କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍
ଜୟପୁର,୨୮ା୫(ଡି.ଏନ.ଏ./ନି.ପ୍ର. )- ଯାତ୍ରୀବାହୀ ବସ୍ ଚଳାଚଳ ଆସନ୍ତା ୧ରୁ ଚାଲିବ। ଏନେଇ ରାଜ୍ୟସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି। ବିଭିନ୍ନ ଘୋରଇ ବସ୍ ମାଲିକ ସଂଘ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କୋରାପୁଟ ଜିଲା ଜୟପୁର ଘରୋଇ ବସ୍ରେ କାର୍ଯ୍ୟରତ…
୧୨ପରିବାରଙ୍କ ଘର ଉଜାଡ଼ିଲା ଅଦିନିଆ ଝଡ଼ବର୍ଷା
ଦଶମନ୍ତପୁର,୨୫ା୫ (ଡି.ଏନ୍.ଏ.)-କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚ଼ଣାବାଡ଼ ପଞ୍ଚାୟତର ଏସ୍.ଡଣ୍ଡାବାଡ଼ ଗ୍ରାମରେ ରବିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହୋଇଛି। ଫଳରେ ଗ୍ରାମର ୧୨ ଜଣଙ୍କ ଘର ଭାଙ୍ଗଛି। ସେମାନଙ୍କ ମଧ୍ୟରୁ ଶୋଭା ସାଉନ୍ତାଙ୍କ ୬ଟି ଆଜବେଷ୍ଟ ଭାଙ୍ଗିରୁଜିଯିବା ସହ ୩୦…
କୋରାପୁଟ ଜିଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ
ଜୟପୁର,୨୫ା୫(ଡି.ଏନ୍.ଏ.): କୋରାପୁଟ ଜିଲାରେ ସୋମବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଜୟପୁର ସହରର ହୋଇଥିବା ବେଳେ ଦଶମନ୍ତପୁର ବ୍ଲକର ଜଣେ, ନନ୍ଦପୁରର ୨ ଏବଂ ଲକ୍ଷ୍ମୀପୁର ବ୍ଲକର ୨ ଜଣ ଚିହ୍ନଟ ହୋଇଛନ୍ତି। ୫ଜଣ…
ଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱ
କୁନ୍ଦୁରା,୨୩ା୫(ଡି.ଏନ.ଏ.)-କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲିମା ପଞ୍ଚାୟତ ଅନ୍ତର୍ଗତ ବାନ୍ଧିଆଗୁଡ଼ା ଗ୍ରାମରେ ବୈଶାଗୁ ମରିଚଫୁଲିଆଙ୍କ ପରିବାର ବସବାସ କରନ୍ତି। ସୁରୁଖୁରୁରେ ପରିବାର ଚଳୁଥିବା ବେଳେ ପ୍ରଥମେ ୪ବର୍ଷ ତଳେ ବୈଶାଗୁଙ୍କ ମୃତ୍ୟୁ ହୋଇଥିଲା। ମାଆ ରଇଲା ମରିଚଫୁଲିଆ (୩୦) କଷ୍ଟରେ ପିଲାଙ୍କୁ…
ଗୀତ ଗାଇ ଆଦିବାସୀଙ୍କୁ ସଚେତନ କରୁଛନ୍ତି ଫରେଷ୍ଟର
ଜୟପୁର,୨୦ା୫(ଡି.ଏନ୍.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍ର ଫରେଷ୍ଟର ପ୍ରଶାନ୍ତ ସାମନ୍ତରାୟ। ଆଦିବାସୀ ଗୀତ ଗାଇ ସେ କରୋନା ଭୂତାଣୁ ସମ୍ପର୍କରେ…
ମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟା
ପଟ୍ଟାଙ୍ଗି,୧୯ା୫(ଡି.ଏନ.ଏ)-ବାପା ମୋବାଇଲ୍ କିଣି ନ ଦେବାରୁ ପୁଅ(୧୪) ଆତ୍ମହତ୍ୟା କରିବା ପରି ଘଟଣା କୋରାପୁଟ ଜିଲା ପଟାଙ୍ଗି ଥାନା ତଥା ସେମିଳିଗୁଡା ବ୍ଲକ ଅଞ୍ଚଳରେ ଘଟିଛି। ଖବରରୁ ଜଣାପଡିଛି ସେମିଳିଗୁଡ଼ା ବ୍ଲକ୍ର ମରୁଆ ଗ୍ରାମର ବିଶ୍ୱନାଥ ଗେମେଲଙ୍କ ପୁଅ ରାଜେନ୍ଦ୍ର। ରେଙ୍ଗା…
କୋଭିଡ୍ କେୟାର ସେଣ୍ଟର ଉଦ୍ଘାଟିତ
ଜୟପୁର, ୧୮ା୫ (ନି.ପ୍ର.): କୋରାପୁଟ ମହିଳା ମହାବିଦ୍ୟାଳୟରେ କୋଭିଡ୍ କେୟାର ସେଣ୍ଟର ସୋମବାର ଉଦ୍ଘାଟିତ ହୋଇଯାଇଛି। ୨ଶହ ଶଯ୍ୟା ବିଶିଷ୍ଟ ଏହି ସେଣ୍ଟରକୁ ଜିଲାପାଳ ମଧୁସୂଦନ ମିଶ୍ର ଉଦ୍ଘାଟନ କରିଥିଲୋ। ଯେଉଁ ପ୍ରବାସୀ କୋରାପୁଟ ଫେରିବେ ସେମାନଙ୍କୁ ଏହି ସେଣ୍ଟରକୁ ନେଇ…
ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ମିଳିବନି ନବମ, ଦଶମ ବହି
ଜୟପୁର, ୧୬ା୫ (ଡି.ଏନ୍.ଏ.)- କୋରାପୁଟ ଜିଲା ଜୟପୁରସ୍ଥିତ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦର ଆଞ୍ଚଳିକ କାର୍ଯ୍ୟାଳୟରେ ଚଳିତବର୍ଷ ନବମ ଏବଂ ଦଶମ ଶ୍ରେଣୀର ବହି ମିଳିବନି। ଏଠାରେ ସରକାରଙ୍କ ପକ୍ଷରୁ ବହି ପହଞ୍ଚତ୍ବା ପରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ ମାଲାକାନଗିରି…
ସିଲ୍ ପଡିଛି, ମଦ କାରବାର ଚାଲିଛି
ଜୟପୁର,୧୪ା୫(ଡି.ଏନ.ଏ )-କୋରାପୁଟ ଜିଲା ଜୟପୁର ସହର ଏବଂ ଆଖପାଖ ଅଞ୍ଚଳରେ ୧୮ଟି ବିଦେଶୀ ମଦ ଦୋକାନ ରହଛି। ସେଥିରୁ ୧୨ଟି ଠିପିବନ୍ଦ ଦୋକାନ ଏବଂ ୬ଟି ବାର। କାରୋନା ଲକଡାଉନ ଯୋଗୁ ସରକାରଙ୍କ ମଦ ବିକ୍ରି ଉପରେ କଟକଣା ଜାରି କରିଥିଲେ।…
କୁଆପଥର ମାଡ଼ରେ ଫସଲ ନଷ୍ଟ: କ୍ଷୟକ୍ଷତି ଆକଳନ କଲା ପ୍ରଶାସନ
ଦଶମନ୍ତପୁର,୧୪ା୫( ଡି.ଏନ୍.ଏ. ) -କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ଗତ କୁଆପଥର ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ନିକଟରେ ପ୍ରଶାସନ ପହଞ୍ଚତ୍ଛି। ଏଥିରେ ଚାଷୀଙ୍କ ଖାଦ୍ୟଶସ୍ୟ ସହ ବହୁ ପରିମାଣରେ ପନିପରିବା କ୍ଷତି ହୋଇଛି। ଅନେକ ଆଶା ନେଇ ଉକ୍ତ ଅଞ୍ଚଳର ଚାଷୀ…
ଉପାନ୍ତ ଅଞ୍ଚଳରେ କରୋନା ଯୋଦ୍ଧା: ୩ବର୍ଷର ପିଲାକୁ ଧରି ଗ୍ରାମରେ ଲୋକଙ୍କୁ କରୁଛନ୍ତି ସଚେତନ
ଜୟପୁର,୧୨ା୫ (ନି.ପ୍ର.)-କରୋନା ପାଇଁ ଏବେ ସାରା ଦେଶ ଲକ୍ଡାଉନରେ ରହିଛି। ତେବେ ଏନେଇ ରହିଥିବା ସଚେତନତା ବାର୍ତ୍ତା ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏଭଳି ସ୍ଥିତିରେ କାଖରେ ନିଜର ୩ବର୍ଷର ଛୁଆକୁ ଧରି କରୋନା ସଚେତନତା କରୁଛନ୍ତି କୋରାପୁଟ ଜିଲା ଜୟପୁର…
ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଲେ ମହିଳା: ବଳାତ୍କାର ଅଭିଯୋଗ ଆଣିଲେ ସ୍ବାମୀ
ରାୟଗଡା ଅଫିସ,୧୨।୫-ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ନେଇ ତାଙ୍କ ସ୍ବାମୀ ଗତ ୭ ତାରିଖରେ ମାଲକାନଗିରି ଥାନାରେ ଅଭିଯୋଗ କରିଥିଲେ। ତେବେ ସମ୍ପୃକ୍ତା ମହିଳାଙ୍କୁ ମଙ୍ଗଳବାର ରାତିରେ ସଙ୍କାଟାପନ୍ନ ଅବସ୍ଥାରେ…
Archives


