କୋଟିଆର ତିନି ଗ୍ରାମରେ ଆନ୍ଧ୍ର କରିବ ଜିଲା ପରିଷଦ ନିର୍ବାଚନ
ପଟ୍ଟାଙ୍ଗୀ,୫।୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ତିନି ଗ୍ରାମ ତଳ ଗଞ୍ଜେଇ ପଦର, ଫଗୁଣସିନେରି ଓ ଫାଟୁସିନେରିରେ ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଗତ ଫେବୃୟାରୀ୧୩ରେ କରିଥିଲା। ଏହାକୁ ନେଇ ଏବେବି ବାଦ ବିବାଦ ଲାଗିରହିଥିବାବେଳେ…
ପ୍ରବଳ ବର୍ଷା ସହ କୁଆପଥର ମାଡ଼
ଦାମନଯୋଡ଼ି,୩ା୪: କୋରାପୁଟ ଜିଲା ଦାମନଯୋଡ଼ି ଅଞ୍ଚଳରେ ଶନିବାର ଅପରାହ୍ନ ୪ଟାରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ସକାଳୁ ଆକାଶ ମେଘାଚ୍ଛନ୍ନ ଥିବାବେଳେ ଗୁଳୁଗୁଳି ଅନୁଭୂତ ହେଉଥିଲା। ତେବେ ଅପରାହ୍ନରେ ବର୍ଷା ହୋଇଥିଲା। ଏହା ଲୋକଙ୍କୁ ଗରମରୁ କିଛି ପରିମାଣରେ…
ହାଲ୍ ସହରାଞ୍ଚଳ ଜଙ୍ଗଲରେ ପୁଣି ବ୍ୟାପିଲା
ସୁନାବେଡ଼ା,୨।୪(ସ୍ବ. ପ୍ର.): ସୁନାବେଡ଼ା ହାଲ୍ ନିକଟବର୍ତ୍ତୀ ଅଞ୍ଚଳରେ ଅନେକ ଜଙ୍ଗଲ ରହିଛି। ଏହିସବୁ ଜଙ୍ଗଲରେ ବିଭିନ୍ନ ସମୟରେ ନିଆଁ ଲାଗିବା ଏବେ ପ୍ରଶାସନ ପାଇଁ ଚିନ୍ତାର ବିଷୟ ହୋଇଛି। ବୁଧବାର ହାଲ୍ର ଆର୍ ଜୋନ୍ରେ ଥିବା ଜଙ୍ଗଲରେ ନିଆଁ ଲାଗିଥିବା ବେଳେ…
ଆନ୍ଧ୍ରର ଅନୁପ୍ରବେଶ ରୋକିପାରୁନି ଓଡ଼ିଶା
ପଟ୍ଟାଙ୍ଗ,୩୧ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ଏ ଦିଗରେ ଓଡ଼ିଶା ଜିଲା ପ୍ରଶାସନ ରୋକୋ ଲଗାଇବାକୁ ବିଫଳ ହେଉଥିବାରୁ ଆନ୍ଧ୍ର ଫାଇଦା ଉଠାଉଛି। କୋଟିଆ ପଞ୍ଚାୟତର ତିନି ଗ୍ରାମ ଯଥା ତଳଗଞ୍ଜେଇପଦର, ଫଗୁଣ…
ଗାଧୋଇବାବେଳେ କେନାଲରେ ଭାସିଗଲେ
ଜୟପୁର, ୨୯।୩(ନି.ପ୍ର.) କୋରପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ପଞ୍ଚାୟତ ଦଣ୍ଡସେନାଗୁଡ଼ା ଗ୍ରାମ ନିକଟ କେନାଲରେ ଗାଧୋଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇଛନ୍ତି। ସେ ହେଲେ ଦଣ୍ଡସେନାଗୁଡ଼ାର ସମ୍ବାରୁ ଜାନି (୫୫)। ସୂଚନା ଅନୁଯାୟୀ, ସୋମବାର ସକାଳେ ସମ୍ବାରୁ ଗାଈ ଚରାଇବାକୁ ଯାଇଥିଲେ।…
ଆଧ୍ୟାତ୍ମିକ ବାତାବରଣରେ ପାଳିଲେ ହୋଲି
ସେମିଳିଗୁଡ଼ା, ୨୯।୩(ସ୍ବ.ପ୍ର.): ସେମିଳିଗୁଡ଼ା ଆର୍ଟ ଅଫ୍ ଲିଭିଂ ପରିବାର ପକ୍ଷରୁ ଶ୍ରୀ ଶ୍ରୀ ଧ୍ୟାନକେନ୍ଦ୍ରରେ ଆଧ୍ୟାତ୍ମିକ ବାତାବରଣ ମଧ୍ୟରେ ହୋଲି ଉତ୍ସବ ପାଳନ କରାଯାଇଛି। ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇ ସମୂହ ଧ୍ୟାନ କରିବା ସହ ଗୁରୁପୂଜା ଓ ସତ୍ସଙ୍ଗରେ ସାମିଲ ହୋଇଥିଲେ।…
ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଜବତ
ନନ୍ଦପୁର,୨୯।୩(ଡି.ଏନ୍.ଏ.): କୋରାପୁଟ ଜିଲା ନନ୍ଦପୁର ଥାନା ଥୁବା ପଞ୍ଚାୟତ ପରଟା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟ ରେଳ ଧାରଣାରୁ ମିଳିଛି। ମୃତକ ହେଲେ ପରଟା ଗାଁର ଗିରିଧର ଗୋଲରୀ। ମୃତଦେହ ରେଳଧାରଣା ନିକଟରେ ପଡ଼ିଥିବା ଦେଖି ଗ୍ରାମବାସୀ ପୋଲିସକୁ…
ପୃଥକ ୨ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ଗହଣା ଜବତ
କୋରାପୁଟ,୧୯।୩(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ପୋଲିସ ପୃଥକ ଦୁଇଟି ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି। ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ ପରେ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ଦୁଇ ପୃଥକ ଲୁଟ୍ ଘଟଣାର…
ଅନିନ୍ଦିତାଙ୍କୁ କବିତା ଦେଇଛି ସଫଳତା
ଜୟପୁର,୧୫ା୩ (ନି.ପ୍ର.):ଅନ୍ତର୍ଜାତୀୟ ସାହିତ୍ୟ ଦୁନିଆରେ ନିଜ ପାଇଁ ସ୍ଥାନ ତିଆରି କରୁଛନ୍ତି କୋରାପୁଟ ଜିଲା ଜୟପୁର ସହରର ଯୁବ ଲେଖିକା ଅନିନ୍ଦିତା ଜାହ୍ନବୀ ସୁଆର। ପାଠପଢା ସାଙ୍ଗକୁ କବିତା ଲେଖିବାରେ ରୁଚି ରଖୁଥିବା ଅନିନ୍ଦିତାଙ୍କ ତୃତୀୟ କବିତା ସଂକଳନ ୧୩ଟି ଦେଶରେ…
କୋରାପୁଟରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ
କୋରାପୁଟ,୧୨।୩,(ସ୍ବ.ପ୍ର): କୋରାପୁଟ ଜିଲା ପୋଲିସକୁ ଶୁକ୍ରବାର ବଡ ସଫଳତା ମିଳିଛି। ଜିଲାର ପୃଥକ ପୃଥକ ଦୁଇଟି ସ୍ଥାନରୁ ପୋଲିସ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୧ କୋଟି ୯ ଲକ୍ଷ ଟଙ୍କା…
ମନ୍ଦିର ପରିସରରେ ଆତଙ୍କ ଖେଳାଇଲେ ମହୁମାଛି
କୁନ୍ଦୁରା,୧୧ା୩: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର କୁମ୍ଭିଖାରୀ ଗ୍ରାମ ଉପକଣ୍ଠରେ ଥିବା ଶିବମନ୍ଦିର ନିକଟରେ ଗୁରୁବାର ମହୁମାଛି ଆକ୍ରମଣରେ ୩୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୫ ଜଣ ଚିକିତ୍ସିତ…
ପୂରଣ ହେଲାନି ମାଛ ଝୋଳ ଖାଇବା ଇଚ୍ଛା
ନନ୍ଦପୁର,୧୧ା୩ : କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ଥାନା ଅଧୀନ ପଡ଼ଇସିଂହ ଗ୍ରାମ ନିକଟସ୍ଥ ପାତାଳି ନଦୀର ହଳଦୀଘାଟକୁ ଗୁରୁବାର ୨ ଜଣ ନାବାଳିକା ମାଛ ଧରିବାକୁ ଯାଇ ପାଣିରେ ବୁଡ଼ିଯାଇଛନ୍ତି। ଫଳରେ ଉଭୟଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ…
Archives


