କୋଟିଆରୁ ଆନ୍ଧ୍ରକୁ ତଡ଼ିଲା ଓଡ଼ିଶା
କୋରାପୁଟ/ପଟ୍ଟାଙ୍ଗୀ,୧୦।୭: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି ଆନ୍ଧ୍ର- ଓଡ଼ିଶା ପ୍ରଶାସନ। ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର…
କଦଳୀ ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର ରାଉତ…
ଆମେ ଆନ୍ଧ୍ରରେ ମିଶିବୁ
ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ ଏଭଳି…
ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ
ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍ଆର୍-୭ ରକେଟ୍ ଉତ୍କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳର…
ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…
କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ ୨…
ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ
ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ ୧ ଟନ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ ରଖି…
ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ
କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା ଅନ୍ତର୍ଗତ…
କୋରାପୁଟ ଏମ୍ପି ଛତିଶଗଡ଼ ଇନ୍ଚାର୍ଜ
ଭୁବନେଶ୍ୱର,୩।୬: କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା…
ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଅସିଦ୍ଧ
ପଟ୍ଟାଙ୍ଗୀ,୨୨ା୫(ଡି.ଏନ.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ପୁଣି ଲାଗିଛି ଝଟକା। ଆନ୍ଧ୍ର ସରକାର ବିଗତ ଦିନରେ କରିଥିବା ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନ ପାଇଁ…
ସ୍ତ୍ରୀ, ୫ବର୍ଷର ଶିଶୁକୁ ଟାଙ୍ଗିଆରେ ହାଣି ହତ୍ୟା
ବୋରିଗୁମ୍ମା,୧୪ା୫: ସ୍ତ୍ରୀ ଏବଂ ୫ ବର୍ଷର ଶିଶୁପୁତ୍ରକୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ବି.ସିଂହପୁର ଥାନା ଅଧୀନ ହର ଗ୍ରାମରେ। ଗ୍ରାମବାସୀ ହତ୍ୟାକାରୀ ସ୍ବାମୀକୁ ବାନ୍ଧି ବି.ସିଂହପୁର ପୋଲିସ…
୯ ଦିନ ବନ୍ଦ ହେବ ହାଲ୍ ମିଗ୍ କାରଖାନା
କୋରାପୁଟ/ସୁନାବେଡ଼ା,୧୩।୫: କରୋନା ସଂକ୍ରମଣ ହାର କୋରାପୁଟ ଜିଲାରେ ବଢ଼ିଚାଲିଛି। ଏହାର ମୁକାବିଲା ନେଇ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ଏହା ସତ୍ତ୍ୱେ ସଂକ୍ରମଣ କମିବା ନାଁ ନେଉନି। ସୁନାବେଡ଼ା ହାଲ୍ ଟାଉନଶିିପ ଅଞ୍ଚଳରେ ମଧ୍ୟ କରୋନା ସଂକ୍ରମଣର ହାର ବଢ଼ିଚାଲିଛି।…
Archives


