ପଞ୍ଚାୟତ ନିର୍ବାଚନ ଅଣ୍ଟା ଭିଡ଼ା, ଗୁରୁମନ୍ତ୍ର ଦେଲେ ବିଧାୟକ
କୁନ୍ଦୁରା,(ସନ୍ତୋଷ ପ୍ରହରାଜ)୧୧/୧: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁଷାଙ୍ଗଗୁଡା କୋଲାବ ସେତୁ ନିକଟରେ କୁନ୍ଦୁରା ମଣ୍ଡଳ ସଭାପତି ପଦ୍ମନାଭ ବିଷୋୟୀଙ୍କ ନେତୃତ୍ୱରେ ଆଠ ପଞ୍ଚାୟତର କର୍ମୀଙ୍କୁ ନେଇ ବୈଠକ ଅନୁଷ୍ଠିତ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କୋଟପାଡ଼ ବିଧାୟକ ରୂପୁ…
ଆମ୍ବ ଗଛ ପଡ଼ି ଭାଙ୍ଗିଲା ୩ ଘର, ବିଦ୍ୟୁତ୍ ଖୁଣ୍ଟ: ଅନ୍ଧାରରେ ଗାଁ
ନନ୍ଦପୁର,୧୧ା୧(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ଜବାଗଡ ଗ୍ରାମରେ ମଝିରେ ଥିବା ଏକ ଆମ୍ବ ଗଛ ଭାଙ୍ଗି ପଡିବାରୁ ୩ ଘରର ଛପର ନଷ୍ଟ ହେବା ସହ ପାର୍ଶ୍ୱରେ ଥିବା ୩ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଇଛି।…
ରୌପ୍ୟ ପଦକ ହାତେଇ ଜିଲା ପାଇଁ ଗୌରବ ଆଣିଲେ ହରପ୍ରିୟା
କୋରାପୁଟ,୧୦।୧(ଅମିତାଭ ବେହେରା): ଭୁବନେଶ୍ୱର ସରକାରୀ ଦକ୍ଷତା ବିକାଶ ମହାବିଦ୍ୟାଳୟରେ ଆୟୋଜିତ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେଇଥିବା କୋରାପୁଟ ଜିଲା ଦାମନଯୋଡ଼ିର ଛାତ୍ରୀ ହରପ୍ରିୟା ସାମଲ ଦ୍ୱିତୀୟ ହୋଇଛନ୍ତି। ଏହି କୃତିତ୍ୱ ପାଇଁ ତାଙ୍କୁ ରୌପ୍ୟ ପଦକ ମିଳିଛି। ଶୁକ୍ରବାର ଲୋକସେବା…
ସ୍କୁଲ ପରିସରରୁ ୩ ଛାତ୍ରୀ ନିଖୋଜ ଘଟଣା: ୫ ଘଣ୍ଟା ପରେ ଏକ କୁଡ଼ିଆରୁ…
ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ଗତକାଲିଠୁ ନିଖୋଜ ଥିବା ୩ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ୫ ଘଣ୍ଟା ପରେ ନିକଟସ୍ଥ ଏକ ଗ୍ରାମର ରାସ୍ତାକଡରେ ଥିବା ଏକ ଝୁମ୍ପୁଡି କୁଡ଼ିଆରେ ଆଶ୍ରୟ ନେଇଥିଲେ ଛାତ୍ରୀମାନେ।ପୋଲିସ…
ବିଦ୍ୟାଳୟ ପରିସରରୁ ୩ ଛାତ୍ରୀ ନିଖୋଜ, ଅପରାହ୍ନ ୪ଟା ବେଳେ…
ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ବ୍ଲକ ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ୩ ଛାତ୍ରୀ ନିଖୋଜ। ନିଖୋଜ ୩ ଜଣ ଛାତ୍ରୀ ତୃତୀୟ ଶ୍ରେଣୀରେ ପାଠପଡୁଥିଲେ। ଖ୍ରୀଷ୍ଟମାସ ଛୁଟିରେ ଘରକୁ ଯାଇଥିଲେ ଏମାନେ। ଶୁକ୍ରବାର ଅପରାହ୍ନ ୩.୩୦ ମିନିଟ୍ରେ ତାଙ୍କ…
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ମେଧାବୀ ଛାତ୍ରଙ୍କ ଜୀବନ, ଗ୍ରାମରେ ଶୋକ
ପଟ୍ଟାଙ୍ଗି୯।୧(ଶରତ କୁମାର ଧଳ): ରାଜ୍ୟରେ ଚାଲିଛି ସଡ଼କ ସୁରକ୍ଷା ମାସ କିନ୍ତୁ ଏଠି ନିଜେ ସଚେତନ ହେଉନାହାନ୍ତି ଲୋକେ। ସଚେତନତା କରାଇବା ଦୂରର କଥା ବର୍ଷର ଆରମ୍ଭରୁ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ଗୋଟିଏ ପରେ ଗୋଟିଏ ଚାଲିଯାଉଛି ଜୀବନ ।…
ମାସକରେ ୩ ଥର ତୁଷାରପାତ: ଘରୁ ବାହାରି ପାରୁନାହାନ୍ତି ଲୋକେ
ପଟାଙ୍ଗି,୮ା୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଶୀତ ଦିନକୁ ଦିନ ବଢ଼ିବାରେ ଲାଗିଥିବାବେଳେ ଅପରାହ୍ନ ପରେ ଘରୁ ବାହାରିବା ପାଇଁ ଲୋକେ ଇଚ୍ଛା ପ୍ରକାଶ କରୁନାହାନ୍ତି। ଏହିପରି ଦୃଶ୍ୟ ବ୍ଲକରେ ଦିନେ ନୁହେଁ କି ଦୁଇଦିନ ନୁହେଁ।…
ରାଜ୍ୟ ପରିବହନ ନିଗମର ଛାଟ: କାର୍ଯ୍ୟରେ ଅବହେଳା ଯୋଗୁ ୩ ଅଧିକାରୀଙ୍କ ଦରମା ବନ୍ଦ
ଜୟପୁର,୮।୧(ପବନ ପାଣିଗ୍ରାହୀ): ତିନି ଅଧିକାରୀଙ୍କୁ ରାଜ୍ୟ ପରିବହନ ନିଗମର ଛାଟ। କାର୍ଯ୍ୟରୁ ଅନ୍ତର ସହ ପୁନଃ କାର୍ଯ୍ୟରେ ଯୋଗ ଦେବା ଯାଏ ଦରମା ବନ୍ଦ ନେଇ ନିର୍ଦ୍ଦେଶ ରାଜ୍ୟ ପରିବହନ ନିଗମ ଏମଡି ନିର୍ଦ୍ଦେଶ ଦେଇଛନ୍ତି। ତିନି ଅଧିକାରୀ ହେଉଛନ୍ତି ଈଶ୍ୱର…
୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…
କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ: ଏକାବେଳେ ଆରପାରିକୁ ଚାଲିଗଲେ ମା’ ପୁଅ
ଜୟପୁର,୬।୧(ପବନ ପାଣିଗ୍ରାହୀ): ବିଧିର ବିଧାନ। ମାଆର ମୃତ୍ୟୁ ସହି ପାରିଲେନି ପୁଅ। ହୃଦ୍ଘାତରେ ଚାଲିଗଲା ୪୫ ବର୍ଷୀୟ ପୁଅର ଜୀବନ। ଗୋଟିଏ ଘରୁ ଉଠିଲା ଦୁଇଟି କୋକେଇ। ଏଭଳି ଘଟଣା ଜୟପୁର ପରିଛା ସାହିରେ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଶୋକର…
ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍ଘାଟନ କଲେ ବିଧାୟକ
କୁନ୍ଦୁରା,୫ା୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅଧୀନରେ ରହିଥିବା ବିଭିନ୍ନ ପଞ୍ଚାୟତରେ ନୂତନ ଭାବେ ନିର୍ମିତ ଉନ୍ନୟନମୂଳକ ଯୋଜନାର ଶୁଭ ଉଦ୍ଘାଟନ କରିଛନ୍ତି କୋଟପାଡ଼ ବିଧାୟକ ରୂପୁ ଭତ୍ରା। ବିକଶିତ ଗ୍ରାମ ବିକଶିତ ଓଡ଼ିଶା ଅଧୀନରେ ରହିଥିବା ଉନ୍ନୟନମୂଳକ ଶୁଭାରମ୍ଭ…
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଗୋଟିଏ ମୋଟର ସାଇକେଲର ତିନି ଆହତ…
Archives


