କୋରାପୁଟ

କୋରାପୁଟରେ ସର୍ବଦଳୀୟ ବୈଠକ

କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ କୋଟିଆ…

ଦିନିକିଆ କୋରାପୁଟ ଗସ୍ତରେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୬।୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଯାଇଛନ୍ତି। ସେଠାରେ ସେ ପହଞ୍ଚି ଆଦିବାସୀଙ୍କ ବିକାଶ ନେଇ ସ୍ଥାନୀୟ ବିଭାଗୀୟ ଅଧକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ସେହିପରି ଜିଲାରେ ଏକଲବ୍ୟ ବିଦ୍ୟାଳୟ…

ପୋଖରୀରେ ବୁଡ଼ିଗଲେ ୨ ଶିଶୁ

ବୈପାରିଗୁଡ଼ା,୫ା୧୧ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ରାମଗିରି ଫାଣ୍ଡି ମାଠପଡା ପଞ୍ଚାୟତର ଗଇପଦର ଗ୍ରାମରେ ଶୁକ୍ରବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଲକ୍ଷ୍ମଣ ଗୋଲରିଙ୍କ ଝିଅ ମଙ୍ଗଳଦେଈ ଗୋଲରି (୬) ଏବଂ କେଶବ ଖିଲଙ୍କ…

କୋଟିଆର ବିଭିନ୍ନ ଗ୍ରାମଛକରେ ଫଳକ ଲଗାଇଲା ପ୍ରଶାସନ

ପଟ୍ଟାଙ୍ଗୀ, ୨୮।୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଲାଗିରହିଛି। ବିଭିନ୍ନ ସମୟରେ ଉଭୟ ରାଜ୍ୟର ଜିଲା ପ୍ରଶାସନ କୋଟିଆରେ ନିଜ କାର୍ଯ୍ୟକ୍ରମ ଜାରି ରଖିଛନ୍ତି।…

ସୀମାନ୍ତ ପଞ୍ଚାୟତରେ ବୁଲୁଛନ୍ତି ଆନ୍ଧ୍ର ଏଜେଣ୍ଟ

ପଟ୍ଟାଙ୍ଗୀ, ୨୪।୧୦(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନରେ ଥିବା ୧୪ରୁ ୮ଟି ପଞ୍ଚାୟତ ଆନ୍ଧ୍ର ରାଜ୍ୟ ସୀମାନ୍ତକୁ ଲାଗି ରହିଛି। କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିଜର ଜବରଦଖଲ ଜାହିର କରୁଛି। ଅନ୍ୟ ପଞ୍ଚାୟତଗୁଡ଼ିକରେ ମଧ୍ୟ ଅନୁପ୍ରବେଶ କରିବାକୁ ପଛଘୁଞ୍ଚା ଦେଉନି।…

କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ

କୋରାପୁଟ,୧୯। ୧୦ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅଧିକାରୀମାନେ ପଶି ବିଭିନ୍ନ କାର୍ଯ୍ୟ କରୁଥିବା ଘଟଣା ନେଇ ଗତ ବୁଧବାର ଆନ୍ଧ୍ରର ପାର୍ବତୀପୁରମ ପିଓ ଆଇଟିଡିଏ କୋର୍ମନାଥ ଫଗୁଣସିନେରି ଗ୍ରାମରେ ପହଞ୍ଚତ୍ ଗ୍ରାମବାସୀଙ୍କ ସହ ଆଲୋଚନା କରୁଥିବା ବେଳେ ପଟ୍ଟାଙ୍ଗୀ…

ସ୍ବାମୀ- ସ୍ତ୍ରୀ ମଧ୍ୟରେ ବଚସା: ବ୍ରିଜ ଉପରୁ ଡେଇଁପଡ଼ିଲେ ସ୍ତ୍ରୀ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅଧୀନ ପାତାଳି ନଦୀ ବ୍ରିଜ ଉପରୁ ଡେଇଁ ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ପାଡୁଆ ଥାନା ଅଧୀନ କୁକୁଡ଼ାପକ୍ଷୀ ଗ୍ରାମର ଜଗବନ୍ଧୁ ଖରାଙ୍କ ସ୍ତ୍ରୀ ପଦ୍ମା ଖରା(୪୦)। ପ୍ରାପ୍ତ…

ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ: ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ

କୋରାପୁଟ, ୧୪।୧୦(ସ୍ବ.ପ୍ର.): ଓଡ଼ିଶାରେ ରହି ରାଜ୍ୟ ବିରୋଧରେ ଷଡ଼ଯନ୍ତ୍ର କରୁଥିବା ଦଲାଲମାନଙ୍କୁ ଜାତୀୟ ସୁରକ୍ଷା ଅଧିନିୟମରେ ଗିରଫ କରାଯାଉ ବୋଲି ଗୁରୁବାର ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ତଥା କୋରାପୁଟ ଜିଲା ବିଜେଡି ସଭାପତି ଇଂ. ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଦାବି…

ପଞ୍ଚାୟତ ନିର୍ବାଚନରେ ଭୋଟ ଦେବାକୁ ମନା କରୁଛନ୍ତି ଗ୍ରାମବାସୀ

ପଟ୍ଟାଙ୍ଗୀ,୧୨ା୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତର ଫଗୁଣସିନେରି ଗ୍ରାମବାସୀ ଆନ୍ଧ୍ର ସହ ଅଛୁ ଓ ରହିବୁ ବୋଲି ମତ ଦେଇଛନ୍ତି। ଏପରିକି ଆଗାମୀ ଦିନରେ ଓଡ଼ିଶାରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ…

ମୋବାଇଲ ଛଡେଇ ନେବାରୁ ଜୀବନ ହାରିଲା ପୁଅ

କୋରାପୁଟ, ୧୨ା୧୦(ସ୍ବ.ପ୍ର.): କୋରାପୁଟ ସହରର ଗୌତମନଗରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋବାଇଲ ଖେଳ ପାଇଁ ଜଣେ ନାବାଳକଙ୍କ ଜୀବନ ଯାଇଛି। ପରିବାର ଲୋକେ ମୋବାଇଲ ନ ଦେବାରୁ ସେ ଆତ୍ମହତ୍ୟା କରିଛନ୍ତି। ସେ ହେଉଛନ୍ତି ଗୌତମନଗର ନିବାସୀ ଶ୍ରୀନିବାସ…

୧୨ ଘଣ୍ଟା ହେଲା ବିଦ୍ୟୁତ୍‌ ବିଚ୍ଛିନ୍ନ

କୋରାପୁଟ, ୧୦।୧୦(ସ୍ବ.ପ୍ର.): କୋରାପୁଟରେ ରବିବାର ସକାଳ ୮ରୁ ରାତି ୭ଟା ୪୫ ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ କରାଯାଇଥିଲା। ଏଥିଯୋଗୁ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇଥିଲା। ଏପରିକି ମେଡିକାଲ କଲେଜ ବ୍ଲଡ ବ୍ୟାଙ୍କରେ ରୋଗୀସେବା ପ୍ରଭାବିତ ହୋଇଥିଲା। ସୁନାବେଡା ଅଞ୍ଚଳରେ ଥିବା ବିଦ୍ୟୁତ୍‌…

ସୁନାଦୋକାନ ଉପରେ ୨୨ ଲକ୍ଷ ଜରିମାନା

ଜୟପୁର, ୮ା୧୦ (ନି.ପ୍ର.): ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ଏକ ସୁନା ଦୋକାନ ଉପରେ ଚଢ଼ାଉ କରି ୨୨ ଲକ୍ଷ ୪୨ ହଜାର ଟଙ୍କା ଜରିମାନା କରିଛି ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ସୁନା କିଣାବିକାରେ ହେରଫର ଯୋଗୁ ମୟୂରୀ ସୁନାଦୋକାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri