କୋରାପୁଟ

ପିସି ନ ଦେଲେ କାମ ହେଉନି

ଦଶମନ୍ତପୁର, ୬ା୧୨ ( ଡି.ଏନ.ଏ):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ପିସି କାରବାର ଖୁଲୁମଖୋଲା ଭାବେ ଚାଲିଛି। ଯେ କୌଣସି କାର୍ଯ୍ୟରେ ପିସି ନ ଦେଲେ କିଛି ହେଉନି। ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ କାର୍ଯ୍ୟ କରିଥିବା ଠିକାଦାରଙ୍କ ଅର୍ଥରୁ ୧୦ ପ୍ରତିଶତ…

ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ହୋଇଛି ବ୍ୟବସ୍ଥା

ସୁନାବେଡ଼ା/ସେମିଳିଗୁଡ଼ା,୩ା୧୨(ସ୍ବ.ପ୍ର.): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ କୋରାପୁଟ ଜିଲା। ସେମିଳିଗୁନା ବ୍ଲକ ଅନ୍ତର୍ଗତ ଦୁଧାରି ପଞ୍ଚାୟତର ପୁଟସିଲ ଓ ଫୁଲବନ୍ଧ ମଧ୍ୟରେ ଥିବା ପର୍ବତ ହେଉଛି ଗିର୍ଲିମାଳି। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଓଡ଼ିଶା ସରକାର ଗତବର୍ଷ ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ।…

ଗ୍ୟାସ୍‌ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଗାଡ଼ି ଚଳାଚଳ ବନ୍ଦ

ପଟ୍ଟାଙ୍ଗି,୩୦ା୧୧(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଜୁଗଡ଼ା-ତେଲରାଇ ଗ୍ରାମ ମଝି ଜାତୀୟ ରାଜପଥରେ ମଙ୍ଗଳବାର ଏକ ଏଚ୍‌ପି ଗ୍ୟାସ ଟ୍ୟାଙ୍କର ଓଲଟି ପଡିଛି। ସେଥିରୁ ଗ୍ୟାସ ଲିକ୍‌ କରୁଥିବାରୁ ଉକ୍ତ ରାସ୍ତାରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ କୌଣସି ଗାଡି…

ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର: ଆନ୍ଧ୍ର-କୋରାପୁଟକୁ ଗାଡ଼ି ଚଳାଚଳ ଠପ୍‌

ପଟ୍ଟାଙ୍ଗି,୨୯।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ରାଲେଗଡ଼ା ପଞ୍ଚାୟତର ରାଜୁଗୁଡା ଓ ତେଲରାଇ ଦୁଇ ଗ୍ରାମ ମଝିରେ ମଙ୍ଗବାର ଏକ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଛି। ଭାରସାମ୍ୟ ହରାଇ ଟ୍ୟାଙ୍କରଟି ଓଲଟିଥିବା ଜଣାପଡ଼ିଛି। ଏ ନେଇ ଆନ୍ଧ୍ର-କୋରାପୁଟ ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଛି।…

ଡିସେମ୍ବର ପ୍ରଥମ ସପ୍ତାହରେ ମଣ୍ଡି ଆରମ୍ଭ କରିବାକୁ ଦାବି

ଜୟପୁର, ୨୮ା୧୧ (ନି.ପ୍ର.): କୃଷକ କଲ୍ୟାଣ ମଞ୍ଚ ପକ୍ଷରୁ ଜୟପୁରସ୍ଥିତ ଜିଲା ଯୋଗାଣ ଅଧିକାରୀ ପ୍ରଦୀପ ପଣ୍ଡାଙ୍କୁ ମଞ୍ଚ ସମ୍ପାଦକ ତଥା ଡିଏଲପିସି ସଭ୍ୟ ନରେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଚାଷୀମାନେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ରରେ ଧାନ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଏଆର୍‌ଆଇ

କୋରାପୁଟ,୨୬ା୧୧(ସ୍ବ.ପ୍ର.): କୋରାପୁଟ ବ୍ଲକର ସୁକୁ ପଞ୍ଚାୟତରେ ଏକ ଜମି ପଟ୍ଟା କରାଇ ଦେବା ପାଇଁ ଲାଞ୍ଚ ନେଉଥିବାବେଳେ ଶନିବାର ଜଣେ ସହକାରୀ ରାଜସ୍ବ ନିରୀକ୍ଷକ (ଏଆର୍‌ଆଇ) ଜୟପୁର ଭିଜିଲାନ୍ସ ବିଭାଗ ଦ୍ୱାରା ଧରା ପଡ଼ି କୋର୍ଟଚାଲାଣ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ,…

ଜାଡରେ ଥରୁଛି କୋରାପୁଟ ମାଳଭୂମି

କୋରାପୁଟ,୨୧ା୧୧(ସ୍ବ.ପ୍ର.):ହାଡଭଙ୍ଗା ଶୀତରେ ଏବେ ଥରୁଛି କୋରାପୁଟ ମାଳଭୂମି ା ଏପରି ଶୀତ ଏକ ସପ୍ତାହକ ଧରି ଲାଗି ରହିଛି। ରବିବାର ଜିଲାର ସେମିଳିଗୁଡା ତାପମାତ୍ରା ସର୍ବନିମ୍ନ ୮ ଡିଗ୍ରୀ ସେଲସିୟସ ତଳକୁ ଖସି ଆସିଥିବା ଜିଲା ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।…

ଶହୀଦଙ୍କ ମାଟିରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ

ବୈପାରିଗୁଡା,୨୧ା୧୧ (ଡି.ଏନ୍‌.ଏ.):ଶହୀଦ୍‌ ଲକ୍ଷ୍ମଣ ନାୟକ ଦେଶ ପାଇଁ ବଳି ଦେଇଥିଲେ। ମାତ୍ର ତାଙ୍କ ଜନ୍ମମାଟି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର ତେନ୍ତୁଳିଗୁମ୍ମାରେ ହୋଇପାରିନି ଶିକ୍ଷାର ବିଶେଷ ବିକାଶ। ଏଠାରେ କଲ୍ୟାଣ ବିଭାଗ ଦ୍ବାରା ପରିଚାଳିତ ଆବାସିକ ବିଦ୍ୟାଳୟରେ ଶିକ୍ଷାବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି।…

ଗାଁକୁ ନାହିଁ ପକ୍କା ରାସ୍ତା, ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର, ୧୯।୧୧( ଡି.ଏନ୍‌.ଏ ): ଦେଶ ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ଏଭଳି ଅନେକ ଗ୍ରାମ ରହିଛି ଯେଉଁଠାରେ ପକ୍କାରାସ୍ତା ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ। ପଞ୍ଚାୟତରୁ ଆରମ୍ଭ କରି ବ୍ଲକ, ଜିଲା ଏବଂ ରାଜ୍ୟ ପ୍ରଶାସନକୁ ରାସ୍ତା ଓ ଅନ୍ୟ ମୌଳିକ…

କଥା ଦେଇ ପ୍ରତିଶ୍ରୁତି ପୂରଣ କଲେ ସରପଞ୍ଚ

ଦଶମନ୍ତପୁର,୧୫ା୧୧ (ଡି.ଏନ୍‌.ଏ.): ଅନେକେ ଅଛନ୍ତି ନିର୍ବାଚନ ସମୟରେ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇ ରଖନ୍ତି ନାହିଁ। ମାତ୍ର ଏଭଳି କିଛି କମ ରାଜନେତା ଅଛନ୍ତି ଯେଉଁମାନେ ପ୍ରତିଶ୍ରୁତି ଦେଇ ତାହାକୁ ରଖନ୍ତି। ସେହିପରି ପ୍ରତିଶ୍ରୁତି ପାଳନ କରିଥିବା ଜଣେ ମହିଳା ହେଲେ କୋରାପୁଟ…

ରାସ୍ତାରୋକୋ ସ୍ଥଳରୁ ୪ ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ

ମାଥିଲି,୧୪ା୧୧ (ଡି.ଏନ.ଏ.): କୋରାପୁଟ ଜିଲା ମାଳିପଦର ଜଙ୍ଗଲରେ ଗତ ୧୦ ତାରିଖରେ ହୋଇଥିବା ଏନକାଉଣ୍ଟରରେ ମାଲକାନଗିରି ଜିଲାର ମୃତ ଧନ କମାରଙ୍କ ପରିବାର ଲୋକେ ଓ ସର୍ଗିଗୁଡା ଗ୍ରାମବାସୀ ନ୍ୟାୟ ପାଇଁ ରବିବାରଠାରୁ ମାଲକାନଗିରି-ଜୟପୁରକୁ ସଂଯୋଗ କରୁଥିବା ୩୨୬ ନଂ. ଜାତୀୟ…

୧୮ରେ ମାଓବାଦୀଙ୍କ କୋରାପୁଟ, ମାଲକାନଗିରି ବନ୍ଦ ଡାକରା

ମାଲକାନଗିରି,୧୪ା୧୧(ଡି.ଏନ.ଏ.): କୋରାପୁଟ ଜିଲା ମାଳିପଦର ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଯବାନଙ୍କ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ପୋଲିସ ପକ୍ଷରୁ କୁହାଯାଉଥିବା ବେଳେ ସୋମବାର ଏହାକୁ ବିରୋଧ କରି ମାଓବାଦୀ ସଙ୍ଗଠନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?