କୋରାପୁଟ

କରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କର

ଜୟପୁର,୧୦ା୫(ଡି.ଏନ୍‌.ଏ.)- କାରୋନା ଭୂତାଣୁ ଯେତେ ଭୟ ସୃଷ୍ଟି କରି ନ ଥିଲା ନିର୍ଗତ ବିଷାକ୍ତ ଗ୍ୟାସ୍‌ ତା’ଠାରୁ ଅଧିକ ଭୟଙ୍କର ଥିଲା। ଚାରିଆଡ଼େ ଲୋକଙ୍କ ମୃତ୍ୟୁ ଏବଂ ଅଚେତ ଶରୀର ପଡ଼ିରହିଥିଲା। ଜୀବନ ରକ୍ଷା କରିବାକୁ ଚାଲିଚାଲି ଆସିଛନ୍ତି କେତେଜଣ ଶ୍ରମିକ।…

ଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲା

ଜୟପୁର,୯ା୫(ନି.ପ୍ର.): ଜୟପୁର ଉପଖଣ୍ଡ କାରାଗାରରେ ବିଚାରାଧୀନ ମାମଲାର ଜଣେ ମହିଳା କଏଦୀ ଫିନାଇଲ ପିଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହିଳା କଏଦୀ ଜଣକ ଦୀର୍ଘଦିନ ହେଲା ଗଞ୍ଜେଇ ଚୋରା ଚାଲାଣ କେସ୍‌ରେ ସଜା କଟିଥିଲେ। ମୃତ ମହିଳା କଏଦୀ ଜଣକ ଜୟପୁର…

ଆଧାରକାର୍ଡ ସଂଯୋଗ ଆଳରେ ଠକେଇ: ୫୦ ଗ୍ରାମବାସୀଙ୍କ ଜମାଖାତାରୁ ଅର୍ଥ ହଡ଼ପ

ବୈପାରିଗଡ଼ା,୭ା୫ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗଡ଼ା ବ୍ଲକ ସଦର ପଞ୍ଚାୟତ ସନ୍ତେଇପଟ ଓ ଅମଳାଭଟ୍ଟା ଗ୍ରାମବାସୀ ଠକେଇର ଶିକାର ହୋଇଛନ୍ତି। ନିଜକୁ ବ୍ୟାଙ୍କ କର୍ମଚାରୀ ବୋଲି ପରିଚୟ ଦେଇ ଜଣେ ଯୁବକ ସେମାନଙ୍କ ଜମାଖାତାରୁ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି। ଏନେଇ…

ହାତୀଶାଳ କଲୋନିରେ ବାହାର ରାଜ୍ୟର ୫ ବ୍ୟକ୍ତି

ଜୟପୁର,୭ା୫(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଉପକଣ୍ଠ ହାତୀଶାଳ କଲୋନିଠାରେ ମହାରାଷ୍ଟ୍ର ରାଜ୍ୟର ରେଜିଷ୍ଟ୍ରେଶନ ଥାଇ ଏକ ଇନୋଭା କାର ଏବଂ ସେଠାରେ ଜଣେ ବ୍ୟକ୍ତିଙ୍କ ଘରେ ବାହାର ରାଜ୍ୟର ୫ଜଣ ବ୍ୟକ୍ତି ରହୁଥିବା ଜଣାପଡିଛି। ଏହାକୁ ନେଇ କଲୋନି ବାସିନ୍ଦାଙ୍କ…

ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଜୟପୁର,୬ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ ଅଞ୍ଚଳକୁ ବସ୍‌ ଏବଂ ବୋଲେରୋ ଯୋଗେ ପଠାଇଛି। ପ୍ରଥମ ପର୍ଯ୍ୟାୟରେ ରାଜସ୍ଥାନକୁ ଜିଲାରୁ ୩୯,…

ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ

ଜୟପୁର,୪ା୫(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ କୋଭିଡ୍‌ ହସ୍ପିିଟାଲ ପରିଦର୍ଶନ କରିଛନ୍ତି ସଚିବ ଭି. ଭି ଯାଦବ। ସଚିବ ଯାଦବ ହସ୍ପିିଟାଲରେ ପହଞ୍ଚି ଉପସ୍ଥିତ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରି ସମୀକ୍ଷା କରିଥିଲେ। ୧୫୦ବେଡ୍‌ ବିଶିଷ୍ଟ ଏହି ହସ୍ପିିଟାଲକୁ ପରିଦର୍ଶନ କରିବା…

୯ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ଜବତ

ବୈପାରିଗୁଡ଼ା,୪ା୫(ଡି.ଏନ୍‌.ଏ.): ବୈପାରିଗୁଡା ପୋଲିସ ସୋମବାର ବାତିରିପୁଟ ଛକରୁ ୯କୁଇଣ୍ଟାଲ ୯୭କେଜି ଗଞ୍ଜେଇ ସହ ଏକ ଟ୍ରକ୍‌ ଜବତ କରିଛି। ଏ ନେଇ ବୈପାରିଗୁଡ଼ା ଥାନାରେ ଏକ ମାମଲା (ନଂ.୬୭/୨୦) ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଏକ ଟ୍ରକ୍‌(ଓଆର-୧୦ଜେ-୮୮୯୭) ଟାଙ୍ଗିଣିଗୁଡା ପଟୁ ବୈପାରିଗୁଡା…

କ୍ୱାରାଣ୍ଟାଇନ୍‌ କେନ୍ଦ୍ର ବୁଲି ଦେଖିଲେ ଆରକ୍ଷୀ ଉପ ମହାନିର୍ଦ୍ଦେଶକ

ପଟ୍ଟାଙ୍ଗି,୪ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟର ଲୋକେ ଓ ଛାତ୍ରୀଛାତ୍ର ଅନ୍ୟ ରାଜ୍ୟରେ ଫସିରହିଛନ୍ତି। ଏବେ ଏମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହିକ୍ରମରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକର ଆନ୍ଧ୍ର ସୀମାନ୍ତ ସୁଙ୍କି…

କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

ଜୟପୁର,୨ା୫(ନି.ପ୍ର.): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର୍‌ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ସଚିବ ରସିଦ୍‌ ଖାନ୍‌ ଶନିବାର ଜୟପୁରସ୍ଥିତ ଜିଲାସ୍ତରୀୟ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ହସ୍ପିଟାଲ୍‌ର ଭିତ୍ତିଭୂମି ଯାଞ୍ଚ…

ଗ୍ରାହକଶୂନ୍ୟ ନର୍ସରି, ନଷ୍ଟ ହେଉଛି ଚାରା

ଜୟପୁର,୨୯ା୪(ନି.ପ୍ର.): ପାଖାପାଖି ୪୦ ଦିନର ଲକ୍‌ଡାଉନ। ସ୍ବାସ୍ଥ୍ୟକୁ ଆଖି ଆଗରେ ସମାଜର ସବୁ ବର୍ଗର ଲୋକେ ସିନା ଘର ଭିତରେ ରହିଛନ୍ତି, କିନ୍ତୁ ସେମାନଙ୍କ ଜୀବନ ଜୀବିକା ଏବେ ହୁଡ଼ିବାକୁ ବସିଲାଣି। ଜୟପୁର ନିକଟସ୍ଥ ତେଲିଗୁଡ଼ାର ପାୟଲ ନର୍ସରୀ ସେହିଭଳି ସମସ୍ୟା…

ଗୋଦାମରେ ଚଢ଼ାଉ, ୧୬ ବସ୍ତା ଗୁଟ୍‌ଖା ଜବତ

ଜୟପୁର,୨୯ା୪(ନି.ପ୍ର./ଡି.ଏନ୍‌.ଏ.): ଲକ୍‌ଡାଉନ ଚାଲିଥିବା ବେଳେ କୋରାପୁଟ ଜିଲା ଜୟପୁର ସହରରେ ଗୁଟ୍‌ଖା ଓ ତମାଖୁର ଅବାଧ ବିକ୍ରି ଚାଲିଛି। ତେଣୁ ବୁଧବାର ପୋଲିସ, ତହସିଲ ଓ ପୌରପରିଷଦ ମିଳିତ ଭାବେ ସହରର ଭଦ୍ରାୟାସାହିରେ ଥିବା ଦୋକାନ ଓ ୨ଟି ଗୋଦାମରେ ଚଢ଼ାଉ…

ସ୍ତ୍ରୀ-ଛୁଆଙ୍କଠୁ ଦୂରରେ ରଖିଛି କରୋନା: ରନ୍ଧନ ଗ୍ୟାସ ପରିବହନ କରୁଥିବା ଟ୍ରକ୍‌ ଚାଳକଙ୍କ ଦୁଃଖ

ବୈପାରୀଗୁଡ଼ା,୨୯ା୪(ଡି.ଏନ୍‌.ଏ.): ଘରେ ସ୍ତ୍ରୀ ସହ ଦୁଇଟି ଛୋଟ ଝିଅ। ମାସେରୁ ଅଧିକ ହେବ ବାପାଙ୍କୁ ନ ଦେଖି ଝିଅମାନେ ଅଥୟ ହୋଇ କାନ୍ଦୁଛନ୍ତି। ପରିବାର ଲୋକଙ୍କୁ ଭେଟିବା ପାଇଁ କିମ୍ବା ପନିପରିବା ଆଣିବାକୁ ଗଲେ ଲୋକେ ବାରଣ କରୁଛନ୍ତି। ଛୋଟ ଛୁଆଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri