କୋରାପୁଟ

ବିଭାଗ ନୀରବ, ନିମ୍ନମାନର କାର୍ଯ୍ୟ କରୁଛନ୍ତି ଠିକାଦାର

ଦଶମନ୍ତପୁର, ୨୩ା୧ ( ଡି.ଏନ୍‌.ଏ. ) ଆରମ୍ଭରୁ ନିମ୍ନମାନର ରାସ୍ତା ନିର୍ମାଣ କରୁଛନ୍ତି ଠିକାଦାର। ସରକାରୀ ନିୟମ ଅନୁସାରେ କାମ କରିବାକୁ କହିଲେ ଶୁଣୁନାହାନ୍ତି। ଏଭଳି ଅଭିଯୋଗ କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ।…

ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…

ଉଲ୍ଲଂଘନ ହେଉଛି ନିର୍ବାଚନ ଆଦର୍ଶ ଆଚରଣ ବିଧି

ସେମିଳିଗୁଡା/ସୁନାବେଡ଼ା, ୨୩|୧ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଏବଂ ସୁନାବେଡ଼ା ମ୍ୟୁନିସିପାଲିଟିର କେତେକ ସ୍ଥାନରେ ହୋର୍ଡ଼ିଂ ଲାଗିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇସାରିଛି। ଏହି ହୋର୍ଡିଂଗୁଡିକୁ କାଢିବା ଲାଗି ନିର୍ବାଚନ କମିଶନର…

କୋଟିଆରେ ଆନ୍ଧ୍ରର ସାଲୁର ବିଧାୟକ କଲେ ନିର୍ମାଣାଧିନ କାର୍ଯ୍ୟର ତଦାରଖ

ପଟ୍ଟାଙ୍ଗୀ,୨୧ା୧(ଡି.ଏନ.ଏ.): କୋଟିଆ ପଞ୍ଚାୟତରେ ସର୍ବସମ୍ମତି ଭିତ୍ତିରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ଦେବାକୁ କୋରାପୁଟରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏପଟେ ଆନ୍ଧ୍ରର ସାଲୁର ବିଧାୟକ ପିଡିକା ରାଜନା ଦୋରା ନେରିଡିବାଲସା ଗ୍ରାମରେ ଅନୁପ୍ରବେଶ କରି ଆନ୍ଧ୍ର ପକ୍ଷରୁ ଚାଲିଥିବା ବିଭିନ୍ନ…

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…

ନିର୍ବାଚନ ନୁହେଁ, ସହମତିରେ ଚୟନ

କୋରାପୁଟ,୨୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତରେ ନିର୍ବାଚନ ହେବ ନାହିଁ। ସହମତିଭିତ୍ତିରେ ଜନପ୍ରତିନିଧି ଚୟନ ହେବେ ବୋଲି କୋରାପୁଟସ୍ଥିତ ଏକ ହୋଟେଲରେ ଗୁରୁବାର ସନ୍ଧ୍ୟାରେ ବସିଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲା ବିଜେଡି ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀଙ୍କ…

ବ୍ୟାଙ୍କ ଶାଖା ପରିଚାଳକ ନିଲମ୍ବିତ

କୋରାପୁଟ,୨୦।୧(ସ୍ବ.ପ୍ର.) ଲକ୍ଷ୍ମୀପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ସୁନା ଚୋରି ଘଟଣାରେ ଅଧିକ ପଚରାଉଚରା ପାଇଁ ଅଭିଯୁକ୍ତ ଶେଖର କୁଲଦିପିଆଙ୍କୁ ପୋଲିସ ରିମାଣ୍ଡରରେ ଆଣିଥିବା ବେଳେ ବୁଧବାର ଶାଖା ପରିଚାଳକ ସୁଧାଂଶୁ ଶେଖର ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ା ନଭେମ୍ବର ୩୦ରେ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆଦିବାସୀ ମାନ୍ୟତା

ପଟ୍ଟାଙ୍ଗୀ,୨୦।୧(ଡି.ଏନ୍‌.ଏ.) ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୁଧବାର ଆଦିବାସୀ ମାନ୍ୟତା ଦାବି ଉଠାଇଛି ଦୋରା ମହାସଂଘ। ମହାସଂଘ ଜିଲା ସଭାପତି ବୈଦ୍ୟନାଥ ଗେମେଲ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦଳୀୟ ନେତାମାନେ ନିର୍ବାଚନ ସମୟ ଆସିଲେ ଭୋଟ ହାତେଇବା ଲାଗି ପ୍ରତିଶ୍ରୁତି ଦେଇ…

ଭୋଟର ତାଲିକାରୁ ପୂର୍ବତନ ସରପଞ୍ଚଙ୍କ ନାମ ଗାଏବ; ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସି ଫେରିଲେ

ଦଶମନ୍ତପୁର,୨୦।୧ ( ଡ଼ି.ଏନ୍‌.ଏ. )  କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡା ପଞ୍ଚାୟତ ଭିତରବାଗ୍ରି ଗ୍ରାମର ପୂର୍ବତନ ସରପଞ୍ଚଙ୍କ ନାମ ଭୋଟର ତାଲିକାରେ ନାହିଁ। ଫଳରେ ସେ ଭୋଟ ଦେବାକୁ ଆସି ନିରାଶ ହୋଇ ଫେରିଛନ୍ତି। ସେ ହେଲେ ଲଖେଶ୍ବରୀ ମୁଦୁଲି।…

ନାରାୟଣପାଟଣାରୁ ପ୍ରାର୍ଥିପତ୍ର ଦାଖଲ କଲେ ନାଚିକା ଲିଙ୍ଗା, ପୁଅ ରବିନାଚିକା

କୋରାପୁଟ,୨୦।୧(ସ୍ବ.ପ୍ର.)  ନାମାଙ୍କନପତ୍ର ଦାଖଲର ତୃତୀୟ ଦିନରେ କୋରାପୁଟ ଜିଲାରେ ମୋଟ ୧୫୪୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜିଲାରେ ଜିଲା ପରିଷଦ ଜୋନ ପାଇଁ ୧୫ ଜଣ , ସମିତିସଭ୍ୟ ପାଇଁ ୨୨୫ ଜଣ, ସରପଞ୍ଚ ପାଇଁ ୩୦୪ ଜଣ ଏବଂ ୱାଡସଭ୍ୟ…

ବ୍ୟାଙ୍କରେ ୨୦ ଘଣ୍ଟା ଲୁଚିଥିଲେ ଅଭିଯୁକ୍ତ

କୋରାପୁଟ (ସ୍ବ.ପ୍ର.)/ଲକ୍ଷ୍ମୀପୁର (ଡି.ଏନ୍‌.ଏ.), ୧୭ା୧: କୋରାପୁଟ ଜିଲା ଲକ୍ଷ୍ମୀପୁରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ଶାଖାରୁ ସୁନା ଚୋରି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଚୋରି କରିବା ଲାଗି ଅଭିଯୁକ୍ତ ଜଣକ ଘଟଣା ଦିନ ଅପରାହ୍ନ ୩ଟାରୁ ଏହା ପରଦିନ ବ୍ୟାଙ୍କ…

ଦୋଷୀ କର୍ମଚାରୀଙ୍କୁ ଘଣ୍ଟଘୋଡ଼ା

ବୈପାରିଗୁଡ଼ା,୧୬।୧(ଡି.ଏନ୍‌.ଏ.)  କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର କସମଗୁଡ଼ା ଗ୍ରାମର କେତେଜଣ ହିତାଧିକାରୀଙ୍କ କାଳିଆ, ପିଏମ୍‌ କିଷାନ ଯୋଜନା ଅର୍ଥ ପ୍ରଦାନରେ ବାଟମାରଣା ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବୁଧବାର କୋରାପୁଟ ଡିଭିଜନ ପକ୍ଷରୁ ଏହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri