ଲାଞ୍ଚନେଇ ଭିଜିଲାନ୍ସ ଜାଲରେ ଏସ୍ଡିଓ
ଜୟପୁର,୧୫।୯(ନି.ପ୍ର.): ଜୟପୁର ଜିଲା ଇଲେକ୍ଟ୍ରିକାଲ ଏସ୍ଡିଓ କେ. ଶ୍ରୀନିବାସ ପାତ୍ର ଭିଜଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଯାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସୂଚନାଯୋଗ୍ୟ, ତାଙ୍କ କାର୍ଯ୍ୟାଳୟରେ ଗତ ମାସ ଗୋଟେ ଲାଡରମ୍ୟାନ ପଦବୀ...
ଟିକା ଦେବା ପାଇଁ ପ୍ରବଳ ବର୍ଷାରେ ନଦୀ ପାରିହେଲେ ମହିଳା ସ୍ବାସ୍ଥ୍ୟକର୍ମୀ
ବୈପାରୀଗୁଡା,୧୨ା୯(ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ବାଲଗାଁ ପଞ୍ଚାୟତରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନୱାଡି କର୍ମୀ ଲୋକଙ୍କୁ ସେବା ଯୋଗାଇ ଦେବାପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଲୋକଙ୍କୁ ଟିକାଦେବାକୁ ଉଭୟ ପାଣି...
୧୩ରୁ ଖୋଲିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ
କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୧୩ ତାରିଖରୁ ଖୋଲିବ। ଲୋକ ସମ୍ପର୍କ ଅଧିକାରୀ ଡ. ଫଗୁନାଥ ଭୋଇ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ରିସର୍ଚ୍ଚ ସ୍କଲାରମାନଙ୍କ ପାଇଁ ବିଶ୍ୱବିଦ୍ୟାଳୟ ଖୋଲାଯିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ...
ସୁପ୍ରିମକୋର୍ଟଙ୍କ ରାୟକୁ ଗୁରୁତ୍ୱ ଦେଉନି ଆନ୍ଧ୍ର
ପଟ୍ଟାଙ୍ଗୀ,୮ା୯(ଡି.ଏନ୍.ଏ.):ଓଡ଼ିଶା ଏବଂ ଆନ୍ଧ୍ର ମଧ୍ୟରେ କୋଟିଆ ପଞ୍ଚାୟତକୁ ନେଇ ଲାଗି ରହିଥିବା ବିବାଦ ରାଜନୈତିକ ସ୍ତରରେ ଆଲୋଚନାକରି ୬ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ଉଭୟ ରାଜ୍ୟ ସରକାରଙ୍କୁ ନିକଟରେ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ କୋର୍ଟ ମାମଲାର...
ବସ୍ ଓଲଟି ୪ ଗୁରୁତର
କୋରାପୁଟ,୩୦।୮(ସ୍ବ.ପ୍ର.): କୋରାପୁଟ ଜିଲା ପଞ୍ଚଡ଼ା ଗ୍ରାମ ନିକଟରେ ଏକ ଘରୋଇ ବସ (ଆର ବି କୋଚ୍) ସୋମବାର ଭୋରରୁ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍ରେ ଥିବା ପ୍ରାୟ ୩୦ ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କୋରାପୁଟ...
ଗଞ୍ଜେଇ ଚାଲାଣ କରୁଥିଲେ ପୋଲିସ ହୋମ୍ଗାର୍ଡ
ଜୟପୁର,୨୬ା୮(ନି.ପ୍ର.): ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କାରବାରର ପର୍ଦ୍ଦାଫାଶ ହୋଇଛି। ଜୟପୁର ସଦର ପୋଲିସ ଚୋରା ଚାଲାଣରେ ସମ୍ପୃକ୍ତ ଜଣେ ପୋଲିସ ହୋମ୍ଗାର୍ଡଙ୍କ ସମେତ ୬ଜଣଙ୍କୁ ଗିରଫ କରିଛି। ଥାନା ଅଧିକାରୀ ଆଦିତ୍ୟ ମହାକୁଡ ଗଞ୍ଜେଇ ଚୋରା ଚାଲାଣ ସମ୍ପର୍କରେ...
ରେଳମନ୍ତ୍ରୀଙ୍କୁ ଧରାଇଲେ ଅଭିଯୋଗର ଲମ୍ବା ତାଲିକା
କୋରାପୁଟ/ଦାମନଯୋଡ଼ି/ସୁନାବେଡ଼ା,୨୦ା୮(ସ୍ବ.ପ୍ର.): ସବ୍କା ସାଥ୍, ସବ୍କା ବିକାଶକୁ ପାଥେୟକରି ଶୁକ୍ରବାର ରେଳ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦିନିକିଆ କୋରାପୁଟ ଜିଲା ଗସ୍ତକରି କେନ୍ଦ୍ର ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ଜନଧନ...
କୋଟିଆରେ ଆନ୍ଧ୍ରର ଜବରଦସ୍ତି କାର୍ଯ୍ୟ
ପଟ୍ଟାଙ୍ଗୀ,୨୦ା୮(ଡି.ଏନ୍.ଏ.): ସରକାରଙ୍କ ତୀବ୍ର ବିରୋଧ ସତ୍ତ୍ୱେ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଜବରଦସ୍ତ ପଶିଛି ଆନ୍ଧ୍ର। ଗୁରୁବାର କୋଟିଆର ୨ ଗ୍ରାମ ଫାଟୁସିନେରି ଏବଂ ଫଗୁଣସିନେରିରେ ଚାରା ରୋପଣ କରିବା ସହ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ...
ସ୍ବାଧୀନତା ଦିବସରେ କୋଭିଡ୍ ଯୋଦ୍ଧା ସମ୍ମାନିତ
ଜୟପୁର,୧୫।୮(ନି.ପ୍ର.): କରୋନା କଟକଣାରେ ଜୟପୁରରେ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବସ୍ଷ୍ଟାଣ୍ଡ ନିକଟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଉପଜିଲାପାଳ ହେମାକାନ୍ତ ସୟ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ କରୋନା ଯୋଦ୍ଧା ଡାକ୍ତର, ସ୍ବାସ୍ଥ୍ୟକର୍ମୀ,...
ଆଲମାରିରୁ ମିଳିଲା ୯୦ ଲକ୍ଷ ଟଙ୍କାର ଗଞ୍ଜେଇ
କୋରାପୁଟ,୮ା୮(ସ୍ବ.ପ୍ର.): ଗଞ୍ଜେଇ ଚୋରାଚାଲାଣ କରିବା ଲାଗି ଚାଲାଣକାରୀମାନେ ଭିନ୍ନଭିନ୍ନ ତରିକା ଆପଣାଉଛନ୍ତି। କେତେବେଳେ ମୁଢିବସ୍ତା ଭିତରେ ତ କେବେ ଅଦା, ପଣସ ଅଖା ଭିତରେ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି। ବର୍ତ୍ତମାନ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ ପାଇଁ ଏକ...
କୋରାପୁଟରେ ଉତ୍ପାଦିତ କଫି ଗଲା କର୍ନାଟକ
କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟର ଉତ୍ପାଦିତ ୩୧୮ କୁଇଣ୍ଟାଲ କଫି ଶନିବାର ୨ଟି ଟ୍ରକରେ କର୍ନାଟକ ପଠାଯାଇଛି। ଏହାକୁ ଜିଲାପାଳ ଅବଦାଲ ମହମ୍ମଦ ଅଖତାର ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋରାପୁଟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ...
କେଉଁଠୁ ଆସିଲା ଧଳା ରଙ୍ଗର ବଜ୍ରକାପ୍ତା: ବଜାର ମୂଲ୍ୟ ୫ ଲକ୍ଷ
କୋଟପାଡ଼,୧ା୮(ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରେ ବଜ୍ରକାପ୍ତା ଚୋରାଚାଲାଣ ବେଳେ ବନ ବିଭାଗ ଚଢ଼ାଉ କରି ଶନିବାର ଧରିଛି। ତେବେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ବିଶାଳ କୁମାର ଫେରାର ହୋଇଯାଇଛନ୍ତି। କୋଟପାଡ଼ ନିକଟସ୍ଥ ବଣିଆ ଗ୍ରାମର ଇନ୍ଦ୍ରାବତୀ ପୋଲଠାରେ ବଜ୍ରକାପ୍ତା...
Archives


