କୋରାପୁଟ

ନାରାୟଣପାଟଣା ଆଇଆଇସି ନିଲମ୍ବିତ

ଜୟପୁର, ୨।୨(ନି.ପ୍ର.): କୋରାପୁଟ ଜିଲା ନାରାୟଣପାଟଣା ଆଇଆଇସି ରଞ୍ଜିତ ସାହୁ ନିଲମ୍ବିତ ହୋଇଛନ୍ତି। ଲକ୍ଷ୍ମୀପୁର ଏସ୍‌ବିଆଇ ବ୍ୟାଙ୍କ ଲକର୍‌ରୁ ସୁନା ଚୋରି ଘଟଣାରେ ପୋଲିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୋରାପୁଟ ଏସ୍‌ପି ସୂଚନା ଦେଇଛନ୍ତି। ସୁନା କ୍ରୟକାରୀଙ୍କ ଫେରାର ପଛରେ…

ତେନ୍ତୁଳିଗୁମ୍ମା ପଞ୍ଚାୟତ ସରପଞ୍ଚ, ସମସ୍ତ ଓ୍ବାର୍ଡମେମ୍ବର, ସମିତିସଭ୍ୟ ଅପ୍ରତିଦ୍ୱନ୍ଦ୍ୱୀ

ବୈପାରିଗୁଡ଼ା, ୩୦ା୧(ଡି.ଏନ୍‌.ଏ.) ବୈପାରିଗୁଡ଼ା ବ୍ଲକରେ ୨୪ ତାରିଖରେ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବୈପାରିଗୁଡ଼ା ବ୍ଲକରେ ୨୦ ପଞ୍ଚାୟତ ରହିଛି। ୧୦ ଲେଖାଏ ପଞ୍ଚାୟତକୁ ନେଇ ଜିଲା ପରିଷଦ ଜୋନ୍‌-୧…

ନୂତନ ରେଳପଥ ପାଇଁ ଜମି ଅଧିଗ୍ରହଣ କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

କୋରାପୁଟ,୩୦ା୧(ସ୍ବ.ପ୍ର.) କୋରାପୁଟସ୍ଥିତ ଜିଲାପାଳଙ୍କ ସଭା ଗୃହରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି) ଏ. ଅପାଙ୍ଗ ଆଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆର୍‌ଡିସି କୋରାପୁଟ, ନବରଙ୍ଗପୁର, ମାଲକାନାଗିରି ଜିଲାର ବିଭିନ୍ନ ରାଜସ୍ବ ମାମଲାର ସମୀକ୍ଷା କରିଛନ୍ତି। ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…

ଲୋକଙ୍କ କାମରେ ଲାଗୁନି ପୌର ପରିଷଦ ଗୋଷ୍ଠୀ ଶୌଚାଳୟ

ସୁନାବେଡ଼ା,୨୬।୧(ସ୍ବ.ପ୍ର.) – ସୁନାବେଡ଼ା ପୌର ପରିଷଦ ପକ୍ଷରୁ ଜାନିଗୁଡ଼ା ଗ୍ରାମର ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ସହ ସାଧାରଣ ଲୋକଙ୍କ ସୁବିଧା ନିମନ୍ତେ ଗୋଟିଏ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଥିଲା । ମାତ୍ର ନିର୍ମାଣ ଶେଷ ହେବାର ୬ବର୍ଷ ବିତିଯାଇଥିଲେ ମଧ୍ୟ…

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ ପୂର୍ବରୁ ସବିନା ବୁଡିଆ, ଟିକାଇ ଗେମେଲ ଓ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନି ସ୍ବାଧୀନ…

୪ ସପ୍ତାହ ପାଇଁ ଘୁଞ୍ଚିଲା କୋଟିଆ ବିବାଦ ଶୁଣାଣି

କୋରାପୁଟ,୨୪ା୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକର ଆନ୍ଧ୍ର ସୀମାନ୍ତ କୋଟିଆ ବିବାଦ ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ରୁଜୁ ମାମଲାର ସୋମବାର ଶୁଣାଣି ରହିଥିଲା। ଏହାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଏଏମ୍‌ ଖାନୱିଲକର ଓ ବିଚାରପତି ସିଟି ରବି କୁମାରଙ୍କ…

କୋରାପୁଟ: ଯାଞ୍ଚ ବେଳେ ୪୭୬ ପ୍ରାର୍ଥିପତ୍ର ନାକଚ

କୋରାପୁଟ,୨୪।୧(ସ୍ବ.ପ୍ର.) କୋରାପୁଟ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଦାଖଲ ହୋଇଥିବା ନାମାଙ୍କନପତ୍ରଗୁଡିକର ଯାଞ୍ଚ ପ୍ରକ୍ରିୟା ରବିବାର ଶେଷ ହୋଇଛି। ୪୭୬ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ନାକଚ ପ୍ରାର୍ଥତ୍ପତ୍ର ମଧ୍ୟରେ ୱାର୍ଡମେମ୍ବର ୨୭୫, ସରପଞ୍ଚ ୧୫୧, ସମିତିସଭ୍ୟ ୪୦ ଏବଂ…

ବିଭାଗ ନୀରବ, ନିମ୍ନମାନର କାର୍ଯ୍ୟ କରୁଛନ୍ତି ଠିକାଦାର

ଦଶମନ୍ତପୁର, ୨୩ା୧ ( ଡି.ଏନ୍‌.ଏ. ) ଆରମ୍ଭରୁ ନିମ୍ନମାନର ରାସ୍ତା ନିର୍ମାଣ କରୁଛନ୍ତି ଠିକାଦାର। ସରକାରୀ ନିୟମ ଅନୁସାରେ କାମ କରିବାକୁ କହିଲେ ଶୁଣୁନାହାନ୍ତି। ଏଭଳି ଅଭିଯୋଗ କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ।…

ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।…

ଉଲ୍ଲଂଘନ ହେଉଛି ନିର୍ବାଚନ ଆଦର୍ଶ ଆଚରଣ ବିଧି

ସେମିଳିଗୁଡା/ସୁନାବେଡ଼ା, ୨୩|୧ (ସ୍ବ.ପ୍ର.) କୋରାପୁଟ ଜିଲା ସେମିଳିଗୁଡା ବ୍ଲକ ଏବଂ ସୁନାବେଡ଼ା ମ୍ୟୁନିସିପାଲିଟିର କେତେକ ସ୍ଥାନରେ ହୋର୍ଡ଼ିଂ ଲାଗିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇସାରିଛି। ଏହି ହୋର୍ଡିଂଗୁଡିକୁ କାଢିବା ଲାଗି ନିର୍ବାଚନ…

କୋଟିଆରେ ଆନ୍ଧ୍ରର ସାଲୁର ବିଧାୟକ କଲେ ନିର୍ମାଣାଧିନ କାର୍ଯ୍ୟର ତଦାରଖ

ପଟ୍ଟାଙ୍ଗୀ,୨୧ା୧(ଡି.ଏନ.ଏ.): କୋଟିଆ ପଞ୍ଚାୟତରେ ସର୍ବସମ୍ମତି ଭିତ୍ତିରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀ ଦେବାକୁ କୋରାପୁଟରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏପଟେ ଆନ୍ଧ୍ରର ସାଲୁର ବିଧାୟକ ପିଡିକା ରାଜନା ଦୋରା ନେରିଡିବାଲସା ଗ୍ରାମରେ ଅନୁପ୍ରବେଶ କରି ଆନ୍ଧ୍ର ପକ୍ଷରୁ ଚାଲିଥିବା ବିଭିନ୍ନ…

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର ଅନେକ ଦୁର୍ଗମ ଅଞ୍ଚଳ ରହିଛି ଯେଉଁଠିକୁ ମୌଳିକ ସୁବିଧା ପହଞ୍ଚତ୍ ପାରୁନାହିଁ। ଡିଜିଟାଲ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?