ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା
କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ା ସୂଚନା ଯୋଗ୍ୟ, କୋରାପୁଟ ମିଶନ...
ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ
କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି। ଶୁକ୍ରବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍ପି ବରୁଣ...
କୋଟିଆର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୯ଟି ପ୍ରକଳ୍ପର ଶୁଭାରମ୍ଭ
କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିି ା ଏଥିମଧ୍ୟରେ ୧୩...
ବଦଳିଲେ କୋରାପୁଟ ଜିଲାପାଳ
ଭୁବନେଶ୍ୱର/ପଟ୍ଟାଙ୍ଗୀ,୫।୨(ବ୍ୟୁରୋ/ ଡି.ଏନ୍.ଏ.): କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଅବଦାଲ ଅକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ତର କଟକ...
ଓଡ଼ିଶାରେ ଆନ୍ଧ୍ର କରୁଛି ନିର୍ବାଚନ
ପଟ୍ଟାଙ୍ଗୀ,୩ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ଲାଗିଥିବା ବିବାଦ ଏଯାଏ ତୁଟିନାହିଁ। ଏପରି ସ୍ଥଳେ ଓଡ଼ିଶା ସରକାର ପଞ୍ଚାୟତରେ କିପରି ବିକାଶମୂଳକ କାର୍ଯ୍ୟ ହୋଇପାରିବେ ସେନେଇ...
ଶୁକ୍ରିଗୁଡ଼ା: ଚୁଆପାଣିରେ ଯେଉଁଠି ଜୀବନ ବଞ୍ଚେ
କୋରାପୁଟ, ୨।୨(ସ୍ବ.ପ୍ର.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗା ପଞ୍ଚାୟତର ଶୁକ୍ରିଗୁଡା ଗ୍ରାମର ଗାଦବା ସାହି ଲୋକେ ପାନୀୟ ଜଳ ପାଇଁ ନାହିଁ ନ ଥିବା ଅବସ୍ଥା ଭୋଗୁଛନ୍ତି। ଏଠାରେ ୧୬ଟି ଆଦିବାସୀ କନ୍ଧ ସମ୍ପ୍ରଦାୟର ପରିବାର ସବୁ କ୍ଷେତ୍ରରେ ଅବହେଳିତ...
ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍ଅପ୍ ଭ୍ୟାନ୍ ଓଲଟି ୯ମୃତ
କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍ଅପ୍ ଭ୍ୟାନ୍ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନଙ୍କ ପରିଚୟ ମିଳି...
‘କୋରାପୁଟ ଜିଲାର ବିକାଶ ଏବେ ଶୀର୍ଷରେ’
କୋରାପୁଟ,୨୬ା୧: ଭାରତର ସ୍ବାଧୀନତା ଆନ୍ଦୋଳନରେ କୋରାପୁଟ ଜିଲାର ଅବଦାନ ଅତୁଳନୀୟ। କୋରାପୁଟସ୍ଥିତ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହା କହିଛନ୍ତି। ମନ୍ତ୍ରୀ ଜାତୀୟ ପତାକା...
ପଦ୍ମଶ୍ରୀ ପାଇବେ ରାୟଗଡ଼ାର ଶାନ୍ତି ଦେବୀ
ରାୟଗଡ଼ା ଅଫିସ/ଗୁଣପୁର୨୫ା୧: ଅବିଭକ୍ତ କୋରାପୁଟ ଜିଲାର ପରିଚିତ ନାମ ଶାନ୍ତି ଦେବୀ। ଦୀର୍ଘ ୭ ଦଶନ୍ଧି ଧରି ସେ ନିଜକୁ ସମାଜସେବା କ୍ଷେତ୍ରରେ ସମର୍ପଣ କରିଛନ୍ତି। ସେ ସମ୍ମାନଜନକ ପଦ୍ମଶ୍ରୀ ଉପାଧି ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୮୭ ବର୍ଷୀୟା...
୧୦ମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ
ଜୟପୁର,୨୨ା୧: କୋରାପୁଟ ଜିଲାର ଏକ ସେବାଶ୍ରମ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା...
ଗଛ ଉପରେ ଭାଲୁ
ବୋରିଗୁମ୍ମା,୨୨ା୧: କ୍ରମାଗତ ଭାବେ ଜଙ୍ଗଲ ନଷ୍ଟ ଏବଂ ଖାଦ୍ୟାଭାବ ଯୋଗୁ ବିଭିନ୍ନ ସମୟରେ ବନ୍ୟଜନ୍ତୁ ଜନବସତି ଆଡକୁ ମୁହାଁଉଛନ୍ତି। ଫଳରେ ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସେପରି ଏକ ପରିବେଶ ଦେଖିବାକୁ ମିଳିଛି କୋରାପୁଟ...
ଧାନ ଉଠୁନି, ଶୀତ କାକରରେ ଜଗିଛନ୍ତି ଚାଷୀ
କୁନ୍ଦୁରା,୨୨।୧(ଡି.ଏନ.ଏ.): କୋରାପୁଟ ଜିଲାରେ ଚଳିତ ଖରିଫ ଋତୁରେ ଅମଳ ପରେ ୨୫ ପ୍ରତିଶତ ଧାନ ଚାଷୀ ବିକ୍ରି କରିଥିବା ବେଳେ ୭୫ ପ୍ରତିଶତ ଧାନକୁ ଦୀର୍ଘ ଏକ ମାସ ହେବ ମଣ୍ଡିରେ ପଡିରହିଛି। ଚାଷୀ ଅସହ୍ୟ ଥଣ୍ଡାରେ ଧାନ ଜଗିଛି...
Archives


