ନଳକୂପ,ସୌରଚାଳିତ ପ୍ରକଳ୍ପ ଅଚଳ: ଚୁଆପାଣି ଭରସାରେ ଗ୍ରାମବାସୀ
ନନ୍ଦପୁର/ପାଡୁଆ,୧୩ା୫(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଗ୍ରାମରେ ବସବାସ କରୁଥିବା ୪୮ ପରିବାର ପାଇଁ ଥିବା ୨ଟି ନଳକୂପ ମଧ୍ୟରୁ ଗୋଟିଏ ଅଚଳ ରହିଛି। ଅନ୍ୟଟିରୁ ଗୋଳିଆ ପାଣି ବାହାରୁଛି। ସୌରଚାଳିତ ପ୍ରକଳ୍ପ ଯାନ୍ତ୍ରିକ ତ୍ରୁଟିରେ ପଡ଼ି ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି। ଗ୍ରାମବାସୀ…
ପାଡୁଆ ରାଜୀବଗାନ୍ଧୀ ସେବାକେନ୍ଦ୍ର, ୫ ଦୋକାନ ଗୃହ ଭାଙ୍ଗିବା ଘଟଣା ପଡ଼ିରହିଛି ଲକ୍ଷାଧିକ ଟଙ୍କାର ଲୁହା ସାମଗ୍ରୀ
ନନ୍ଦପୁର/ପାଡୁଆ,୧୩ା୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ପାଡୁଆ ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଓ ୫ ଦୋକାନ ଗୃହ ବେସରକାରୀ ଜମିରେ ସରକାରୀ ଅର୍ଥରେ ନିର୍ମାଣ ହୋଇଥିଲା। ଉକ୍ତ ୨ ପ୍ରକଳ୍ପ ଜମି ମାଲିକ ଭାଙ୍ଗି ନିଜ ଅକ୍ତିଆରକୁ…
କୋରାପୁଟ ବସ୍ଷ୍ଟାଣ୍ଡ ପାଲଟିଛି ଅସାମାଜିକ ଅସାମାଜିକଙ୍କ ଆଡ୍ଡାସ୍ଥଳୀ
କୋରାପୁଟ,୧୩।୫(ଅମିତାଭ ବେହେରା)-କୋରାପୁଟ ସହରର ମୁଖ୍ୟ ବସ୍ଷ୍ଟାଣ୍ଡ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାରୁ ଯାତ୍ରୀଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବସ୍ଷ୍ଟାଣ୍ଡରେ ଅସାମାଜିକ ତତ୍ତ୍ୱ ଓ ପକେଟ୍ମାରଙ୍କ ପ୍ରାର୍ଦୁଭାବ ବଢ଼ିଥିବା ଅଭିଯୋଗ ହେଉଛି। ଦୈନିକ ଜିଲା ଓ ବାହାରୁ ହଜାର ହଜାର ଯାତ୍ରୀ ଆସୁଥିବା…
୫ ପ୍ରକଳ୍ପ ଉଦ୍ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ
ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍ଘାଟନ କରିଛନ୍ତି। ୮ ଲକ୍ଷ ଟଙ୍କା ବେୟରେ ନିର୍ମିତ ବ୍ଲକ ସଦର ମହକୁମାସ୍ଥିତ ସର୍ବେଶ୍ୱର ମନ୍ଦିର ଭୋଗମଣ୍ଡପ, ଥୁବା…
ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ, ସହାୟତା ନମ୍ବରକୁ ଫୋନ କଲେ…
ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ ଦାମନଯୋଡ଼ି ଅଞ୍ଚଳରେ ବିଦ୍ୟୁତ୍ ବିଭାଗ ଏହାକୁ ଖାତିର ନ କରି ବାରମ୍ବାର ବିଦ୍ୟୁତ୍…
ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ
ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼ ନେଇଛି। ଝିଅ ଘର ପକ୍ଷରୁ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ ହେବା…
ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ
ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଶାଶୁ ଘର ଲୋକେ ବୋହୂ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା…
ରାତିସାରା ଦେଖିଲେ ଲିଆଖିଆ ଉତ୍ସବ: ସକାଳକୁ ଆସି ଦେଖିଲା ବେଳକୁ ନ ଥିଲା
ନନ୍ଦପୁର/ପାଡୁଆ, ୧୧।୫ (ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଲିଆଖିଆ ଉତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କ ବାଇକ (ନମ୍ବର- OD 10 Q 4739) କେହି ଦୁର୍ବୃତ୍ତ ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ଏନେଇ ଯୁବକ ଜଣକ ସୋମବାର ପାଡୁଆ ଥାନାରେ…
ଅନ୍ଲାଇନ୍ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍
କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍ଲାଇନ୍ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ କୋରାପୁଟ ସାଇବର କ୍ରାଇମ ଓ ଇକନୋମିକ ଅଫେନ୍ସ ଥାନା ପୋଲିସ ଆନ୍ଧ୍ରପ୍ରଦେଶ ଅଞ୍ଚଳରୁ…
ଓଲଟିଲା ଅଟୋ: ୧୦ରୁ ଊର୍ଦ୍ଧ୍ୱ ଆହତ
ନନ୍ଦପୁର,୧୦ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ହାଟପଦାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଓଡି ୧୦ ଡି ୨୮୦୮ ନମ୍ବର ବିଶିଷ୍ଟ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡ଼ିଛି। ଫଳରେ ଅଟୋରେ ଥିବା ୧୦ରୁ ଊର୍ଦ୍ଧ୍ୱ ମହିଳା…
ଅନ୍ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ
କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ କୋରାପୁଟ ସାଇବର କ୍ରାଇମ ଓ ଇକନୋମିକ ଅଫେନ୍ସ ଥାନା…
ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର
ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍ ଦେବାରେ ପଛଘୁଞ୍ଚା ଦେଉନାହିଁ ପଡୋଶୀ ଆନ୍ଧ୍ରପ୍ରଦେଶ। ଏପରି କିଛି ଘଟଣା ଆହୁରି ବିବାଦ ଆଡକୁ ଟାଣି…

