କୋରାପୁଟ

ପାଠପଢ଼ା ପାଇଁ ଜୀବନ ବାଜି

ଦଶମନ୍ତପୁର, ୨୦ା୮(ଡି.ଏନ୍‌.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ…

ମାଟି ଅତଡା ଖସି ଚାଲିଗଲା ୨ ଜୀବନ

କୋରାପୁଟ,୧୮।୮(ସ୍ବ.ପ୍ର.): କୋରାପୁଟ ଜିଲା ବୈପାରୀଗୁଡା ଗୁପ୍ତେଶ୍ୱର ମାଳିପଦର ଜଙ୍ଗଲରେ ଗୁରୁବାର ଏକ ଅଘଟଣ ଘଟିଛି। ମାଟି ଅତଡା ଖସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବା ପାଇଁ ମଙ୍ଗଳବାର…

ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍‌ସ ଏମ୍‌ଡି

କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଆର୍‌ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ କାବୁ କରିଛି। ଏଥିସହ ତାଙ୍କ…

ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର ତେଲେଙ୍ଗିରି ପ୍ରକଳ୍ପର ପ୍ରଥମ ଗୋଟିଏ ଗେଟ ଖୋଲାଯାଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି…

ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ ଭୁଶୁଡିପଡିଛି। ଏଥିଯୋଗୁ କୋରାପୁଟ ଓ ପୋଡାଗଡ଼ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। କାକିରିଗୁମ୍ମା-ଲକ୍ଷ୍ମୀପୁର-ରାୟଗଡା…

ଭୁଶୁଡିଲା ବଙ୍ଗଳାଗୁଡ଼ା ବ୍ରିଜ୍‌

କୋରାପୁଟ,୧୬।୮(ସ୍ବ.ପ୍ର.): କୋରାପୁଟ ରାୟଗଡା ୩୨୬ ନଂ ଜାତୀୟ ରାଜପଥର ବଙ୍ଗଳାଗୁଡା ଗ୍ରାମ ନିକଟରେ ଥିବା ଏକ ବଡ ବ୍ରିଜ଼ ମଙ୍ଗଳବାର ଅପରାହ୍ନରେ ହଠାତ ଭୁଶୁଡିପଡ଼ିଛି। ଫଳରେ ଏହି ରାସ୍ତାରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ରାଜପଥର ଉଭୟ ପାର୍ଶ୍ୱରେ ଶତାଧିକ…

ବଦଳୁଛି ବିଦ୍ୟାଳୟ ରୂପ, ବଦଳୁନି ଶିକ୍ଷା ବ୍ୟବସ୍ଥା

ସୁନାବେଡ଼ା,୧୪ ।୮(ସ୍ବ.ପ୍ର.): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର ଶିକ୍ଷା ଓ ଶିକ୍ଷାଦାନ ମାନ ବଦଳୁନି। କୋରାପୁଟ ବ୍ଲକ ଅଧୀନରେ ଥିବା ପଦ୍ମପୁର ଗ୍ରାମପଞ୍ଚାୟତର ନିଘାମାନିଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଏପରି ଦେଖିବାକୁ…

ରାସ୍ତା ସମସ୍ୟା ସମାଧାନ ନ ହେଲେ ଧାରଣା ଚେତାବନୀ

ଦଶମନ୍ତପୁର, ୧୩।୮(ଡି.ଏନ୍‌.ଏ.): ସ୍ବାଧୀନତାର ସାତ ଦଶନ୍ଧି ବିତିଯାଇଥିଲେ ସୁଦ୍ଧା ଏବେ ବି ଲୋକଙ୍କ ଗମନାଗମନ ନିମନ୍ତେ ସମସ୍ୟା ରହିଛି। ଦୀପ ତଳ ଅନ୍ଧାର ସଦୃଶ ବ୍ଲକ ସଦର ମହକୁମାରୁ ମାତ୍ର ଅଳ୍ପଦୂରରେ ଅବସ୍ଥିତ ଗାଁକୁ ଯିବା ପାଇଁ ନାହିଁ ପକ୍କାରାସ୍ତା l…

ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁନି, କମୁଛନ୍ତିି ପିଲା

ଦଶମନ୍ତପୁର,୧୨ା୮(ଡି.ଏନ.ଏ.):ନିୟମିତ ଭାବେ ବିଦ୍ୟାଳୟ ଆସୁନାହାନ୍ତି ଶିକ୍ଷକ। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଦେବା ଲାଗି ପ୍ରଦାନ କରାଯାଉଥିବା ଅଣ୍ଡା ହଡ଼ପ କରାଯାଉଥିବାରୁ ବିଦ୍ୟାଳୟ ଆସିବା ପ୍ରତି ସେମାନଙ୍କ ଆଗ୍ରହ କମିଯାଉଛି। ଫଳରେ ପିଲାଙ୍କ ଭବିଷ୍ୟତ ଅନ୍ଧାରମୁହଁା ହେଉଛି। ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାଙ୍କୁ ବିଦ୍ୟାଳୟରେ ଶିକ୍ଷାଦାନ ପରିବର୍ତ୍ତେ…

କାଦୁଅରେ ୫ ଖଣ୍ଡ ଗାଁ

ଦଶମନ୍ତପୁର, ୧୨ା୮ ( ଡି.ଏନ.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡା ସଦର ପଞ୍ଚାୟତ ଠାରୁ ଝୋପରାପଦର ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାଦୁଅ ହୋଇ ଏକ ପ୍ରକାର ମରଣଯନ୍ତା ପାଲଟିଛି । ଝୋପରାପଦର ଗ୍ରାମ ଫୁଲବେଡ଼ା ଛକଠାରୁ…

କୋରାପୁଟରେ ପ୍ରବଳ ବର୍ଷା: ୩ ଦିନରେ ଭାଙ୍ଗିଲାଣି ୧୩୪ ଘର

କୋରାପୁଟ,୧୦ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଗତ ୩ ଦିନରେ ଜିଲାରେ ମୋଟ୍‌ ୧୩୪ଟି ଘର ଭାଙ୍ଗି ଯାଇଥିବା ବୁଧବାର ଜିଲା ଜରୁରୀ ଅଧିକାରୀ ଜ୍ଞାନଜ୍ୟୋତି ତ୍ରିପାଠୀ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ସୋମବାର ଜିଲାରେ ୧୮ଟି ଘର…

କୋରାପୁଟରେ ୮୭୦.୮ ମିମି ବର୍ଷା

କୋରାପୁଟ,୯।୮(ସ୍ବ.ପ୍ର.):କୋରାପୁଟ ଜିଲାରେ ଗତ ସୋମବାର ୮୭୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୪ ମିମି ବର୍ଷା ହୋଇଥିବାବେଳେ ଲକ୍ଷ୍ମୀପୁର ବ୍ଲକରେ ସର୍ବନିମ୍ନ ୬ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?