କୋରାପୁଟ

ସରିଲା ଗ୍ରାମଦେବୀ ଠାକୁରାଣୀଙ୍କ ଘଟଯାତ୍ରା

ପଟ୍ଟାଙ୍ଗୀ,୧୨।୫(ଡି.ଏନ.ଏ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ଦେବୀ ମାଁ ଗାଙ୍ଗମାଙ୍କ ନବରାତ୍ର ଘଟ ଯାତ୍ରା ଶେଷ ହୋଇଛି। ବୁଧବାର ମା’ ଅସ୍ଥାୟୀ ମଣ୍ଡପରୁ ମନ୍ଦିରକୁ ଫେରିଛନ୍ତି । ଏହି ନବରାତ୍ର ଘଟଯାତ୍ରା ୨ ତାରିଖରୁ ଆରମ୍ଭ ହୋଇ ୯…

ଜଙ୍ଗରଡ଼ା: ବର୍ଷ ସାରା ପାଣି ଅଭାବ

ସେମିଳିଗୁଡ଼ା/ସୁନାବେଡ଼ା, ୧୨।୫(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ୍‌ ସାଡାମ ପଞ୍ଚାୟତ ଅନ୍ତର୍ଗତ ଜଙ୍ଗରଡ଼ା ଗ୍ରାମରେ ବିଭିନ୍ନ ସମସ୍ୟାରେ ଗ୍ରାମବାସୀ ଚଳୁଛନ୍ତି। ସ୍ବାଧୀନତାର ଦୀର୍ଘ ୭୫ ବର୍ଷ ପରେ ମଧ୍ୟ ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରିନାହିଁ। ସରକାରଙ୍କ ସବୁ ଯୋଜନା ଏଠାରେ ଫେଲ୍‌…

ଇସ୍ରୋ ଯୁବବିଜ୍ଞାନୀ କାର୍ଯ୍ୟକ୍ରମକୁ ଦାମନଯୋଡ଼ିର ଅଂଶୁମାନ ମନୋନୀତ

ଦାମନଯୋଡ଼ି,୧୨।୫(ଡି.ଏନ୍‌.ଏ.): ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ଯୁବବିଜ୍ଞାନୀ କାର୍ଯ୍ୟକ୍ରମ ୨୦୨୨ ପାଇଁ ଦାମନଯୋଡ଼ି ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଦଶମ ଶ୍ରେଣୀ ଛାତ୍ର ଅଂଶୁମାନ ସାହୁ ମନୋନୀତ ହୋଇଛନ୍ତି। ସର୍ବଭାରତୀୟ ସ୍ତରରେ ୧୫୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫ଜଣଙ୍କ ମଧ୍ୟରେ ଅଂଶୁମାନ…

ଦେବୀଘାଟରେ ବରଯାତ୍ରୀ ବସ୍‌-ଟ୍ରେଲର ମୁହାଁମୁହିଁ : ୨ ମୃତ, ୫ରୁ ଊର୍ଦ୍ଧ୍ୱ ଗୁରୁତର

କୋରାପୁଟ,୧୧।୫(ସ୍ବ.ପ୍ର.): କୋରାପୁଟ ଜୟପୁର ୨୬ ନମ୍ବର ଜାତୀୟ ରାଜପଥର ଦେବୀଘାଟ ନିକଟରେ ବୁଧବାର ସକାଳେ ଏକ ଘରୋଇ ବସ୍‌ ଓ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛିି। ଏଥିରେ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୫ରୁ ଊର୍ଦ୍ଧ୍ୱ ଗୁରୁତର ଆହତ…

୯୦୭ କିଲୋ ଗଞ୍ଜେଇ ଜବତ: ଦୁଇ ଗିରଫ

କୋରାପୁଟ,୧୦।୫(ସ୍ବ.ପ୍ର.): କୋରାପୁଟ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଏକ ମିନି ଟ୍ରକରୁ ୯୦୭ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ଚଢ଼ାଉରେ ଗାଡିର ଡ୍ରାଇଭର ଓ ହେଲ୍‌ପରଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ଏନେଇ ମଙ୍ଗଳବାର କୋରାପୁଟ ଅବକାରୀ ଅଧିକ୍ଷକ…

ନାବାଳିକା ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ

ଜୟପୁର,୧୧ା୫ (ନି.ପ୍ର.):ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ଜୟପୁର ଫାଷ୍ଟଟ୍ରାକ୍‌ ସ୍ପେଶିଆଲ କୋର୍ଟରେ ଶୁଣାଣି କରାଯାଇଛି। ଆଡହକ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ସସାମଲ ନାରାୟଣପାଟଣା ଥାନା ଅଧୀନ ବୋରିଗି ଗ୍ରାମର ଅଭିଯୁକ୍ତ ଗୋବିନ୍ଦ ତାଡ଼ିଙ୍ଗି (୨୩)ଙ୍କୁ…

ବାଲି, ମାଟିରେ ପୋତି ହୋଇଯାଉଛି କୋଲାବ ଜଳଭଣ୍ଡାର

କୋରାପୁଟ,୮।୫(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ବର୍ଷ ହେବ ବୃଷ୍ଟିପାତରେ ଅନିୟମିତତା ଯୋଗୁ ଜିଲାର ମୁଖ୍ୟ ଜଳଭଣ୍ଡାର କୋଲାବରେ ଜଳସ୍ତର ହ୍ରାସ ପାଉଛି ା ବାଲି, ମାଟିରେ ପୋତି ହୋଇଯାଉଛି। କୋଲାବ ଜଳଭଣ୍ଡାର ଫଳରେ ଜିଲା ପାଇଁ ପାନୀୟ ଜଳ ସମସ୍ୟା ଦେଖାଯାଉଛି।…

ମେ ୯ରୁ ଚାଲିବ ସ୍ବତନ୍ତ୍ର ଟ୍ରେନ୍‌: ସୌନ୍ଦର୍ଯ୍ୟ ଉପଭୋଗ କରିବେ ପର୍ଯ୍ୟଟକ

କୋରାପୁଟ,୭ା୫(ସ୍ବ.ପ୍ର.): କୋରାପୁଟ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌ରେ ସଂଯୋଗ ହେବ ଆଇସିଏଫ୍‌ ଭିଷ୍ଟାଡମ୍‌(ଶୀତତାପ ନିୟନ୍ତ୍ରିତ)କୋଚ୍‌। ମେ ୯ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ସ୍ବତନ୍ତ୍ର କୋଚ୍‌ ସୁବିଧା ସହ ଏହି ଟ୍ରେନ୍‌ ବିଶାଖାପାଟଣାରୁ କୋରାପୁଟ ଚଳାଚଳ କରିବ। ସେହିପରି ମେ ୧୦ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ…

ଜବରଦଖଲ ଉଚ୍ଛେଦ ନେଇ ତାତିଲେ ଗ୍ରାମବାସୀ

କୋରାପୁଟ,୬ା୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ବ୍ରାହ୍ମଣୀପୁଟ ଗ୍ରାମାଞ୍ଚଳରେ ବେଆଇନ ଭାବେ କେତେକ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ଦୋକାନ ଓ ଗୃହ ନିର୍ମାଣ କରି ଅସାମାଜିକ କାର୍ଯ୍ୟ ଚଳାଇଛନ୍ତି। ଏହାକୁ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ ଜିଲାପାଳଙ୍କ ଦ୍ୱାରସ୍ଥ…

କେନାଲକୁ ୨୦ ପର୍ଯ୍ୟନ୍ତ ଜଳ ଯୋଗାଣ

ଜୟପୁର, ୫।୫ (ନି.ପ୍ର. ): ଅପର କୋଲାବ ପ୍ରକଳ୍ପ ପାଣି ପଞ୍ଚାୟତର ସର୍ବୋଚ୍ଚ କମିଟିର ଏକ ବୈଠକ ବୁଧବାର ବୋରିଗୁମ୍ମା କାର୍ଯ୍ୟାଳୟ ପରିସରରେଅନୁଷ୍ଠିତ ହୋଇଛି। ମୁଖ୍ୟଯନ୍ତ୍ରୀ ଶତ୍ରୁଘନ ମହାରଣା ସଭାପତିତ୍ୱ କରିଥିଲେ। ଚଳିତ ରବି ଋତୁରେ କେନାଲରେ ଜଳ ଚଳିତ ମାସ ୧୦…

କୁମାରଗନ୍ଧଣା ଚୂନମାଟି ଖନନକୁ ଗ୍ରାମବାସୀଙ୍କ ବିରୋଧ: ଥାନା ଅଧିକାରୀଙ୍କୁ ପକାଇଦେଲେ ଖାଲରେ

କୋରାପୁଟ/ଲମତାପୁଟ,୨ା୫(ସ୍ବ.ପ୍ର/ଡି.ଏନ.ଏ.): କୋରାପୁଟ ଜିଲା ଲମତାପୁଟ ବ୍ଲକର କୁମାରଗନ୍ଧଣାସ୍ଥିତ ଏକ ଚୂନମାଟି ଖଣି ଖନନକୁ ବିରୋଧ କରି ସୋମବାର ଗ୍ରାମବାସୀ ପୋଲିସ ଉପରକୁ ଆକ୍ରମଣ କରିଛନ୍ତି। ନନ୍ଦପୁର ଥାନା ଅଧିକାରୀଙ୍କୁ ଏକ ଖାଲରେ ପକାଇ ଦେଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା…

୨ ବାଘ ଛୁଆ ଉଦ୍ଧାର

କୋରାପୁଟ,୩୦।୪(ସ୍ବ.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଗୁମୁଡା ପଞ୍ଚାୟତ କେନ୍ଦୁଗୁଡା ଗ୍ରାମର ଏକ ବିଲରୁ ୨ଟି ବାଘ ଛୁଆ ଉଦ୍ଧାର ହୋଇଛି।  ସୂଚନା ଥାଉକି କିଛି ମହିଳା କେନ୍ଦୁପତ୍ର ସଂଗ୍ରହ କରିବାକୁ ଯାଇ ଏକ ଗାତରେ ଦୁଇଟି ବାଘ ଛୁଆକୁ ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri