ଚଢ଼ାଉ କରିବାକୁ ଯାଇଥିବା କର୍ମଚାରୀଙ୍କୁ ୮ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
କୋରାପୁଟ,୨୮ା୪(ସ୍ବ.ପ୍ର.): ବିପୁଳ ପରିମାଣରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଗୁରୁବାର କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଡଙ୍ଗବିର ଗ୍ରାମରେ ଚଢ଼ାଉ କରିବାକୁ ଯାଇ ଅବକାରୀ ବିଭାଗ କର୍ମଚାରୀଙ୍କୁ ୮ଘଣ୍ଟା ଧରି ଅଟକ ରଖିଥିବା ଜଣାପଡ଼ିଛି। ଡଙ୍ଗବିର ଗ୍ରାମରୁ…
ବିଏସ୍ଏଫ୍ ପକ୍ଷରୁ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ, ଡଗ୍ ଶୋ
ଜୟପୁର ୨୭।୪(ନି. ପ୍ର.): ଦେଶର ସୁରକ୍ଷା ନେଇ ବ୍ୟବହୃତ ହେଉଥିବା ବିଭିନ୍ନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ଜ୍ଞାନ ଆହରଣ ଲାଗି କୋରାପୁଟ ବିଏସ୍ଏଫ୍ ପକ୍ଷରୁ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ଅସ୍ତ୍ରଶସ୍ତ୍ର ପ୍ରଦର୍ଶନୀ ସହ ଡଗ୍ ଶୋ। ଆଜାଦୀ କା ଅମୃତ ମହୋତ୍ସବ ଅବସରରେ…
୨୧ ଗିରଫ, ୭ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର
ଦାମନଯୋଡି,୨୫।୪(ଡିଏନ ଏ): ନାଲକୋ ବିସ୍ଥାପିତ କଲୋନୀ ଝଡିଗୁଡ଼ା ସାହିରେ ଗୁରୁବାର ଘଟିଥିବା ଡବଲ ମର୍ଡର ଘଟଣାରେ ୨ଦିନ ଧରି ଅଟକ ଥିବା ୨୮ ଜଣଙ୍କ ମଧ୍ୟରୁ ରବିବାର ପୋଲିସ ୨୧ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଅନ୍ୟ ୭…
ନିର୍ମାଣକୁ ବିତିଲାଣି ୪ ବର୍ଷ, ଖୋଲୁନି କଲ୍ୟାଣ ମଣ୍ଡପରୁ ତାଲା
ସୁନାବେଡା,୨୫।୪(ସ୍ବ.ପ୍ର.): ସାଧାରଣ ଲୋକଙ୍କ ସୁବିଧା ପାଇଁ ହାଲ ପ୍ରଶାସନ ବହୁ ଅର୍ଥ ଖର୍ଚ୍ଚ କରୁଛି। ମାତ୍ର ଲୋକେ ସେଥିରୁ ବିଶେଷ ଉପକୃତ ହେଉନାହାନ୍ତି। ଲୋକଙ୍କ ପାଇଁ ହାଲ ନିର୍ମାଣ କରିଥିବା ଏକ କଲ୍ୟାଣମଣ୍ଡପ ଲୋକଙ୍କ କାର୍ଯ୍ୟରେ ଲାଗି ନ ପାରି ଏବେ…
ବୈପାରିଗୁଡା ବ୍ଲକରେ ହେବ ମଡେଲ ଜଳ ବିଭାଜିକା ପ୍ରକଳ୍ପ
କୋରାପୁଟ,୨୪।୪(ସ୍ବ.ପ୍ର.): ଭାରତୀୟ ମୃତ୍ତିକା ଓ ଜଳ ସଂରକ୍ଷଣ ସଂସ୍ଥାନ (ଆଇସିଏଆର)ର ଜ୍ଞାନ କୌଶଳ ସହାୟତାରେ କୋରାପୁଟ ଜିଲା ବୈପାରିଗୁଡା ବ୍ଲକର ଜି. ମାଳିଗୁଡାଠାରେ ମଡେଲ ଜଳ ବିଭାଜିକା ପ୍ରକଳ୍ପ ନିର୍ମାଣ ହେବ। ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ନିର୍ଦ୍ଦେଶକ ହେମନ୍ତ…
ମାସେ ହେଲା ଅନ୍ଧାରରେ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ
ଦଶମନ୍ତପୁର,୨୪।୪(ଡି.ଏନ୍.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଏକ ମାସ ହେଲା ବିଦ୍ୟୁତ୍ ନ ଥାଇ ଅନ୍ଧାରରେ ରହିଛି। ବିଦ୍ୟୁତ ବିଲ୍ ବକେୟା ପଡ଼ିଥିବା ବାହାନାରେ ବିଭାଗୀୟ କର୍ମଚାରୀ ବିନା ନୋଟିସରେ କାର୍ଯ୍ୟାଳୟରେ କାହାକୁ ନ କହି ଛୁଟିଦିନରେ…
ଜମି ଅଧିଗ୍ରହଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ
ମାଲକାନଗିରି/କୋରାପୁଟ/ଜୟପୁର,୨୩ା୪(ଡି.ଏନ୍.ଏ./ସ୍ବ.ପ୍ର./ନି.ପ୍ର.): ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ କୋରାପୁଟ-ମାଲକାନଗିରି ଜିଲା ଗସ୍ତକରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଶାଖାପାଟଣାରୁ ଏକ ସ୍ବତନ୍ତ୍ର ଟ୍ରେନ୍ ଯୋଗେ କୋରାପୁଟ ଷ୍ଟେଶନରେ ପହଞ୍ଚତ୍ବା ପରେ ତାଙ୍କୁ…
ଆଜିଠୁ କାମରେ ଯୋଗଦେବେ ସେବା ପେପର ମିଲ୍ ଶ୍ରମିକ
ଜୟପୁର, ୨୧।୪(ନି.ପ୍ର.): ଜୟପୁର ଡିଭିଜନର ଯୁଗ୍ମ ଶ୍ରମ କମିଶନରଙ୍କ ଅଧ୍ୟକ୍ଷତା ଏବଂ କୋରାପୁଟ ଡିଏଲ୍ଓଙ୍କ ଉପସ୍ଥିତିରେ ୟୁନିଟ୍ ସେବା କାଗଜକଳ ଶ୍ରମିକ କର୍ମଚାରୀ ସଂଘ ଓ ମ୍ୟାନେଜମେଣ୍ଟ ପ୍ରତିନିଧିଙ୍କ ଏକ ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ମ୍ୟାନେଜମେଣ୍ଟ ପକ୍ଷରୁ ବେସିକ୍ ଡିଏ…
୧ ଲକ୍ଷ ୧୯ ହଜାର ଟଙ୍କାର କାଠ ଧରିଲା ଭିଜିଲାନ୍ସ
ଜୟପୁର/କୋରାପୁଟ, ୨୧।୪(ନି.ପ୍ର./ସ୍ବ.ପ୍ର.): ବେଆଇନ କାଠ ଚାଲାଣବେଳେ ଜୟପୁର ଭିଜିଲାନ୍ସ ଚଢାଉ କରିଛି। ଓଡିଶା ଛତିଶଗଡ ଫରେଷ୍ଟ ବାଉଣ୍ଡିର ଜୟପୁର ବନଖଣ୍ଡର କୋଟପାଡ ଫରେଷ୍ଟ ରେଞ୍ଜର ମାଲଚମାଲ ସଂରକ୍ଷିତ ଜଙ୍ଗଲେ ଚଢାଉ କରିଛି। କାଠକୁ ଚାଲାଣ କରିବା ନେଇ ଯୋଜନା କରିଥିବା ବେଳେ…
ପରିବହନ ବିଭାଗର ଚଢାଉ : ୬ ସ୍କୁଲ ବସ, ୪ ଅଟୋ ଉପରେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଜୋରିମନା
କୋରାପୁଟ,୨୦।୪(ସ୍ବ.ପ୍ର): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ପରେ କୋରାପୁଟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ କୋରାପୁଟ ଓ ସେମିଳିଗୁଡା ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଚଳାଚଳ କରୁଥିବା ବସ ଓ ଅଟୋ ଉପରେ ବୁଧବାର ଚଢାଉ କରାଯାଇଛି। ଚଢାଉରେ ସେମିଳିଗୁଡା…
ସ୍କୁଲ ବସ୍କୁ ୪ ଲକ୍ଷ ଫାଇନ୍
କୋରାପୁଟ,୨୦ା୪(ସ୍ବ.ପ୍ର.): ଫିଟ୍ନେସ୍ ଯାଞ୍ଚ ବେଳେ ବୁଧବାର ଏକ ସ୍କୁଲ ବସ୍କୁ ଜରିମାନା ହୋଇଛି। ଏହି ବସ୍ ଉପରେ ପରିବହନ ବିଭାଗ ୪ ଲକ୍ଷ ଫାଇନ୍ କାଟିଛି। ସେମିଳିଗୁଡ଼ାର ଏକ ଇଂଲିଶ ମିଡିୟମ ସ୍କୁଲ ବସ୍କୁ ଏହି ଫାଇନ ହୋଇଛି। ଟ୍ୟାକ୍ସ ପାଇଁ…
ମିଥ୍ୟା ସତ୍ୟପାଠ ଅଭିଯୋଗ ଆଣିଲା ଏଏପି
ସୁନାବେଡା,୧୯ା୪(ସ୍ବ.ପ୍ର.): ଇତିମଧ୍ୟରେ ସୁନାବେଡା ପୌର ପରିଷଦ ନିର୍ବାଚନ ଶେଷ ହୋଇଛି। କାଉନସିଲରମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ ମାସେ ନ ପୂରୁଣୁ ଜଣେ କାଉନସିଲର ନିର୍ବାଚନ ବେଳେ ନିର୍ବାଚନ ଅଧିକାରୀଙ୍କ ନିକଟରେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ଏଏପି ପକ୍ଷରୁ ଅଭିଯୋଗ…
Archives


