କୋରାପୁଟ

ବରଗଛ ମୂଳେ ବ୍ୟାଙ୍କ ସେବା, ଗ୍ରାମାଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା

ପଟ୍ଟାଙ୍ଗୀ୨୩ା୫(ଡି.ଏନ.ଏ.): ବର୍ତ୍ତମାନ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟ ଅନ୍‌ଲାଇନ ମାଧ୍ୟମରେ ହେଉଛି। ଟେଲି ନେଟୱାର୍କ ସୁବିଧା ଥିବା ଅଞ୍ଚଳରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ହେଉଛି। କିନ୍ତୁ ନେଟୱର୍କ ନ ଥିବା କିମ୍ବା ସମସ୍ୟା ଉପୁଜୁଥିବା ଅଞ୍ଚଳରେ ଲୋକଙ୍କୁ ନାହିଁ ନ…

ଡଙ୍ଗା ଓଲଟି ଜଣେ ନିଖୋଜ

ଲମତାପୁଟ, ୨୩।୫(ଡି.ଏନ୍‌.ଏ.): ମାଛକୁଣ୍ଡ ନଦୀରେ ଡଙ୍ଗା ଓଲଟି ପଡ଼ିବାରୁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି । ବାଙ୍ଗୁରୁ ପଡା ଗାଁରୁ ଆନ୍ଧ୍ରପ୍ରଦେଶର ସିନ୍ଧିପୁଟ ଗାଁକୁ ଡଙ୍ଗା ସାହାଯ୍ୟରେ ଯାଉଥିବା ବେଳେ ବଡ କିଚ ନଦୀ ଘାଟରେ ଡଙ୍ଗାଟି ଓଲଟି ପଡ଼ିଥିଲା…

ବ୍ୟାଙ୍କ ଜରିଆରେ ବାର୍ଦ୍ଧକ୍ୟ ଭତ୍ତା ଏକ ପ୍ରହସନ

ବୈପାରିଗୁଡା,୨୩।୫ (ଡି.ଏନ୍‌.ଏ.): ସାମାଜିକ ସୁରକ୍ଷା ଯୋଜନାରେ ଅସହାୟ ଗରିବ ବୃଦ୍ଧାବୃଦ୍ଧଙ୍କୁ ସରକାରଙ୍କ ପକ୍ଷରୁ ବାର୍ଦ୍ଧକ୍ୟ ଭତ୍ତା ମାସିକ ୫୦୦ ଟଙ୍କା ମିଳିଥାଏ ା ଉକ୍ତ ସହାୟତା ରାଶି ପାଇବା ପାଇଁ ବୃଦ୍ଧାବୃଦ୍ଧମାନେ ପ୍ରତ୍ୟେକ ମାସରେ ଚାହିଁ ରହିଥାନ୍ତି ା ମାତ୍ର ବିଭାଗ…

ଏନ୍‌ଆଇଏଫ୍‌ଟି ପରୀକ୍ଷା ସର୍ବଭାରତୀୟ ସ୍ତରରେ କୋରାପୁଟ ଝିଅ ଅନ୍ବେଷା ଅର୍ପିତା

କୋରାପୁଟ,୨୩ା୫(ସ୍ବ.ପ୍ର.): ଏନ୍‌ଆଇଏଫ୍‌ଟି (ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫେଶନ ଟେକ୍ନୋଲୋଜି) ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୬୨ତମ ର଼୍ୟାଙ୍କ ପାଇଛନ୍ତି କୋରାପୁଟ ଝିଅ ଅନ୍ବେଷା ଅର୍ପିତା ପାତ୍ର। ଏନେଇ ଅନ୍ବେଶାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି। ଅନ୍ବେଷା ଏହି ସଫଳତାର ଶ୍ରେୟ ବାପା ଅଞ୍ଜନ…

ପାଣି ଆଣିବାକୁ ଅନ୍ୟ ସାହିକୁ ଯାଉଛନ୍ତି ଗ୍ରାମବାସୀ

ନାରାୟଣପାଟଣା ୨୨ା୫(ଡି.ଏନ୍‌.ଏ.): ଖରାର ପ୍ରକୋପ ଯେତିକି ବଢୁଛି ପାନୀୟ ଜଳ ନେଇ ସମସ୍ୟା ସେତିକି ଅଧିକ ହେଉଛି। ପାଣି ପାଇଁ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚକରି ପ୍ରକଳ୍ପ କରିଥିଲେ ମଧ୍ୟ ତାହା ଲୋକଙ୍କ କାମରେ ଆସୁ ନ…

ନଡ଼ିଆ ବୋଝେଇ ଟ୍ରକ୍‌ରୁ ୮ କୁଇଣ୍ଟାଲ ଗଞ୍ଜେଇ ଜବତ

କୋରାପୁଟ/ଜୟପୁର, ୨୨ା୫ (ସ୍ବ.ପ୍ର./ନି.ପ୍ର.): ବାହାର ରାଜ୍ୟକୁ ନଡ଼ିଆ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଜୟପୁର ଅବକାରୀ ବିଭାଗ ଏହା ଉପରେ ଚଢ଼ାଉ କରି ଧରିଛି। ଏଥିରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି ା ସେ ହେଲେ…

ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା

ଜୟପୁର, ୨୨ା୫(ନି.ପ୍ର.): ଜୟପୁରର ଐତିହାସିକ ରଥଯାତ୍ରା ନେଇ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ା ସ୍ଥାନୀୟ ପୌର ପରିଷଦର ସଭା ଗୃହରେ ହୋଇଥିବା ଏହି ବୈଠକରେ ଉପ ଜିଲାପାଳ ବେଦବର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟଅତିଥି ଭାବେ ବିଧାୟକ…

କୋଟିଆକୁ ପାଣି ଅଟକାଇଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୦।୫(ଡି.ଏନ୍‌.ଏ.):କୋରାପୁଟ ଜିଲା କୋଟିଆ ଅଞ୍ଚଳ ଗ୍ରାମପୁଞ୍ଜଗୁଡ଼ିକୁ ଆନ୍ଧ୍ର ନିଜ ଅଞ୍ଚଳ ଦାବି କରୁଥିବା ବେଳେ ପଟ୍ଟାଙ୍ଗୀ ବ୍ଲକରେ ଆନ୍ଧ୍ର ପୁଣି ଦାଦାଗିରି ଆରମ୍ଭ କରିଛି। ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ନେରିଡ଼ିବାଲସା ଗ୍ରାମରେ ଚାଲିଥିବା ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ ପ୍ରକଳ୍ପରୁ ଉତ୍ପାଦନ ୩ ଦିନ ବନ୍ଦ ରହିବ

କୋରାପୁଟ,୧୯।୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ଅନକାଡେଲିଠାରେ ଥିବା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ ୩ ଦିନ ବନ୍ଦ ରଖିବା ପାଇଁ ପ୍ରକଳ୍ପ କର୍ତ୍ତପକ୍ଷ ନିଷ୍ପତ୍ତି ନେଇଛନ୍ତି। ତେବେ ଏହି ବନ୍ଦ ଯୋଗୁ ଦୈନିକ କ୍ଷତି ୧୮ ଲକ୍ଷ ଅନୁସାରେ ମୋଟ ୫୪…

ସରକାରୀ ଅର୍ଥରେ ବେସରକାରୀ ସଂସ୍ଥାକୁ ରାସ୍ତା

ସୁନାବେଡ଼ା/ସେମିଳିଗୁଡ଼ା, ୧୯।୫ (ସ୍ବ.ପ୍ର.): ସରକାରୀ ଅର୍ଥରେ ବେସରକାରୀ ରାସ୍ତା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ ନିର୍ମାଣ ହୋଇଥିବା ଏବେ ନଜରକୁ ଆସିଛି। ୨୬ ନଂ. ଜାତୀୟ ରାଜପଥ ପାଶର୍‌ବରେ ପୌର ପରିଷଦର ମଲ୍ଟି ଫଙ୍କସନ ହଲ୍‌ ରହିଛି। ଏହା ନିକଟରେ ମା’…

ବଦଳି ସତ୍ତ୍ୱେ ଗାଦି ଛାଡୁନାହାନ୍ତି ଏବିଇଓ

ସେମିଳିଗୁଡ଼ା/ସୁନାବେଡ଼ା, ୧୯।୫(ସ୍ବ.ପ୍ର.): ଅନ୍ୟତ୍ର ବଦଳି ସତ୍ତ୍ୱେ ସେମିଳିଗୁଡ଼ା ଏବିଇଓ ଜସନ ବେନିଆ ଗାଦି ଛାଡୁନାହାନ୍ତି। ମାସେ ହେଲାଣି ସେ ବଦଳି ସ୍ଥାନକୁ ନ ଯାଇ ଏଠାରେ ଅଛନ୍ତି। ତାଙ୍କର ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌କୁ ୨୦ା୪ା୨୨ରେ ବଦଳି ହୋଇଛି। ୧୯୯୧ରେ ସେମିଳିଗୁଡ଼ା…

ଥାନାର ଦ୍ୱାରସ୍ଥ ହେଲେ ଅମଲା ସଂଘ ସଦସ୍ୟ

ଜୟପୁର,୧୬।୫(ନି.ପ୍ର.): କୋରାପୁଟ ଜିଲା ଅମଲା ସଂଘ ସଦସ୍ୟମାନେ ରବିବାର କୋରାପୁଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସଂଘର ପୁରୁଣା ସଭାପତି ଓ ସମ୍ପାଦକ ଦାୟିତ୍ୱ ହସ୍ତାନ୍ତର କରୁ ନ ଥିବା ନେଇ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, କୋରାପୁଟ ଜିଲା ଅମଲା ସଂଘ ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?