କୋରାପୁଟ

ପୂଜାରିଗୁଡ଼ା ପଞ୍ଚାୟତ ସମିତି ଆସନରେ ଦ୍ୱିମୁଖୀ ଲଢ଼େଇ

ବୈପାରିଗୁଡା,୭ା୨ (ଡି.ଏନ୍‌.ଏ.): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବୈପାରିଗୁଡା ବ୍ଲକ ପୂଜାରିଗୁଡା ପଞ୍ଚାୟତ ସମିତି ସଭ୍ୟ ଆସନରେ ଦ୍ୱିମୁଖୀ ଲଢ଼େଇ ହେବା ନେଇ ଆକଳନ କରାଯାଉଛି। ବୈପାରୀଗୁଡା ପଞ୍ଚାୟତଠାରୁ ଅଲଗା ହୋଇ ନୂତନ ଭାବେ ଗଠିତ ହୋଇଥିବା ଏହି ପୂଜାରିଗୁଡା ପଞ୍ଚାୟତର…

ଭୁଲ୍‌ ତଥ୍ୟ ଯୋଗୁ ଧାନ ବିକ୍ରି କରିପାରିଲେନି ଚାଷୀ

ବୈପାରିଗୁଡ଼ା,୬ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ କେନ୍ଦୁଗୁଡା ପଞ୍ଚାୟତ କଦମଗୁଡା ଗ୍ରାମର ଚାଷୀ ମୁଦି ତଲିଆ ା ମଣ୍ଡିରେ ଖରିଫ ଧାନ ବିକ୍ରି ପାଇଁ ସେ ବୈପାରିଗୁଡ଼ା ଲ୍ୟାମ୍ପସରେ ପଞ୍ଜୀକରଣ କରିଥିଲେ ା ମଣ୍ଡିରେ ୮୦ କୁଇଣ୍ଟାଲ ଧାନ ବିକ୍ରି ଲାଗି…

ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା

ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ ହେଉଛି। ୬୦ ପରିବାର ଆଦିବାସୀ କନ୍ଧ ଓ ଅନ୍ୟ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା…

ବୈପାରିଗୁଡା: ବ୍ଲକ ଅଧ୍ୟକ୍ଷ ଆସନକୁ ଅଙ୍କକଷା

ବୈପାରିଗୁଡା,୨ା୨ (ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ବ୍ଲକ ଅଧ୍ୟକ୍ଷ ଆସନକୁ ନେଇ ବୈପାରିଗୁଡା ବ୍ଲକରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ଆସନ ପାଇଁ କୌଣସି ଦଳୀୟ ଚିହ୍ନରେ ପ୍ରାର୍ଥୀମାନେ…

ସୁନାଚୋରି ଘଟଣାରେ ଆଇଆଇସି ନିଲମ୍ବିତ

କୋରାପୁଟ/ନାରାୟଣପାଟଣା,୨ା୨(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଥାନା ଆଇଆଇସି ରଞ୍ଜିତ୍‌ ସାହୁଙ୍କୁ ବୁଧବାର ଡିଜିପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଲକ୍ଷ୍ମୀପୁର ଷ୍ଟେଟ୍‌ବ୍ୟାଙ୍କ ଲକରରୁ ସୁନା ଚୋରି ଘଟଣାରେ ସୁନା କିଣିଥିବା ଲୋକଙ୍କୁ ଖସି ପଳାଇବାରେ ଆଇଆଇସି ସାହୁ ସହାୟତା କରିଥିବାରୁ ତାଙ୍କ ବିରୋଧରେ…

ନାରାୟଣପାଟଣା ଆଇଆଇସି ନିଲମ୍ବିତ

ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍‌ବିଆଇ ବ୍ୟାଙ୍କ ଲକର୍‌ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୋରାପୁଟ ଏସ୍‌ପି ସୂଚନା ଦେଇଛନ୍ତି। ସୁନା କ୍ରୟକାରୀଙ୍କ ଫେରାର ପଛରେ…

ତେନ୍ତୁଳିଗୁମ୍ମା ପଞ୍ଚାୟତ ସରପଞ୍ଚ, ସମସ୍ତ ଓ୍ବାର୍ଡମେମ୍ବର, ସମିତିସଭ୍ୟ ଅପ୍ରତିଦ୍ୱନ୍ଦ୍ୱୀ

ବୈପାରିଗୁଡ଼ା, ୩୦ା୧(ଡି.ଏନ୍‌.ଏ.) ବୈପାରିଗୁଡ଼ା ବ୍ଲକରେ ୨୪ ତାରିଖରେ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବୈପାରିଗୁଡ଼ା ବ୍ଲକରେ ୨୦ ପଞ୍ଚାୟତ ରହିଛି। ୧୦ ଲେଖାଏ ପଞ୍ଚାୟତକୁ ନେଇ ଜିଲା ପରିଷଦ ଜୋନ୍‌-୧ ଓ…

ନୂତନ ରେଳପଥ ପାଇଁ ଜମି ଅଧିଗ୍ରହଣ କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

କୋରାପୁଟ,୩୦ା୧(ସ୍ବ.ପ୍ର.) କୋରାପୁଟସ୍ଥିତ ଜିଲାପାଳଙ୍କ ସଭା ଗୃହରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି) ଏ. ଅପାଙ୍ଗ ଆଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆର୍‌ଡିସି କୋରାପୁଟ, ନବରଙ୍ଗପୁର, ମାଲକାନାଗିରି ଜିଲାର ବିଭିନ୍ନ ରାଜସ୍ବ ମାମଲାର ସମୀକ୍ଷା କରିଛନ୍ତି। ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କୋରାପୁଟ…

ଲୋକଙ୍କ କାମରେ ଲାଗୁନି ପୌର ପରିଷଦ ଗୋଷ୍ଠୀ ଶୌଚାଳୟ

ସୁନାବେଡ଼ା,୨୬।୧(ସ୍ବ.ପ୍ର.) – ସୁନାବେଡ଼ା ପୌର ପରିଷଦ ପକ୍ଷରୁ ଜାନିଗୁଡ଼ା ଗ୍ରାମର ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ସହ ସାଧାରଣ ଲୋକଙ୍କ ସୁବିଧା ନିମନ୍ତେ ଗୋଟିଏ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଥିଲା । ମାତ୍ର ନିର୍ମାଣ ଶେଷ ହେବାର ୬ବର୍ଷ ବିତିଯାଇଥିଲେ ମଧ୍ୟ…

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.):  କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ ପୂର୍ବରୁ ସବିନା ବୁଡିଆ, ଟିକାଇ ଗେମେଲ ଓ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ସ୍ବାଧୀନ…

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା। ଏହାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ୍‌ ଖାନୱିଲକର ଓ ବିଚାରପତି ସିଟି ରବି କୁମାରଙ୍କ…

କୋରାପୁଟ: ଯାଞ୍ଚ ବେଳେ ୪୭୬ ପ୍ରାର୍ଥିପତ୍ର ନାକଚ

କୋରାପୁଟ,୨୪।୧(ସ୍ବ.ପ୍ର.) କୋରାପୁଟ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଦାଖଲ ହୋଇଥିବା ନାମାଙ୍କନପତ୍ରଗୁଡିକର ଯାଞ୍ଚ ପ୍ରକ୍ରିୟା ରବିବାର ଶେଷ ହୋଇଛି। ୪୭୬ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ନାକଚ ପ୍ରାର୍ଥତ୍ପତ୍ର ମଧ୍ୟରେ ୱାର୍ଡମେମ୍ବର ୨୭୫, ସରପଞ୍ଚ ୧୫୧, ସମିତିସଭ୍ୟ ୪୦ ଏବଂ ୧୦ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri