
ପଟ୍ଟାଙ୍ଗୀ,୨୭।୫(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଥାନା ଉଦ୍ଘାଟନ କରାଯିବା ପରେ ଗୁରୁବାର ଆନ୍ଧ୍ର ପ୍ରଶାସନିକ ଅଧିକାରୀମାନେ ସେଠାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆନ୍ଧ୍ରର ପାର୍ବତୀପୁରମ୍ ଜିଲା ପଞ୍ଚାୟତ ଅଧିକାରୀ…
ବରଗଛ ମୂଳେ ବ୍ୟାଙ୍କ ସେବା, ଗ୍ରାମାଞ୍ଚଳରେ ନେଟ୍ଓ୍ବର୍କ ସମସ୍ୟା
ପଟ୍ଟାଙ୍ଗୀ୨୩ା୫(ଡି.ଏନ.ଏ.): ବର୍ତ୍ତମାନ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟ ଅନ୍ଲାଇନ ମାଧ୍ୟମରେ ହେଉଛି। ଟେଲି ନେଟୱାର୍କ ସୁବିଧା ଥିବା ଅଞ୍ଚଳରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ହେଉଛି। କିନ୍ତୁ ନେଟୱର୍କ ନ ଥିବା କିମ୍ବା ସମସ୍ୟା ଉପୁଜୁଥିବା ଅଞ୍ଚଳରେ ଲୋକଙ୍କୁ ନାହିଁ ନ…
ଡଙ୍ଗା ଓଲଟି ଜଣେ ନିଖୋଜ
ଲମତାପୁଟ, ୨୩।୫(ଡି.ଏନ୍.ଏ.): ମାଛକୁଣ୍ଡ ନଦୀରେ ଡଙ୍ଗା ଓଲଟି ପଡ଼ିବାରୁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି । ବାଙ୍ଗୁରୁ ପଡା ଗାଁରୁ ଆନ୍ଧ୍ରପ୍ରଦେଶର ସିନ୍ଧିପୁଟ ଗାଁକୁ ଡଙ୍ଗା ସାହାଯ୍ୟରେ ଯାଉଥିବା ବେଳେ ବଡ କିଚ ନଦୀ ଘାଟରେ ଡଙ୍ଗାଟି ଓଲଟି ପଡ଼ିଥିଲା…
ବ୍ୟାଙ୍କ ଜରିଆରେ ବାର୍ଦ୍ଧକ୍ୟ ଭତ୍ତା ଏକ ପ୍ରହସନ
ବୈପାରିଗୁଡା,୨୩।୫ (ଡି.ଏନ୍.ଏ.): ସାମାଜିକ ସୁରକ୍ଷା ଯୋଜନାରେ ଅସହାୟ ଗରିବ ବୃଦ୍ଧାବୃଦ୍ଧଙ୍କୁ ସରକାରଙ୍କ ପକ୍ଷରୁ ବାର୍ଦ୍ଧକ୍ୟ ଭତ୍ତା ମାସିକ ୫୦୦ ଟଙ୍କା ମିଳିଥାଏ ା ଉକ୍ତ ସହାୟତା ରାଶି ପାଇବା ପାଇଁ ବୃଦ୍ଧାବୃଦ୍ଧମାନେ ପ୍ରତ୍ୟେକ ମାସରେ ଚାହିଁ ରହିଥାନ୍ତି ା ମାତ୍ର ବିଭାଗ ପକ୍ଷରୁ…
ଏନ୍ଆଇଏଫ୍ଟି ପରୀକ୍ଷା ସର୍ବଭାରତୀୟ ସ୍ତରରେ କୋରାପୁଟ ଝିଅ ଅନ୍ବେଷା ଅର୍ପିତା
କୋରାପୁଟ,୨୩ା୫(ସ୍ବ.ପ୍ର.): ଏନ୍ଆଇଏଫ୍ଟି (ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଫେଶନ ଟେକ୍ନୋଲୋଜି) ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୬୨ତମ ର଼୍ୟାଙ୍କ ପାଇଛନ୍ତି କୋରାପୁଟ ଝିଅ ଅନ୍ବେଷା ଅର୍ପିତା ପାତ୍ର। ଏନେଇ ଅନ୍ବେଶାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି। ଅନ୍ବେଷା ଏହି ସଫଳତାର ଶ୍ରେୟ ବାପା ଅଞ୍ଜନ…
ପାଣି ଆଣିବାକୁ ଅନ୍ୟ ସାହିକୁ ଯାଉଛନ୍ତି ଗ୍ରାମବାସୀ
ନାରାୟଣପାଟଣା ୨୨ା୫(ଡି.ଏନ୍.ଏ.): ଖରାର ପ୍ରକୋପ ଯେତିକି ବଢୁଛି ପାନୀୟ ଜଳ ନେଇ ସମସ୍ୟା ସେତିକି ଅଧିକ ହେଉଛି। ପାଣି ପାଇଁ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପ୍ରକଳ୍ପ କରିଥିଲେ ମଧ୍ୟ ତାହା ଲୋକଙ୍କ କାମରେ ଆସୁ ନ…
ନଡ଼ିଆ ବୋଝେଇ ଟ୍ରକ୍ରୁ ୮ କୁଇଣ୍ଟାଲ ଗଞ୍ଜେଇ ଜବତ
କୋରାପୁଟ/ଜୟପୁର, ୨୨ା୫ (ସ୍ବ.ପ୍ର./ନି.ପ୍ର.): ବାହାର ରାଜ୍ୟକୁ ନଡ଼ିଆ ବୋଝେଇ ଟ୍ରକ୍ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଜୟପୁର ଅବକାରୀ ବିଭାଗ ଏହା ଉପରେ ଚଢ଼ାଉ କରି ଧରିଛି। ଏଥିରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି ା ସେ ହେଲେ…
ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା
ଜୟପୁର, ୨୨ା୫(ନି.ପ୍ର.): ଜୟପୁରର ଐତିହାସିକ ରଥଯାତ୍ରା ନେଇ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ା ସ୍ଥାନୀୟ ପୌର ପରିଷଦର ସଭା ଗୃହରେ ହୋଇଥିବା ଏହି ବୈଠକରେ ଉପ ଜିଲାପାଳ ବେଦବର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ବିଧାୟକ ତାରା…
Archives


