କୋରାପୁଟ

ଅଯୋଧ୍ୟା ସୁରକ୍ଷା ଦାୟିତ୍ୱରେ ଓଡ଼ିଆ ଆଇପିଏସ୍‌ ଅଧିକାରୀ

ଜୟପୁର,୫।୮(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ କାଯର୍ର୍‌ୟକ୍ରମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ…

୫ ଦିନ ବନ୍ଦ ରହିବ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ହସ୍ପିଟାଲ: ଜାଣନ୍ତୁ କେଉଁ ଦିନରୁ କେଉଁ ଦିନ

କୋରାପୁଟ,୩୧।୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଶୁକ୍ରବାରଠାରୁ ୫ ଦିନ ପର୍ଯ୍ୟନ୍ତ ସହରରେ ଥିବା ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ବନ୍ଦ କରାଯାଇଛି। ଏ ନେଇ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ର…

କୋରାପୁଟ: ୩ ଦିନରେ ୨୦୫ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୮୭ରେ ପହଞ୍ଚିଲା, ୪୮ ଘଣ୍ଟା ଶଟ୍‌ଡାଉନ୍‌ କଲେ ଜିଲାପାଳ

କୋରାପୁଟ,୩୦ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ମାତ୍ର ତିନି ଦିନ ମଧ୍ୟରେ କୋରାପୁଟ ଜିଲାରେ ୨୦୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଜିଲାରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୮୭କୁ ବୃଦ୍ଧି ପାଇଛି। ଜିଲାରେ ଗତ…

କୋରାପୁଟରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି

କୋରାପୁଟ,୨୫ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୩୦ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଓ ୯…

ଜୟପୁର ଚିଲ୍‌ଡ୍ରେନ୍ସ ହୋମ୍‌ରେ ନାବାଳକଙ୍କ ଆତ୍ମହତ୍ୟା

ଜୟପୁର,୨୩ା୭(ଡି.ଏନ.ଏ./ନି.ପ୍ର.)-କୋରାପୁଟ ଜିଲା ଜୟପୁରସ୍ଥିତ ସରକାରୀ ଚିଲ୍‌ଡ୍ରେନ୍ସ ହୋମ୍‌ (ଶିଶୁ ଯତ୍ନ ଭବନ)ରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଜଗନ୍ନାଥ ପରଜା(୧୨)। ସେ ବାଥ୍‌ରୁମ୍‌ର ସ୍କାଇଲାଇଟରେ ଗାମୁଛା ବାନ୍ଧି ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି। ଅନ୍ୟ ଅନ୍ତେବାସୀ ତାଙ୍କୁ ଦେଖି…

କୋରାପୁଟକୁ ଫେରିଲା ଲକ୍‌ଡାଉନ୍‌: ୪ ସହର ୫ ପଞ୍ଚାୟତରେ ତାଲାବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ ): କୋରାପୁଟ ଜିଲାରେ ପୁଣି ଲାଗୁ ହେବ ଲକ୍‌ଡାଉନ୍‌। କରୋନା ସଂକ୍ରମିତ ସଂଖ୍ୟା ବଢ଼ୁଥିବାରୁ ଜିଲାର ଜୟପୁର, କୋରାପୁଟ, ସୁନାବେଢା, କୋଟପାଡ ୪ଟି ସହରାଞ୍ଚଳରେ ଲକ୍‌ଡାଉନ୍‌ ଲାଗୁହେବ। ଏଥିସହ ଲକ୍ଷ୍ମୀପୁର, ବୋରିଗୁମ୍ମା, ପଟାଙ୍ଗି ବ୍ଲକର ସଦର, କୋରାପୁଟ ବ୍ଲକର ମାଥାଲପୁଟ,…

ହେଲ୍ପ ଡେସ୍କରେ କାର୍ଯ୍ୟରତ ୨ କର୍ମଚାରୀ କରୋନା ପଜିଟିଭ୍‌: କୋରାପୁଟ ଜିଲା ଚିକିତ୍ସାଳୟ ୪୮ ଘଣ୍ଟା ବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ ଜିଲା ଚିକତ୍ସାଳୟକୁ ଆସନ୍ତା ୪୮ ଘଣ୍ଟା ଗୁରବାର ତ୍ପର୍ଯ୍ୟନ୍ତ ବନ୍ଦ କରାଯାଇଛି ।…

କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କ ସହ ନୃତ୍ୟ ମହଙ୍ଗା ପଡ଼ିଲା: ନିଲମ୍ବିତ ହେଲେ ନାଲ୍‌କୋ କର୍ମଚାରୀ

ଜୟପୁର,୧୯। ୭(ଡି.ଏନ.ଏ.)-କୋରାପୁଟ ଜିଲାର ଜୟପୁର କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା କେତେଜଣ ରୋଗୀ ନିକଟରେ ନୃତ୍ୟ କରିଥିଲେ। ଏହାର ଭିଡିଓ ଭାଇରାଲ ହୋଇଥିଲା। ଏହି ନୃତ୍ୟ କରୁଥିବା ରୋଗୀଙ୍କ ମଧ୍ୟରେ ଦାମନଯୋଡ଼ି ନାଲ୍‌କୋର ଜଣେ କର୍ମଚାରୀ ଥିଲେ। ଭିଡିଓ ଭାଇରାଲ ପରେ…

କୋରାପୁଟରୁ ପୁଣି ସୁସ୍ଥ ହେଲେ ୯ କରୋନା ଆକ୍ରାନ୍ତ

କୋରାପୁଟ,୧୮ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ କରୋନା ଯୁଦ୍ଧରେ ବିଜୟୀ ହୋଇଥିବା ସଂଖ୍ୟା ୮୪କୁ ବୃଦ୍ଧି ପାଇଛି ା ଜିଲା ପ୍ରଶାସନର ସୂଚନା…

ମିଷ୍ଟର ଇଣ୍ଡିଆ ପ୍ରତଯୋଗିତାରେ ଜୟପୁରର ଶ୍ରୀଧର

ଜୟପୁର,୧୮ା୭(ନି.ପ୍ର.): ଜାତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ ଓଡ଼ିଆ ଝିଅପୁଅଙ୍କ ଅଂଶଗ୍ରହଣ କିଛି କମ୍‌ ନୁହେଁ। ନିକଟରେ ଜିରୋନ ପ୍ରଡକ୍ସନ ହାଉସ ପ୍ରସ୍ତୁତ ମିଷ୍ଟର ଏବଂ ମିସ୍‌ ଇଣ୍ଡିଆ-୨୦୨୦ର ସିଜନ-୨ ପ୍ରତିଯୋଗିତାର ସେମି ଫାଇନାଲକୁ ଉନ୍ନୀତ ହୋଇଥିଲେ କୋରାପୁଟ ଜିଲାର ଦୀପ୍ତିରାଣୀ। ଏବେ…

କରୋନା ଶିଖାଇଲା ପରିଶ୍ରମ

ବୈପାରୀଗୁଡା,୧୮ା୭ (ଡି.ଏନ୍‌.ଏ.): ପରିସ୍ଥିତି ମଣିଷକୁ ବଦଳାଇଦିଏ। ତା’ର ସ୍ବଭାବ ଓ ଆଚରଣରେ ପରିବର୍ତ୍ତନ କରେ। ବର୍ତ୍ତମାନ ମହାମାରୀ ସମୟରେ ଏପରି କିଛି ପରିବର୍ତ୍ତନ ଦେଖାଦେଇଛି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର କେତେଜଣ ଭିକ୍ଷାବୃତ୍ତି କରି ଚଳୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ। ସେମାନେ ନିଜ…

ମିସ୍‌ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା

ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ମିସ୍‌ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ ଜିଲାର ଜୟପୁରର ଦୀପ୍ତିରାଣୀ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ଏହି ସଫଳତା କୋରାପୁଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri