କୋରାପୁଟରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା
କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ଗୁରୁବାର ୩୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨୪ ପୁରୁଷ ଏବଂ ୧୨ ଜଣ ମହିଳା ଅଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୬ ଜଣ, ପୂର୍ବ…
ସମ୍ପର୍କୀୟଙ୍କ ମୃତଦେହ ସଂସ୍କାର କରିବାକୁ ଆସି କୋଲାବ ଜଳଭଣ୍ଡାରରେ ବୁଡ଼ିଗଲେ ବୃଦ୍ଧ
କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କୋରାପୁଟ ଓଡ୍ରାଫ୍ ଟିମ୍ ପକ୍ଷରୁ ଗୁରୁବାର ସକାଳେ ଜଳଭଣ୍ଡାରରେ ଦୀର୍ଘ ସମୟ ଧରି ଖୋଜିବା ପରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧଙ୍କ ନାମ ହେଲା ମଦନ…
ଉତ୍ତରପ୍ରଦେଶ ପୀଡ଼ିିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ଧାରଣା
କୋରାପୁଟ,୫।୧୦(ସ୍ବ.ପ୍ର.): ଉତ୍ତରପ୍ରଦେଶ ହାଥରସରରେ ଘଟିଥିବା ଗଣବଳାତ୍କାର ଓ ହତ୍ୟା ମାମଲାରେ ସବୁଠି ପୀଡ଼ିିତାଙ୍କୁ ନ୍ୟାୟ ଦାବି ହେଉଛି। ଏ ନେଇ ସୋମବାର ଜିଲା କଂଗ୍ରେସ ପକ୍ଷରୁ କୋରାପୁଟ ଗାନ୍ଧୀପାର୍କ ସମ୍ମୁଖରେ ଧାରଣା ଦିଆଯାଇଛି। ପୂର୍ବତନ ବିଧାୟକ ନିମାଇଁ ସରକାରଙ୍କ ନେତୃତ୍ୱରେ କରାଯାଇଥିବା…
କୋରାପୁଟରୁ ପୁଣି ୪୩ କରୋନା ପଜିଟିଭ୍ ଚିହ୍ନଟ
କୋରାପୁଟ,୫।୧୦(ସ୍ବ.ପ୍ର.):କୋରାପୁଟ ଜିଲାରୁ ସୋମବାର ପୁଣି ୪୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କ ମଧ୍ୟରେ ପୁରୁଷ ୨୮ ଓ ମହିଳା ୧୫ ଜଣ ରହିଛନ୍ତି। ଚିହ୍ନଟ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୨ ଜଣ ଥିବା ବେଳେ,…
କୋରାପୁଟରୁ ଆଉ ଏକ ମୁଣ୍ଡ ନେଲା କରୋନା : ୪୫ ନୂଆ ଆକ୍ରାନ୍ତ ଚିହ୍ନଟ
କୋରାପୁଟ,୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ରବିବାର ଆଉ ଏକ ମୁଣ୍ଡ ନେଇଛି କରୋନା। ଏହା ସହ ୪୫ ଜଣ ମଧ୍ୟ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟାା ୧୨କୁ ବୃଦ୍ଧି ପାଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା…
କରୋନା ନେଲା ଆଇଆଇସିଙ୍କ ଜୀବନ
କୋରାପୁଟ, ୧।୧୦(ସ୍ବ.ପ୍ର): କୋରାପୁଟ ଟାଉନ ଆଇଆଇସି ପୀତବାସ ଧାରୁଆ ଗୁରୁବାର ସକାଳେ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେ ଭୁବନେଶରର ଏକ ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ଜଣେ ଦକ୍ଷ ପୋଲିସ ଅଫିସର ଥିଲେ।…
ବେକାବୁ କରୋନା: କୋରାପୁଟ ଜିଲାରୁ ଆଉ ୬୯ ପଜିଟିଭ୍
କୋରାପୁଟ,୨୭।୯,(ସ୍ବ.ପ୍ର.): କୋରାପୁଟ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଉଥିବା ବେଳେ ଜିଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ମୁହାଁ ହୋଇଛି। ରବିବାର ଜିଲାରେ କରୋନାରେ ଆଉ ୬୯ ଜଣ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ…
କୋରାପୁଟରୁ ଆଜି ଆଉ ୩ ଜୀବନ ନେଲା କରୋନା, ୮୨ ପଜିଟିଭ୍ ଚିହ୍ନଟ
କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶନିବାର ଆଉ ୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦ରେ ପହଞ୍ଚିଛି। ସେହିପରି ଆଜି ଆଉ ୮୨ ଜଣ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…
କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୦୦ ପାର୍ କଲା
କୋରାପୁଟ,୨୫ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶୁକ୍ରବାର ଆଉ ୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୁଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୦୧କୁ ବୃଦ୍ଧିପାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୫ ଜଣ…
କୋରାପୁଟରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୮୯
କୋରାପୁଟ,୨୩ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ବୁଧବାର ପୁଣି ୮୯ ଜଣ କରୋନାରେ ସଂକ୍ରମିତ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬୫୨କୁ ବୃଦ୍ଧିପାଇଛି। ଚିହ୍ନଟ ୮୯ ଜଣଙ୍କ ମଧ୍ୟରେ ୬୩ ଜଣ ପୁରୁଷ…
ସୋମବାର କୋରାପୁଟ ଏସ୍ଏଲ୍ଏନ୍ଏମ୍ସିଏଚ୍ରେ ହେବ ୭୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍ଘାଟନ
କୋରାପୁଟ,୨୦।୯(ସ୍ବ.ପ୍ର): କୋରାପୁଟ ଜିଲାର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ଏଲ୍ଏନ୍ଏମ୍ସିଏଚ୍)ରେ ସୋମବାର ୭୦ ଶର୍ଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍ପିଟାଲ ଉଦ୍ଘାଟନ୍ ହେବ। ଏ ନେଇ ଜିଲାପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜିଲାପାଳ ମଧୁସୂଧନ ମିଶ୍ର…
କୋରାପୁଟରେ ପ୍ରତିଦିନ ୧୦୦ ଟପୁଛି କରୋନା ପଜିଟିଭ୍ ସଂଖ୍ୟା
କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପୁଛି। ଜିଲାରେ ଶନିବାର ଆଉ ୧୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨ଟି ରିପିଟ କେସ୍ ରହିଛି। ତେଣୁ ବାସ୍ତବରେ ଜିଲାରୁ ୧୧୨ ପଜିଟିଭ୍ ଚିହ୍ନଟ…
Archives


