୪ ବର୍ଷର ରୁଦ୍ରାଂଶଙ୍କୁ ୨ ରୌପ୍ୟ ପଦକ
ସୁନାବେଡା,୧୪ା୨(ସ୍ବ. ପ୍ର.) ହାଲ୍ ସୁନାବେଡା ଟାଉନଶିପର ୪ ବର୍ଷ ବୟସର ରୁଦ୍ରାଂଶ କୁମାର ସାମଲ ଏକାଦଶ ଅଖିଳ ଭାରତ ଓପନ କରାଟେ ଚାମ୍ପିୟନଶିପ-୨୦୨୧ ପ୍ରତିଯୋଗିତାରେ ୨ଟି ରୌପ୍ୟ ପଦକ ଜିତିଛନ୍ତି। ଏହି କୃତିତ୍ୱ ହାସଲ କରିବାରେ ଓଡ଼ିଶାରେ ସେ ହେଉଛନ୍ତି ସର୍ବ…
ଅଭିଯୁକ୍ତଙ୍କୁୁ ଗିରଫ କରିବା ନାଁ ଧରୁନି ପୋଲିସ
ପଟ୍ଟାଙ୍ଗୀ,୧୩।୨(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ପୁକାଲି ସଦର ପଞ୍ଚାୟତରେ ବସବାସ କରୁଥିବା ୧୦ଟି ପରିବାରଙ୍କୁ ଅତର୍କିତ ଆକ୍ରମଣ ଘଟଣାର ଏଯାଏ ପୋଲିସ ତଦନ୍ତ କରୁନାହିଁ। ଏନେଇ ଥାନାରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ…
ସମଲେଶ୍ୱରୀ ଏକ୍ସପ୍ରେସ୍ରେ ସଂଯୋଗ ହେବ ଅଧିକ କୋଚ୍
କୋରାପୁଟ,୧୩।୨(ସ୍ବ.ପ୍ର.): ୱାଲ୍ଟିୟର ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆର୍ଏମ୍) ଅନୁପ ଶତପଥୀ ଶନିବାର କୋରାପୁଟ ଗସ୍ତରେ ଆସି କୋରାପୁଟ-ରାୟଗଡ଼ା ରେଳପଥ ପରିଦର୍ଶନ କରିବା ସହ ବିଭିନ୍ନ ଷ୍ଟେଶନରେ କିପରି ଯାତ୍ରୀଙ୍କୁ ସେବା ମିଳୁଛି ସେ ନେଇ ବିଭାଗୀୟ ଅଧିକାରୀ ଓ ଯାତ୍ରୀମାନଙ୍କ ସହିତ…
ଲକ୍ଷ୍ୟଠାରୁ ଦୂରେଇ ଯାଉଛି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର
କୁନ୍ଦୁରା,୧୩।୨( ଡି.ଏନ. ଏ.)- କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଗୋଟିଏ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୩ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ବ୍ଲକରେ ନିଯୁକ୍ତ ସମସ୍ତ ଡାକ୍ତର ବର୍ତ୍ତମାନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିବା ବେଳେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକ ଖାଲି ପଡିଛି। ଫଳରେ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ଜଙ୍ଗଲୀ କନ୍ଦା
କୋରାପୁଟ,୧୩।୨(ସ୍ବ.ପ୍ର.) କୋରାପୁଟର ଆଦିମ ଜନଜାତି ବ୍ୟବହାର କରୁଥିବା ଜଙ୍ଗଳୀ କନ୍ଦା ଚାଷ ମାଟି ଆଳୁଠାରୁ ଅଧିକପୃଷ୍ଟିକର ଓ ପୋଷକଯୁକ୍ତ। ଜଙ୍ଗଲୀ କନ୍ଦା ଆଦିବାସୀମାନଙ୍କୁ ଖାଦ୍ୟ, ପୃଷ୍ଟିସାର ଯୋଗାଇବା ସହିତ ରୋଗ ପ୍ରତିରୋଧକ ଶକ୍ତି ବଢାଇବ ବୋଲି କହିଛନ୍ତି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଓଡ଼ିଶାର ଜୈବ…
କୋଟିଆରେ ପୋଲିସର ଫ୍ଲାଗ୍ମାର୍ଚ୍ଚ
ପଟ୍ଟାଙ୍ଗୀ,୧୨ା୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ସବୁ ଦଳ ମଧ୍ୟରେ ସେତିକି ତତ୍ପରତା ପ୍ରକାଶ ପାଉଛି। ଏକ୍ଷେତ୍ରରେ ମଧ୍ୟ ପ୍ରଶାସନ ପଛରେ ପଡିନାହିଁ। ଶୁକ୍ରବାର ପ୍ରଶାସନ ପକ୍ଷରୁ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆରେ ନିର୍ବାଚନ ସ୍ଥିତି ପରଖାଯିବା…
କୋଟିଆରେ ଓଡ଼ିଶା ପୋଲିସର ଫ୍ଲାଗ ମାର୍ଚ୍ଚ
କୋରାପୁଟ,୧୧।୨(ସ୍ବ.ପ୍ର.): କୋଟିଆରେ ଓଡ଼ିଶା ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି। କୋଟିଆବାସୀଙ୍କ ମନୋବଳ ସୁଦୃଢ଼ କରିବା ପାଇଁ ଓ ଆନ୍ଧ୍ରପ୍ରଦେଶର ଅବାଧ ପ୍ରବେଶ ଉପରେ ରୋକ ଲଗାଇବାକୁ ଓଡ଼ିଶା ପୋଲିସ ପକ୍ଷରୁ ଏପରି ପନ୍ଥା ଆପଣାଯାଇଛି। ଏଥିସହ ସମ୍ବେଦନଶୀଳ ବୁଥ୍ ଉପରେ…
କୋରାପୁଟ ଗସ୍ତରେ ପୋଲିସ ଡିଜି
କୋରାପୁଟ,୧୧।୨(ସ୍ବ.ପ୍ର.): କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ ବଂଶଲ। ଡିଜିଙ୍କ ସହିତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଜିଲାରେ ମାଓବାଦୀ ସ୍ଥିତିର ସମୀକ୍ଷା କରିବା ସହ ଆଗକୁ କିଭଳି ସୂଚାର ରୂପେ ପଞ୍ଚାୟତ ନିର୍ବାଚନ ସମ୍ପାଦନ ହୋଇପାରିବ…
ଶ୍ରେଣୀଶିକ୍ଷା ବଢ଼ାଇଛି ଉତ୍ସାହ
କୋରାପୁଟ୍/ମାଲକାନଗିରି/ନବରଙ୍ଗପୁର, ୯।୨(ସ୍ବ.ପ୍ର./ଡି.ଏନ୍.ଏ./ବି.ପ୍ର.) ରାଜ୍ୟରେ ସୋମବାରଠାରୁ ବିଦ୍ୟାଳୟଗୁଡିକ ଖୋଲିଛି। ଅନ୍ଲାଇନ ବଦଳରେ ଛାତ୍ରୀଛାତ୍ରମାନେ ଶ୍ରେଣୀଗୃହରେ ଶିକ୍ଷାଲାଭ କରିଛନ୍ତି। ଏହା ସେମାନଙ୍କ ମଧ୍ୟରେ ପାଠପଢା ପ୍ରତି ଆଗ୍ରହ ସୃଷ୍ଟି କରିଛି। ଦୀର୍ଘ ଦିନ ପରେ ସହପାଠୀଙ୍କ ଗହଣରେ ପାଠ ପଢିବା ସେମାନଙ୍କ ମନରେ ଖୁସି…
ଗଞ୍ଜେଇ ଚାଲାଣ କରୁଥିଲେ କଲେଜ ଛାତ୍ର
କୋରାପୁଟ,୭।୨(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଅଞ୍ଚଳରୁ କୋରାପୁଟକୁ ଗଞ୍ଜେଇ ଚାଲାଣ ବେଳେ ଲମତାପୁଟ ପୋଲିସ ଗଞ୍ଜେଇ ସହ ୩ଟି ବାଇକ୍ ଜବତ କରିଛି। ପୋଲିସ ଘଟଣାର ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପାଡୁଆ ଗ୍ରାମର ବାବୁଲା ବାଟଗରିଆ,…
ରାଜପଥ ପାର୍ଶ୍ୱରେ ଗଦା ହୋଇଛି ମାଟି, ଯାତାୟାତରେ ସମସ୍ୟା
ପଟ୍ଟାଙ୍ଗୀ, ୭ା୨(ଡି.ଏନ୍.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ଜାତୀୟ ରାଜପଥ କଡ଼ରେ ମାଟି ଗଦାହୋଇ ରହିଛି। ଫଳରେ ରାତିରେ ଲୋକେ ଯାତାୟାତରେ ସମସ୍ୟାରେ ପଡୁଛନ୍ତି। ବିଭିନ୍ନ ସମୟରେ ବାଇକ୍ ଚାଳକମାନେ ଦୁର୍ଘଟଣାର…
ଜୟପୁରରେ ଅର୍ଦ୍ଧନମିତ ହେଲା ଜାତୀୟ ପତାକା
ଜୟପୁର, ୭ା୨ (ନି.ପ୍ର.) ସ୍ବର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ବିୟୋଗରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ପରେ ଜୟପୁର ମୁଖ୍ୟ ଟ୍ରାଫିକ ଛକରେ ଥିବା ୧୧୦ ଫୁଟ ଉଚ୍ଚତାର ଜାତୀୟ ପତାକାକୁ ଅର୍ଦ୍ଧନମିତ କରାଯାଇଛି। ୨ ଦିନ ଧରି ଜାତୀୟ ପତାକା…
Archives


