କୋରାପୁଟ

କୋରାପୁଟରେ ଆଜି ୬ ପଜିଟିଭ୍‌ ଚିହ୍ନଟ, ଘରୋଇ ଟିଉସନ ବନ୍ଦ କଲେ ଜିଲାପାଳ

କୋରାପୁଟ,୮ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ବୁଧବାର ପୁଣି ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ପ୍ରକାଶ ପାଇଛି। ସେଥିମଧ୍ୟରୁ ଜଣେ ସଙ୍ଗରୋଧ କେନ୍ଦ୍ରରୁ , ୨ ଜଣ ଘରୋଇ କ୍ୱାରାଣ୍ଟାଇନ୍‌ରୁ ଏବଂ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…

ମାନସିକ ବିକାରଗସ୍ତ ଯୁବକଙ୍କ ଉନ୍ମତକାଣ୍ଡ: ଗୁହାଳରେ ଲଗାଇଲେ ନିଆଁ, ୧୦ ଛେଳି ଜୀବନ୍ତ ଦଗ୍ଧ

ବୈପାରିଗୁଡା, ୬।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ମାନସିକ ବିକାରଗସ୍ତ ଯୁବକ ଶୁକୁରାମ ଖିଲ ରବିବାର ରାତିରେ ନିଜ ଗୁହାଳରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗୁହାଳରେ ଥିବା ୧୦…

କୋରାପୁଟରେ ପୁଣି ୫ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫୭କୁ ବୃଦ୍ଧି

କୋରାପୁଟ,୪ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଜିଲାର ପଟ୍ଟାଙ୍ଗି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣେ।…

ପାଡୁଆରେ ଦୁର୍ଘଟଣା: ୪ ନାବାଳକଙ୍କ ଜୀବନଗଲା

କୋରାପୁଟ,୩।୭(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆରେ ଗୁରବାର ବିଳମ୍ବିତ ରାତିରେ ଏକ ମୋଟରସାଇକେଲ ଦୁର୍ଘଟଣାରେ ୪ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସେମାନେ ହେଲେ କୃଷ୍ଣ ହନ୍ତାଳ(୧୪), ଶଶୀକାନ୍ତ ଖିଲ(୧୭), ପଙ୍କଜ ମହାନ୍ତି(୧୪), ଏସ୍‌ ଖରା (୧୪) ମିଳିଥିବା ସୂଚନାନୁଯାୟୀ, ଉକ୍ତ ୪…

କୋରାପୁଟ ଜିଲା କୃଷି ଅଧିକାରୀଙ୍କ ଗାଡ଼ିରୁ ମିଳିଲା ୧୧ ଲକ୍ଷ ଟଙ୍କା

ଜୟପୁର, ୨।୭(ଡି.ଏନ୍‌.ଏ./ନି.ପ୍ର.)- କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କ ଗାଡ଼ିରୁ ଗୁରୁବାର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି। ଏହାପରେ ଜୟପୁର ଭିଜିଲାନ୍ସ ଟିମ୍‌ ତାଙ୍କୁ ଏସ୍‌ପି କାର୍ଯ୍ୟଳୟଠାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ସୂଚନାନୁଯାୟୀ,…

କ୍ୱାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ମୃତ୍ୟୁ

ପଟ୍ଟାଙ୍ଗି,୧।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗାଙ୍ଗେଶ୍ୱରୀ କଲେଜ ପରିସରରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ଜଣେ ମହିଳାଙ୍କର ଅଚାନକ ମୃତ୍ୟୁ ଘଟିଛି। ଖବର ପାଇ ସଦର ପଞ୍ଚାୟତ ସରପଞ୍ଚ ଭଗବାନ ଖରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋନାଲିସା…

ନଦୀରେ ଭାସିଯାଇ ଭାଉଜ, ଦିଅର ମୃତ

ବୈପାରିଗୁଡା,୧୬ା୬(ଡି.ଏନ.ଏ.)-କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅନ୍ତର୍ଗତ କଳାପଡ଼ା ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ନଦୀ ପାର ହେଉଥିବା ବେଳେ ଜଣେ ମହିଳା ଓ ଜଣେ ପୁରୁଷ ନଦୀରେ ଭାସିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଲା ପରଜା(୫୩)…

ପିଆଜ ଟ୍ରକରେ ଗଞ୍ଜେଇ ଚାଲାଣ

ଲମତାପୁଟ/ଜୟପୁର ,୧୪ା୬ (ଡି.ଏନ.ଏ )- କୋରାପୁଟ ଜିଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ଲମତାପୁଟ ଫାଣ୍ଡି ପକ୍ଷରୁ ରବିବାର ପୂର୍ବାହ୍ନରେ ପାଟ୍ରୋଲିଂ ବେଳେ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଥିବା ଏକ ମିନି ଟ୍ରକ (କେଏଲ ୪୬ ଆର-୩୦୯୫)କୁ ଜବତ କରାଯାଇଛି। ଏଥିରେ…

ଶ୍ରମିକ ବସିଛନ୍ତି, ଜେସିବି ଖୋଳୁଛି ବନ୍ଧ

ଦଶମନ୍ତପୁର,୧୪ା୬( ଡ଼ି.ଏନ.ଏ.)- ଶ୍ରମିକଙ୍କ ଜୀବିକା ନିର୍ବାହ ଲାଗି ସରକାର ବିଭିନ୍ନ ଯୋଜନାରେ କାର୍ଯ୍ୟ ଯୋଗାଇ ଦେବାକୁ ଉଦ୍ୟମ ଜାରି ରଖିଛନ୍ତି। ମାତ୍ର କୋରାପୁଟ ଜିଲା ଦଶମନ୍ତପୁରରେ ସରକାରଙ୍କ ନିୟମକୁ ଉଲ୍ଲଂଘନ କରାଯାଉଛି। ଶ୍ରମିକଙ୍କ ବଦଳରେ ଠିକାଦାରମାନେ ଜେସିବି ମେଶିନ ଲଗାଇ କାର୍ଯ୍ୟ…

୨ଲକ୍ଷ ୯୬ ହଜାର ହେକ୍ଟର ଜମିରେ ଖରିଫ ଚାଷ

ଜୟପୁର, ୧୩ା୬ (ନି.ପ୍ର.)- କୋରାପୁଟକୁ ମୌସୁମୀ ବର୍ଷା ଆସିଛି। ଏହାକୁ ନେଇ ଖରିଫ ଚାଷ ପାଇଁ ଚାଷୀ ଓ ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଖରିଫ ଋତୁରେ ଜିଲା କୃଷି କାର୍ଯ୍ୟାଳୟ ଧାନ ଚାଷ ସହ ତୈଳବୀଜ ଓ ଡାଲି ଜାତୀୟ…

ଜୟପୁରରେ ହେବ ନାହିଁ ରଥଯାତ୍ରା

ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ତଥା ଦେବତ୍ତୋର ଅଧିକାରୀଙ୍କ ନିକଟକୁ ନିର୍ଦ୍ଦେଶ ଆସିଛି। ଜୟପୁର ଦେବତ୍ତୋର…

ସୁସ୍ଥ ହୋଇ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର ,୧୧ା୬ (ଡି.ଏନ.ଏ )- ଅସୁସ୍ଥ ହୋଇ ପ୍ରଥମେ ଜୟପୁର ପରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବା ପଦ୍ମଶ୍ରୀ କମଳା ପୂଜାରୀ ଗୁରୁବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି ା ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri