କୋରାପୁଟ

ମା’ଙ୍କ ମୃତ୍ୟୁ ପରେ ଶିଶୁକନ୍ୟାଙ୍କୁ ବିକ୍ରି

କୋରାପୁଟ ,୧୨ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରୁ ଶୁକ୍ରବାର ଏକ ଶିଶୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଶିଶୁକନ୍ୟାଙ୍କ ବାପା କହିଛନ୍ତି ଯେ, ତାଙ୍କ ଝିଅକୁ ବିକ୍ରି କରିଦିଆଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ…

ପ୍ରେମିକାଙ୍କୁ ଅସଦାଚରଣ କରିବାରୁ ଗାଡ଼ି ଚାଳକଙ୍କୁ ହତ୍ୟା

ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍‌ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍‌ ଭଡ଼ା ନେଇ କୋରାପୁଟ ଆସିଥିବା ପ୍ରେମୀ ଯୁଗଳ ହିଁ ସୁଧୀର ସାହୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି କୋରାପୁଟ…

ପୋଲ ନିର୍ମାଣ ଦାବିରେ ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋରାପୁଟ,୧୦।୨(ସ୍ବ.ପ୍ର.) : କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମାଳିମୁଣ୍ଡାଠାରୁ ଡୁମୁରିଗୁଡା ଗ୍ରାମ ମଧ୍ୟରେ ଏକ ପୋଲ ନିର୍ମାଣ ଦାବିରେ ଡୁମୁରିଗୁଡ଼ା ଗ୍ରାମବାସୀ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଏଯାଏ ଡମୁରିଗୁଡ଼ା ଏକ ଅପହଞ୍ଚ ଅଞ୍ଚଳ…

ଟିକା ନେଲେ କୋରାପୁଟ ନୂତନ ଜିଲାପାଳ

କୋରାପୁଟ,୧୦।୨(ସ୍ବ.ପ୍ର.): ସରକାରଙ୍କ ପକ୍ଷରୁ କୋଭିଡ୍‌ ମହାମାରୀ ବିରୋଧରେ ବର୍ତ୍ତମାନ ସାରାଦେଶରେ ଟିକାକରଣ ଅଭିଯାନ ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର କୋରାପୁଟର ନୂତନ ଜିଲାପାଳ ମହମ୍ମଦ ଅବଦୁଲ ଅକ୍ତାର କୋଭିଡ ଟିକା ନେଇ ସରକାରଙ୍କ ଏହି ଟିକାକରଣ ଅଭିଯାନକୁ ଆଗକୁ ନେବା ସହ…

ଆନ୍ଧ୍ର ପକ୍ଷରୁ ଓଡ଼ିଶାରେ ୩ ଗ୍ରାମକୁ ନେଇ ପଞ୍ଚାୟତ ନିର୍ବାଚନ: ୨ ସରପଞ୍ଚ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ପଟ୍ଟାଙ୍ଗୀ,୯ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ୩ଟି ଗ୍ରାମକୁ ନେଇ ଆନ୍ଧ୍ର ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରୁଛନ୍ତି। ଏଥିପାଇଁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ତେବେ ଦୁଇଟି ପଞ୍ଚାୟତରେ ସରପଞ୍ଚଠାରୁ ଆରମ୍ଭ କରି…

ଦାୟିତ୍ୱ ଗ୍ରହଣ କଲେ କୋରାପୁଟ ନୂତନ ଜିଲାପାଳ

କୋରାପୁଟ,୮।୨(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାର ନୂତନ ଜିଲାପାଳ ଭବେ ମହମ୍ମଦ ଅବଦୁଲ ଅକ୍ତାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବତନ ଜିଲାପାଳ ମଧୁସୂଦନ ମିଶ୍ରଙ୍କ ଠାରୁ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ପିଡି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର…

ଆନ୍ଧ୍ର ନିର୍ବାଚନରେ ଭାଗ ନେବେ ନାରାୟଣପାଟଣାର ୫ ସୀମାନ୍ତ ଗ୍ରାମର ବାସିନ୍ଦା

ନାରାୟଣପାଟଣା/କୋରାପୁଟ, ୮ା୨: କୋରାପୁଟ ଜିଲା କୋଟିଆକୁ ନେଇ ଏବେ ଚର୍ଚ୍ଚା ଥମି ନ ଥିବା ବେଳେ ଜିଲାର ନାରାୟଣପାଟଣା ବ୍ଲକର ଆନ୍ଧ୍ର ସୀମାନ୍ତ ୫ଟି ଗ୍ରାମର ଗ୍ରାମବାସୀ ଏବେ ଆନ୍ଧ୍ରମୁହାଁ ହୋଇଛନ୍ତି। ଆନ୍ଧ୍ର ସରକାରଙ୍କ ପକ୍ଷରୁ ହେଉଥିବା ପଞ୍ଚାୟତ ନିର୍ବାଚନରେ ସେମାନେ…

ରାଜ୍ୟ ବୟନଶିଳ୍ପ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ବାଇକ୍‌ ଚାଳକ ଗୁରୁତର

କୋରାପୁଟ, ୭ା୨: କୋରାପୁଟ-ବୋରିଗୁମ୍ମା ଭାୟା ରାଣୀଗଡ଼ ୩୨୬ ନମ୍ବର ରାଜପଥ ଛର୍ତଲା ନିକଟରେ ରବିବାର ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କାର ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ମନ୍ତ୍ରୀଙ୍କ ଗାଡି ଚାଳକ ଆହତ…

‘ମାଓବାଦୀଙ୍କ ଗତିବିଧି ଦୁର୍ବଳ ହୋଇଛି’

କୋରାପୁଟ,୭ା୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତ କରି ନବନିର୍ମିତ ସଶସ୍ତ୍ର ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଅଞ୍ଚଳର ଆଇନଶୃଙ୍ଖଳା, ମାଓବାଦୀ ଦମନ ଏବଂ ଗଞ୍ଜେଇ ଚୋରାଚାଲାଣ ଉପରେ ସେ ସମୀକ୍ଷା କରିଥିଲେ। ଗଞ୍ଜେଇ ଚୋରାଚାଲାଣ ରୋକିବାରେ…

କୋରାପୁଟ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ

କୋରାପୁଟ,୭।୨(ସ୍ବ.ପ୍ର.): ରବିବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଦିନିକିଆ କୋରାପୁଟ ଜିଲା ଗସ୍ତରେ ଆସି କୋରାପୁଟଠାରେ ନବନିର୍ମିତ ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏଥିସହ ଏଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଜିଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଆୟୋଜିତ ସଭାରେ ମାଓବାଦୀ ଦମନ,…

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ା ସୂଚନା ଯୋଗ୍ୟ, କୋରାପୁଟ ମିଶନ କମ୍ପାଉଣ୍ଡ…

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି। ଶୁକ୍ରବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟିପାଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri