କୋରାପୁଟ

୨୦ ଏକର ଜମିରେ କୋଟିଆରେ ଷ୍ଟ୍ରବେରି ଚାଷ

କୋରାପୁଟ,୧୯ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତ ଅଞ୍ଚଳରେ ଥଣ୍ଡା ଜଳବାୟୁ ଓ ଉତ୍ତମ ପରିବେଶ ଯୋଗୁ ଷ୍ଟ୍ରବେରି ଚାଷ ବେଶ୍‌ ଭଲ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଗତ ୨ ବର୍ଷ ହେଲା ଉକ୍ତ ଅଞ୍ଚଳରେ…

କୋରାପୁଟରେ ପହଞ୍ଚିଲା ୩୫ ହଜାର କରୋନା ଟିକା, ଆସନ୍ତାକାଲିଠାରୁ ଟିକାକରଣ

କୋରାପୁଟ,୧୮ା୧(ସ୍ବ.ପ୍ର.): କୋରାପୁଟ ଜିଲାରେ ୩୫ ହଜାର କରୋନା ଟିକା ପହଞ୍ଚିଥିବା ବେଳେ ଗୁରୁବାରଠାରୁ ଟିକାକରଣ ଆରମ୍ଭ ହେବ ବୋଲି ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ସୂଚନା ଦେଇଛନ୍ତି। ଆସନ୍ତାକାଲିଠାରୁ ଏହା ଜିଲାର ମୁଖ୍ୟ ଚିକିତ୍ସାଳୟ, ମେଡିକାଲ…

ନର୍ଦ୍ଦମାପାଣିରେ ଭାସୁଛି ବୈପାରିଗୁଡ଼ା

ବୈପାରିଗୁ୍‌ଡ଼ା,୧୮।୧(ଡି.ଏନ.ଏ.): ବୈପାରିଗୁ୍‌ଡ଼ା ବ୍ଲକ ସଦର ମହକୁମାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। କେଉଁଠ ପାଇପ୍‌ ଫାଟି ପାଣି ବାହାରି କାଦୁଅ ହେଉଛି ତ କେଉଁଠି ନର୍ଦ୍ଦମାପାଣି ରାସ୍ତା ଉପରେ ବୋହୁଛି। ରାସ୍ତାକଡ଼ର ବିଭିନ୍ନ ସ୍ଥାନରେ କୁଢ଼କୁଢ଼ ଅଳିଆ ଜମା ହୋଇଥିବା ଦେଖିବାକୁ…

କୋରାପୁଟ-କିରଣ୍ଡୁଲ ପାସେଞ୍ଜର ଟ୍ରେନ୍‌ ଲାଇନ୍‌ ଚ୍ୟୁତ

କୋରାପୁଟ,୧୭।୧(ଡି.ଏନ୍‌.ଏ.): ବିଶାଖାପାଟଣା-କୋରାପୁଟ ଆସୁଥିବା କୋରାପୁଟ-କିରଣ୍ଡୁଲ ପାସେଞ୍ଜର ଟ୍ରେନ୍‌ ଶିବଲିଙ୍ଗପୁରମ ଠାରେ ମଙ୍ଗଳବାର ଲାଇନ୍‌ଚ୍ୟୁତ ହୋଇଛି। ଏଥିରେ ଟ୍ରେନ୍‌ର ୬ ନମ୍ବର ବଗି ଟ୍ରାକ୍‌ରୁ ବାହାରକୁ ଚାଲିଆସିଛି। ଏ ନେଇ ଉକ୍ତ ରୁଟ୍‌ରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳ ବିଭାଗ ଅଧିକାରୀ…

ଆସିଥିବା ଅନୁଦାନ ଅନ୍ୟଠି ଖର୍ଚ୍ଚ ହେଲା

ବୈପାରିଗୁଡ଼ା,୧୭ା୧ (ଡି.ଏନ୍‌.ଏ.):କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକରେ ପ୍ରଶାସନ ପକ୍ଷରୁ ଚାଲିଛି ମନମାନି କାର୍ଯ୍ୟ। ସାଧାରଣ ଲୋକଙ୍କ ସ୍ବାର୍ଥ ବଦଳରେ ଏଠାରେ ଠିକାଦାରଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦିଆଯାଉଛି। ଅମୃତସରୋବର ଯୋଜନା ବ୍ଲକରେ ବାଟବଣା ହୋଇଥିବା ଅଭିଯୋଗ ହେଉଛି। ଏହି ଯୋଜନାରେ ଏକ ପୋଖରୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ପିଲା ବସିବାକୁ ବେଞ୍ଚ ନାହିଁ

ବୈପାରିଗୁଡ଼ା,୧୬ା୧ (ଡିି.ଏନ୍‌.ଏ.): ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ଅତ୍ୟାଧୁନିକ ଶୈଳୀରେ ଶିକ୍ଷା ଦେବା ଉଦ୍ଦେଶ୍ୟରେ ସରକାର ୫-ଟି ଯୋଜନାରେ ସ୍କୁଲଗୁଡ଼ିକୁ ସାମିଲ କରିଛନ୍ତି। ସ୍ମାର୍ଟ ଶ୍ରେଣୀକକ୍ଷ ବ୍ୟବସ୍ଥା କରାଯାଇଛି। ସେଠାରେ ପିଲାଙ୍କ ପଢ଼ିବା ପାଇଁ ସ୍ମାର୍ଟବୋର୍ଡର ବ୍ୟବସ୍ଥା ରହିଛି। ଇଣ୍ଟରନେଟ୍‌ ସଂଯୁକ୍ତ ଉକ୍ତ ସ୍ମାର୍ଟବୋର୍ଡରେ…

ପାନ ଦୋକାନରେ ନିଆଁ ଲଗାଇ ଦେଲେ

ଜୟପୁର, ୧୫ା୧(ନି.ପ୍ର.): ଜୟପୁର ସଦର ଥାନା ଅଧୀନ ଫାମ୍ପୁଣି ହାଟପଦାଠାରେ ଥିବା ଏକ ପାନ ଦୋକାନରେ ରବିବାର ନିଆଁ ଲାଗି ପୋଡି ପାଉଁଶ ହୋଇଯାଇଛି। ଦୋକାନ ମାଲିକ ରସିକ ପରଜା କେହି ଜଣେ ଦୁର୍ବୁତ୍ତ ଦୋକାନରେ ନିଆଁ ଲଗାଇ ଦେଇଥିବା ଥାନାରେ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ ଆହତ

କୋରାପୁଟ,୧୫।୧(ସ୍ବ.ପ୍ର): କୋରାପୁଟ ୨୬ ନମ୍ବର ଜାତୀୟ ରାଜପଥର ଭବାନୀନଗଠାରେ ରବିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବିଲ୍‌ କୁଲଦୀପ, ତାଙ୍କ ଘର କୋରାପୁଟର…

ପୌରାଧ୍ୟକ୍ଷଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ସୁନାବେଡ଼ା/ସେମିଳିଗୁଡା, ୧୫।୧(ସ୍ବ.ପ୍ର.): ସୁନାବେଡା ପୌରାଧ୍ୟକ୍ଷ ଡ. ରାଜେନ୍ଦ୍ର କୁମାର ପାତ୍ରଙ୍କ ବିରୋଧରେ ଶନିବାର ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୁନାବେଡ଼ା ଥାନା ଅଧୀନ ସେମିଳିଗୁଡା ସରସ୍ବତୀ ନଗର ଅଞ୍ଚଳରେ ରହୁଥିବା ଏହି ମହିଳା ଜଣକ ପ୍ରଥମେ ସୁନାବେଡ଼ା ଥାନା…

ଖବରଦାତାଙ୍କ ସହଯୋଗ ଲୋଡ଼ିଲେ ଏସ୍‌ପି

କୋରାପୁଟ,୧୪ା୧(ସ୍ବ.ପ୍ର.): କାରାପୁଟରେ ନୂଆ ଆରକ୍ଷୀ ଅଧୀକ୍ଷକ ଭାବେ ଯୋଗଦେଇଥିବା ଅଭିନବ ସୋନାକର ଜିଲାର ସାମଗ୍ରିକ ବିକାଶ ନିମନ୍ତେ ଜିଲାର ଖବରଦାତାମାନଙ୍କ ସହଯୋଗ କାମନା କରିଛନ୍ତି। ଶନିବାର ସନ୍ଧ୍ୟାରେ ସ୍ଥାନୀୟ ଏସ୍‌ପି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରଥମ ଖବରଦାତା ସମ୍ମିଳନୀରେ ଯୋଗଦେଇ…

ପୋତା ଯାଇଥିବା ସ୍ଥାନରୁ ମୃତଦେହ ଜବତ କଲା ପୋଲିସ

ନାରାୟଣପାଟଣା,୧୩ା୧(ଡି.ଏନ.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ପେଦାଲୋଡା ଗ୍ରାମର ୫ ଜଣ ବ୍ୟକ୍ତି ଦଣ୍ଡାସି ହବିକା (୪୫)ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରି ପୋତି ଦେଇଥିବା ସ୍ଥାନରୁ ଶୁକ୍ରବାର ମୃତଦେହ ଜବତ ହୋଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ…

ଅବକାରୀ ବିଭାଗର ଚଢ଼ାଉ: ଫେରାର ମାରିଲେ ମଦ ବ୍ୟବସାୟୀ

ଜୟପୁର,୧୩ା୧(ନି.ପ୍ର.): ଜୟପୁର ସଦର ଥାନା ଅଧୀନ କଳାଗୁଡାରେ ଅବକାରୀ ବିଭାଗ ଓ ସଦର ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ ପୂର୍ବରୁ ଖବର ପାଇ ମଦ ବ୍ୟବସାୟୀମାନେ ଫେରାର ହେଇଯାଇଥିଲେ। ହେଲେ ଘଟଣାସ୍ଥଳରୁ ୧ ହଜାର ଲିଟର ପୋଚ, ଶହେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?