କୋରାପୁଟ

ମିଥ୍ୟା ସତ୍ୟପାଠ ଅଭିଯୋଗ ଆଣିଲା ଏଏପି

ସୁନାବେଡା,୧୯ା୪(ସ୍ବ.ପ୍ର.): ଇତିମଧ୍ୟରେ ସୁନାବେଡା ପୌର ପରିଷଦ ନିର୍ବାଚନ ଶେଷ ହୋଇଛି। କାଉନସିଲରମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ ମାସେ ନ ପୂରୁଣୁ ଜଣେ କାଉନସିଲର ନିର୍ବାଚନ ବେଳେ ନିର୍ବାଚନ ଅଧିକାରୀଙ୍କ ନିକଟରେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ଏଏପି ପକ୍ଷରୁ ଅଭିଯୋଗ…

ପାନ୍ଥିକା-ଏନ୍‌ଏଡି ରାସ୍ତା ଶୋଚନୀୟ

ସୁନାବେଡ଼ା,୧୭।୪(ସ୍ବ. ପ୍ର.): ଜନସାଧାରଣଙ୍କ ଗମନାଗମନର ସୁବିଧା ଲାଗି ରାଜ୍ୟ ସରକାର ପକ୍କା ରାସ୍ତା ନିର୍ମାଣ କରି ଏ ବାବଦରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳାରୁ ଅନେକ ସ୍ଥାନରେ ଅଳ୍ପଦିନରେ ନିର୍ମିତ ରାସ୍ତା…

ମୋବାଇଲ୍‌ ଗେମ୍‌ ପାଇଁ ନାବାଳକଙ୍କୁ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଲକି କୋର୍ଟ ଚାଲାଣ

କୋରାପୁଟ,୧୭।୪(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ମୋବାଇଲ୍‌ ଗେମ୍‌କୁ ନେଇ ଜଣେ ନାବାଳକକୁ ତାଙ୍କର ଦୁଇ ସାଙ୍ଗ ପଥରରେ ଛେଚି ହତ୍ୟା କରିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଲକି ମାଳୀ(୧୯)ଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ସେହିପରି ଅନ୍ୟତମ…

ଜୀବିକା ପ୍ରକଳ୍ପକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,(ବ୍ୟୁରୋ)/ଜୟପୁର, ୧୬ା୪(ନି.ପ୍ର.): ମାଓବାଦୀ ଗଡ଼ ଭାବେ ପରିଚିତ କୋରାପୁଟ ଜିଲାର ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ପରିଦର୍ଶନ କରିଛନ୍ତି। ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷିତ…

ନାବାଳକଙ୍କୁ ପଥର ଛେଚି ହତ୍ୟା

କୋରାପୁଟ,୧୬ା୪(ସ୍ବ.ପ୍ର): ମୋବାଇଲ ଗେମ୍‌ ନିଶାରେ ପିଲା ଓ ଯୁବକମାନେ ଏତେ ଆସକ୍ତ ହୋଇପଡ଼ୁଛନ୍ତି ଯେ ସେମାନେ ଜଘନ୍ୟ କାଣ୍ଡ ଘଟାଇବାକୁ ପଛାଉନାହାନ୍ତି। କୋରାପୁଟ ଜିଲାରେ ଗୁରୁବାର ସେଭଳି ଏକ ଘଟଣା ଘଟିଛି। ଜଣେ ନାବାଳକଙ୍କୁ ପଥରରେ ଛେଚି ବୀଭତ୍ସ ଭାବେ ହତ୍ୟା…

ଗେମ୍‌ ଖେଳିବା ପାଇଁ ମୋବାଇଲ ନ ଦେବାରୁ ସାଙ୍ଗକୁ ହତ୍ୟା

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଫ୍ରି ଫାୟାର ଖେଳକୁ ନେଇ ଜଣେ ନାବାଳକଙ୍କୁ ହତ୍ୟା କରାଯାଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପାଇ କୋରାପୁଟ ଟାଉନ ପୋଲିସ…

୩ ବର୍ଷ ପୁଅର ବେକ କାଟି ମାରିଦେଲା ମା’

କୋରାପୁଟ,୧୪।୪(ସ୍ବ.ପ୍ର.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ଲୁକୁମାରୀ ଗ୍ରାମରେ ଗୁରୁବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ା ଜଣେ ମା’ ନିଜର ୩ ବର୍ଷର ପୁଅର ବେକ କାଟିଦେଇଥିବା ଜଣାପଡ଼ିଛି। ମାନସିକ ଭାରସାମ୍ୟ ହରାଇ ମା’ ଏପରି କାଣ୍ଡ ଘଟାଇଛନ୍ତି। ମିଳିଥିବା…

ବାଘ ବୁଲୁବା ଘଟଣାକୁ ଗୁଜବ କହିଲେ ବନାଞ୍ଚଳ ଅଧିକାରୀ

ମାଲକାନଗିରି,୧୨ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗତ ସପ୍ତାହରେ ଏକ ପିଚୁପଡିଆ ରାସ୍ତାରେ ଗୋଟିଏ ମହାବଳ ବାଘ ବୁଲୁଥିବା ଭିଡିଓ ଭାଇରାଲ ହୋଇଛି। ତେବେ ଏହାକୁ ଗୁଜବ ବୋଲି ମାଲକାନଗିରି ବନାଞ୍ଚଳ ଅଧିକାରୀ ସୁଶାନ୍ତ କୁମାର ଦଳେଇ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳର ଲୋକମାନେ ଭୟଭୀତ…

ଶେଷକୃତ୍ୟ ସମ୍ପନ୍ନ ବେଳେ ମହୁମାଛି ଆକ୍ରମଣ

ନାରାୟଣପାଟଣା,୭ା୪(ଡି.ଏନ.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ବାଲିପେଟା ଗ୍ରାମ ଶ୍ମଶାନରେ ଗୁରୁବାର ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ହୋଇଛନ୍ତି। ଜଣେ ସମ୍ପର୍କୀୟଙ୍କ ଶେଷକୃତ୍ୟ ସମ୍ପନ୍ନ ଲାଗି ଗ୍ରାମବାସୀ ଶ୍ମଶାନରେ ଏକାଠି ହୋଇଥିଲେ। ଜୁଇରେ ଅଗ୍ନି ସଂଯୋଗ ବେଳେ ପାଖରେ ଥିବା…

ଗଞ୍ଜେଇ ଚାଲାଣ ବେଳେ ଗୋଲୁର ସରପଞ୍ଚ ଗିରଫ

କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ଥାନା ଅଞ୍ଚଳରୁ ଆନ୍ଧ୍ର ପ୍ରଦେଶ ଦେଇ ଝାଡଖଣ୍ଡ ଗଞ୍ଜେଇ ଚାଲାଣ ବେଳେ ସୋମବାର ଆନ୍ଧ୍ରର ଆରକୁ ପୋଲିସ ଚଢାଉ କରି ୬୮୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସଂପୃକ୍ତ ଜଣେ…

ନବଗଠିତ ଜିଲା ଉଦ୍‌ଘାଟନ କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୫ା୪(ଡି.ଏନ୍‌.ଏ.):ପଡ଼ୋଶୀ ଆନ୍ଧ୍ରପ୍ରଦେଶ ପକ୍ଷରୁ ନବଗଠିତ ୧୩ ଜିଲାକୁ ସୋମବାର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ. ଜଗନମୋହନ ରେଡ୍ଡୀ ଉଦ୍‌ଘାଟନ କରିଛନ୍ତି। ପୂର୍ବରୁ ଆନ୍ଧ୍ର ଅଧୀନରେ ଥିବା ୧୩ଟି ଜିଲାକୁ ବିଭାଜନ କରି ୨୬ ଜିଲା କରାଯାଇଛି। ଏହାର ଉଦ୍‌ଘାଟନ ଉତ୍ସବ ୧୨ ଦିନ ଧରି…

ଚାକିରି ଦେବାକୁ କହି ଠକେଇ: ୫ ଗିରଫ

ଦାମନଯୋଡି,୪ା୪(ଡି.ଏନ.ଏ.): ନାଲକୋ ଠିକାଦାରଙ୍କ ଅଧୀନରେ ଚାକିରି ଦେବାକୁ କହି ଠକେଇ କରିବା ଅଭିଯୋଗରେ ୫ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଅରୋଶ୍ରୀ ସ୍କିଲ ଡେଭଲପମେଣ୍ଟ ସେଣ୍ଟରର ସନ୍ତୋଷ ବରାଡ, ରାୟଗଡ଼ାର ସୁଧୀର ଚୌଧୁରୀ, ସୁନୀଲ ଚୌଧୁରୀ, ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri