ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ମୁଣ୍ଡ ଜାମିନ ପାଇଁ ଘୋଷଣା ହୋଇଥିଲା ୪ ଲକ୍ଷ ଟଙ୍କା
କୋରାପୁଟ,୨ା୧୨(ସ୍ବ.ପ୍ର.): ବୁଧବାରଠାରୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଥିବାବେଳେ ମାଓବାଦୀଙ୍କ ଟପ୍ ନେତା ତଥା ଏଓବିଏସଜେଡସିର କେନ୍ଦ୍ରୀୟ କମିଟିର ବରିଷ୍ଠ ନେତା ରାମକ୍ରୀଷ୍ଣାଙ୍କ ଅଙ୍ଗରକ୍ଷୀ ତଥା ଏସିଏମ ର଼୍ୟାଙ୍କର ରାମେ ମାଡକାମୀ କୋରାପୁଟ ଜିଲା ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ପାଖରେ…
୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ
କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ ଟଙ୍କାର ନକଲି ନୋଟ ଜବତ କରାଯାଇଛି । ଘଟଣାରେ ଜଣକୁ ଗିରଫ କରାଯାଇଥିବା ଜଣାପଡ଼ିଛି…
କୋରାପୁଟ ଜିଲାରେ ଭାରତ ବନ୍ଦ ପ୍ରଭାବ: ଯାନବାହନ ଚଳାଚଳ ଠପ୍
କୋରାପୁଟ,୨୬।୧୧(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁ କୋରାପୁଟ ଜିଲାରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି । ଯାନବାହନ ଚଳାଚଳ ଠପ୍…
୨ କୁଇଣ୍ଟାଲ ଗଞ୍ଜେଇ ଜବତ: ୪ ଗିରଫ
ଜୟପୁର,୨୦ା୧୧(ଡି.ଏନ.ଏ)-କୋରାପୁଟ ଜିଲା ଜୟପୁର ସଦର ଥାନା ପକ୍ଷରୁ ଚଢାଉ କରାଯାଇ ୨ କୁଇଣ୍ଟାଲ ୫୭ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ବୌଦ ସଦରଥାନା କୁସୁମଝୁଲି ଗ୍ରାମର ଡ୍ରାଇଭର ସ୍ବାଧୀନ ନାୟକ…
ଗଞ୍ଜେଇ ମାଫିଆ ଗିରଫ, ୩ଲକ୍ଷ ୩୦ ହଜାର ଜବତ
ଜୟପୁର, ୧୪।୧୧ (ଡି.ଏନ୍.ଏ.) କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜେଇ ମାଫିଆ ଇମ୍ରାନ ଖାଁ ଓରଫ ରାଜା(୨୪)ଙ୍କୁ ବୋରିଗୁମ୍ମା ଥାନା ଅଧୀନ କୁନ୍ଦରୀଗୁଡା ଗ୍ରାମରୁ ଗିରଫ କରିଛି। ତାଙ୍କ ନିକଟରୁ ୩ଲକ୍ଷ ୩୦ ହଜାର…
୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୬ ଗିରଫ
ଜୟପୁର, ୧୨ା୧୧ (ନି.ପ୍ର./ଡି.ଏନ.ଏ.)-ଜୟପୁର ସଦର ପୋଲିସ ଗୁରୁବାର ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍ ଉପରେ ଚଢାଉ କରିଛି ା ମାମଲାରେ ବିହାର, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାରର ସେନୁ…
ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ
ଜୟପୁର, ୧୦।୧୧(ନି.ପ୍ର.): କୋରାପୁଟ -ଜୟପୁର ମଝିରେ ମାନବାର ଷ୍ଟେଶନ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ହୋଇଛି। ଏଥିଯୋଗୁ ଟ୍ରେନ୍ର ୧୨ଟି ବଗି ଲାଇନ୍ଚ୍ୟୁତ ହୋଇଯାଇଛି। ଛତିଶଗଡ଼ କିରଣ୍ଡୁଲରୁ ବିଶାଖାପାଟଣା ଅଭିମୁଖେ ଟ୍ରେନ୍ଟି ଯାଉଥିଲା। ତେବେ ଲାଇନ୍ଚ୍ୟୁତର…
ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ
କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି…
ବ୍ରିଜ୍ରୁ ପାତାଳି ନଦୀକୁ ଖସି ୨ ମୃତ
କୋରାପୁଟ,୫।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ପାଡୁଆଠାରେ ମଙ୍ଗଳବାର ରାତିରେ ଏକ ବ୍ରିଜ୍ ନିକଟରେ କାର- ଓ ଅଟୋ ମୁହାଁମୁହିଁ ହୋଇ ଗାଡି ୨ଟି ପାତାଳୀ ନଦୀ ଭିତରକୁ ଖସିପଡିଛି। ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ପ୍ରତୀକ୍ଷା ଶର୍ମା (୨୪) ଓ…
ଜେଲ ଗଲେ କଲେଜ ଅଧ୍ୟକ୍ଷ
ସୁନାବେଡା,୪ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଜୁନିୟର ମହିଳା ମହାବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ କଲେଜ ଅଧ୍ୟକ୍ଷ ପବିତ୍ର କୁମାର ବେଦାନ୍ତ ମଙ୍ଗଳବାର ଗିରଫ ହୋଇଛନ୍ତି। ୨୦୧୮ରୁ ଅଧ୍ୟକ୍ଷ ତାଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଇ…
ଅନକାଡେଲି ଅଞ୍ଚଳରୁ ୧.୫ କୋଟି ଟଙ୍କାର ଗଞ୍ଜେଇ ଜବତ
କୋରାପୁଟ/ଲମତାପୁଟ,୧ା୧୧(ସ୍ବ.ପ୍ର.)-କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନକାଡେଲି ପଞ୍ଚାୟତର ହନୁମାଳ ଗ୍ରାମରେ ରବିବାର ପୋଲିସ ଚଢାଉ କରି ୮କୁଇଣ୍ଟାଲ ୧୨ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ଦେଢ କୋଟି ଟଙ୍କା ହେବ ବୋଲି ଜଣାଯାଇଛି ।…
ଜଲାପୁଟ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
କୋରାପୁଟ,୨୮ା୧୦: କୋରାପୁଟ ଜିଲାର ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗାବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଥିବା ବେଳେ ମଙ୍ଗଳବାର ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବାବେଳେ ବୁଧବାର ପୁଣି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ା ଏହି…
Archives


